ବନ୍ଦ କୋଠରୀରେ ଏମିତି କାମ କରୁଛନ୍ତି ନବବିବାହିତ କ୍ରିକେଟର୍‌‌

ଭାରତୀୟ ଦ୍ରୁତ ବୋଲର ଜଶପ୍ରୀତ ବୁମ୍‌ରା ପୁଣି ଥରେ ପଡ଼ିଆକୁ ଫେରିବାକୁ ପ୍ରସ୍ତୁତ ହେଉଛନ୍ତି। ବିବାହ ପରେ ସେ ପ୍ରଥମ ଥର ପାଇଁ ବ୍ୟାୟାମ କରୁଥିବା ଦେଖିବାକୁ…

ଧରିତ୍ରୀ କାର୍ଟୁନ୍‍ – Dharitri Cartoon

ଧରିତ୍ରୀ କାର୍ଟୁନ୍‍

କରୋନା ଆକ୍ରାନ୍ତ ଛାତ୍ରୀଛାତ୍ର ପରେ ଦେଇପାରିବେ ପ୍ରାକ୍ଟିକାଲ ପରୀକ୍ଷା

ନୂଆଦିଲ୍ଲୀ,୩୧।୩: ବିଭିନ୍ନ ରାଜ୍ୟରେ କରୋନା ସଂକ୍ରମଣ ବଢ଼ୁଥିବାରୁ କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ(ସିବିଏସ୍‌ଇ) କର୍ତ୍ତୃପକ୍ଷ ବୋର୍ଡ ପରୀକ୍ଷାର୍ଥୀମାନଙ୍କ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ଯେଉଁ ଛାତ୍ରୀଛାତ୍ର…

ସ୍ପିନ୍‌ ବିଭାଗକୁ ଶକ୍ତିଶାଳୀ କରିବେ ହରଭଜନ: ମୋର୍ଗାନ

କୋଲକାତା,୩୧।୩: ଅଭିଜ୍ଞ ଅଫ୍‌ ସ୍ପିନର ହରଭଜନ ସିଂ ଏଥର କୋଲକାତା ନାଇଟ୍‌ ରାଇଡର୍ସ (କେକେଆର) ତରଫରୁ ଖେଳିବାକୁ ଯାଉଛନ୍ତି। ହରଭଜନ ସାମିଲ ହେବା ପରେ ଦଳର ସ୍ପିନ…

ଆର୍‌ସିବିର ମୁଖ୍ୟ ଅସ୍ତ୍ର ମ୍ୟାକ୍ସଓ୍ବେଲ

ନୂଆଦିଲ୍ଲୀ,୩୧।୩: ଗ୍ଲେନ୍‌ ମ୍ୟାକ୍ସଓ୍ବେଲଙ୍କ ବିସ୍ଫୋରକ ତଥା ଆକ୍ରମଣାତ୍ମକ ବ୍ୟାଟିଂ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆରସିବି) ପାଇଁ ବେଶ୍‌ ଉପଯୋଗୀ ସାବ୍ୟସ୍ତ ହେବ। ଆଗାମୀ ସଂସ୍କରଣରେ ସେ ଦଳର…

ଆତ୍ମସମର୍ପଣ କଲେ ୩ ହାର୍ଡକୋର ମାଓବାଦୀ

ମାଲକାନଗିରି,୩୧ା୩: ମାଲକାନଗିରି ଏସ୍‌ପିଙ୍କ କାର୍ଯ୍ୟାଳୟରେ ବୁଧବାର ୩ଜଣ ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ସେମାନେ ହେଲେ ଛତିଶଗଡ଼ ବିଜାପୁର ଜିଲା ବାସେଗୁଡ଼ା ଥାନା ଅନ୍ତର୍ଗତ ଚିନାତେରେମ ଗ୍ରାମର…

ଚେତାବନୀ ଦେଲେ ମମତା: ନିର୍ବାଚନ ପରେ ନେବି ପଦକ୍ଷେପ

କୋଲକାତା, ୩୧।୩ : ଭାଜପାକୁ ଖୋଲାଖୋଲି ଚେତାବନୀ ଦେଇଛନ୍ତି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ। ନିର୍ବାଚନ ଶେଷ ହେବା ପର୍ଯ୍ୟନ୍ତ ଅପେକ୍ଷା କର। ମୁଁ ପଦକ୍ଷେପ ନେବି।…

ଗୁଗଲ୍‌ ସର୍ଚ୍ଚ କରି ଡାକ୍ତର ଦେଲେ ଇଞ୍ଜେକ୍‌ଶନ, ଚାଲିଗଲା ଶିଶୁର ଜୀବନ

ନବରଙ୍ଗପୁର/ଡାବୁଗାଁ,୩୧ା୩: ନବରଙ୍ଗପୁର ଜିଲା ଡାବୁଗାଁ ଡାକ୍ତରଖାନାରେ ଶିଶୁ ମୃତ୍ୟୁକୁ ନେଇ ବୁଧବାର ଉତ୍ତେଜନା ଦେଖାଦେଇଛି। ଡାକ୍ତର ଗୁଗଲ୍‌ରୁ ସର୍ଚ୍ଚକରି ଇଞ୍ଜେକ୍‌ଶନ ଦେଇଥିବା ମୃତ ଶିଶୁର ପରିବାର ଲୋକେ…

୭ ହଜାର ଟଙ୍କା ଲାଞ୍ଚ ନେଇ ବନ୍ଧା ହେଲେ ମେଡିକାଲ ଅଧିକାରୀ

ଫୁଲବାଣୀ ଅଫିସ,୩୧।୩: କନ୍ଧମାଳ ଜିଲା ଫିରିଙ୍ଗିଆ ମେଡିକାଲର ଜନସ୍ବାସ୍ଥ୍ୟ ଅଧିକାରୀ ଡା. ନିଶିତ ନିଶାନ୍ତ ମାଲୁ ବୁଧବାର ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ମେଡିକାଲରେ କାର୍ଯ୍ୟରତ ପୁରୁଷ ବହୁମୁଖୀ…

ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା ଉଦ୍ୟମ

ଗୋପାଳପୁର,୩୧ା୩: ନାବାଳିକାଙ୍କୁ ବଳାତ୍କାର କରିବା ସହ ହତ୍ୟା ଉଦ୍ୟମ ଅଭିଯୋଗରେ ଗୋପାଳପୁର ଥାନା ପୋଲିସ ଜଣେ ଯୁବକକୁ ଗିରଫ କରି ବୁଧବାର କୋର୍ଟ ଚାଲାଣ କରିଛି। ସୂଚନା…