ଭଡ଼ାଟିଆ ନୁହନ୍ତି ମାଲିକ: ସୁପ୍ରିମ୍‌କୋର୍ଟ

ନୂଆଦିଲ୍ଲୀ,୧।୪: ଭଡ଼ାରେ ରହୁଥିବା ଭଡ଼ାଟିଆ ଏବେ ଆଉ ଘର ଛାଡ଼ିବା ପାଇଁ ମାଲିକଙ୍କୁ ନାଲି ଆଖିଦେଖାଇ ଆଇନର ଆଶ୍ରୟ ନେଇପାରିବେ ନାହିଁ। ସୁପ୍ରିମ୍‌କୋର୍ଟ ଏକ ମାମଲାର ବିଚାର…

ଦେଶବ୍ୟାପୀ ଲକ୍‌ଡାଉନ୍‌ ଘୋଷଣା

ପ୍ୟାରିସ,୧।୪: ଫ୍ରାନ୍ସରେ କରୋନାର ତୃତୀୟ ଲହର ଜାରି ରହିଛି। ଏହାକୁ ଦୃଷ୍ଟିରେ ସରକାର ଦେଶବ୍ୟାପୀ ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। ରାଷ୍ଟ୍ରପତି ଇମାନୁଏଲ ମାକ୍ରୋନ ଦେଶବ୍ୟାପୀ ଲକ୍‌ଡାଉନ୍‌ କରିବାକୁ…

ଆଇପିଏଲ୍‌ ପୂର୍ବରୁ ବନ୍ଧୁତାର ଫଟୋ ଶେୟାର କରି ଭାବପ୍ରବଣ ହେଲେ ସୁରେଶ ରାଇନା

ଏପ୍ରିଲ ୯ରୁ ଆଇପିଏଲ୍‌ର ୧୪ତମ ସିଜିନ୍‌ ଆରମ୍ଭ ହେଉଛି। ପ୍ରଥମ ମ୍ୟାଚ୍‌ ମୁମ୍ବାଇ ଇଣ୍ଡିଆନ୍ସ ଏବଂ କୋଲକତା ନାଇଟ୍‌ ରାଇଡର୍ସ ମଧ୍ୟରେ ଖେଳାଯିବ। ଏପ୍ରିଲ ୧୦ରେ ଚେନ୍ନାଇ…

ଆଜି ରାଜ୍ୟରେ ଟିକା ନେଲେ ୮୪,୦୯୯ ଜଣ

ଭୁବନେଶ୍ୱର,୧।୪(ବ୍ୟୁରୋ): ଗୁରୁବାର ରାଜ୍ୟରେ କୋଭିଡ ଯୋଦ୍ଧା, ସ୍ବାସ୍ଥ୍ୟସେବା ହିତାଧିକାରୀ ଏବଂ ବରିଷ୍ଠ ନାଗରିକଙ୍କୁ ମିଶାଇ ସମୁଦାୟ ୮୪୦୯୯ ଜଣଙ୍କୁ କୋଭିଡ୍‌ ଟିକା ପ୍ରଦାନ କରାଯାଇଛି। ଏନେଇ ରାଜ୍ୟ…

ଗର୍ଭବତୀ ମହିଳାଙ୍କ ପ୍ରେମରେ ପଡିଥିଲେ ଏହି କ୍ରିକେଟର

ଭାରତୀୟ କ୍ରିକେଟ ଖେଳାଳି ମୁରଲୀ ବିଜୟ ଆଜି ୩୭ତମ ଜନ୍ମଦିନ ପାଳନ କରୁଛନ୍ତି। ଅନ୍ୟତମ ଭାରତୀୟ କ୍ରିକେଟର୍‌ ଦୀନେଶ କାର୍ତ୍ତିକଙ୍କ ସହ ତାଙ୍କର ବିବାଦ କାହାକୁ ଅଛପା…

ସ୍ନାତକ ଛାତ୍ରୀଙ୍କୁ ମିଳିବ ୫୦ ହଜାର

ପାଟନା,୧।୪: ବାଳିକାଙ୍କ ସମୃଦ୍ଧି ପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ ବେଟି ବଚାଓ-ବେଟି ପଢ଼ାଅ ଅଭିଯାନ ଅନ୍ତର୍ଗତ ସୁକନ୍ୟା ସମୃଦ୍ଧି ଯୋଜନା ପ୍ରଣୟନ କରାଯାଇଛି। ଏହି ଯୋଜନାରେ ଛାତ୍ରୀମାନଙ୍କୁ…

ପୁରୀ ମାଉସୀ ମା’ ମନ୍ଦିର ହୁଣ୍ଡି ଭାଙ୍ଗି ଲୁଟିନେଲେ ଦୁର୍ବୃତ୍ତ

ପୁରୀ ଅଫିସ,୧।୪: ପୁରୀ ମାଉସୀ ମା’ ମନ୍ଦିରରୁ ଲୁଟ୍‌ ଅଭିଯୋଗ ହୋଇଛି। ମୁଖ୍ୟ ପ୍ରବେଶ ଦ୍ୱାର ଲୁହା ଗେଟ୍‌ରେ ପଡ଼ିଥିବା ତାଲା ଭାଙ୍ଗି ଭିତରେ ପଶିବା ପରେ…

ବିବାହ ପୂର୍ବରୁ ୫୩ କୋଟି ଟଙ୍କା ଦେଇ ଘର କିଣିଲେ ଏହି କ୍ରିକେଟର୍‌

ଅଷ୍ଟ୍ରେଲିୟ କ୍ରିକେଟର୍‌ ପ୍ୟାଟ୍‌ କମିନ୍ସ ଏକ ନୂଆ ଘର କିଣିଛନ୍ତି। ଯାହାର ମୂଲ୍ୟ ୫୩ କୋଟି ଟଙ୍କା ରହିଛି। ଆଇପିଏଲ୍‌ରେ କୋଲକତା ନାଇଟ୍‌ ରାଇଡର୍ସ ପକ୍ଷରୁ ଖେଳୁଥିବା…

ଭାଜପାର ନିର୍ବାଚନୀ ଥୋପ: ଚାଷୀଙ୍କ ଖାତାକୁ ୨୦୦୦

ନୂଆଦିଲ୍ଲୀ,୧।୪: ପଶ୍ଚିମବଙ୍ଗ ଏବଂ ଆସାମରେ ବିଧାନସଭା ନିର୍ବାଚନ ପାଇଁ ମତଦାନ ଜାରି ରହିଛି। ଏପରିସ୍ଥଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ପକ୍ଷରୁ ଭୋଟରଙ୍କୁ ହାତେଇବା ଲାଗି ଗୁରୁବାର…

ଏପ୍ରିଲ୍‌ ୫ରୁ ଭର୍ଚୁଆଲ୍‌ ମୋଡ୍‌ରେ ଚାଲିବ ହାଇକୋର୍ଟ

କଟକ ଅଫିସ୍‌,୧।୪: ଏଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଓଡ଼ିଶା ହାଇକୋର୍ଟ ପକ୍ଷରୁ ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ଏପ୍ରିଲ୍‌…