ବଜାରକୁ ଗଲେ ଦେବାକୁ ପଡ଼ିବ ୫ ଟଙ୍କା: ୧ ଘଣ୍ଟାରୁ ଅଧିକ ସମୟ ରହିଲେ ୫ଶହ ଜରିମାନା

ମୁମ୍ବାଇ, ୩୦।୩: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। କେତେକ ରାଜ୍ୟରେ ଏହା ତୀବ୍ର ହୋଇଛି। ବିଶେଷ କରି ମହାରାଷ୍ଟ୍ର ମୁମ୍ବାଇରେ…

ଏଲ୍‌ଡିଏଫ୍‌-ୟୁଡିଏଫ୍‌ ମଧ୍ୟରେ ଚାଲିଛି ମ୍ୟାଚ୍‌ ଫିକ୍ସିଂ:ମୋଦି

ଥିରୁଭାନନ୍ତପୁରମ୍‌,୩୦।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କେରଳରେ ଏକ ନିର୍ବାଚନୀ ସଭାକୁ ମଙ୍ଗଳବାର ସମ୍ବୋଧିତ କରିଛନ୍ତି। ଲେଫ୍ଟ ଡେମୋକ୍ରାଟିକ ଫ୍ରଣ୍ଟ (ଏଲଡିଏଫ୍‌) ଏବଂ ୟୁନାଇଟେଡ ଡେମୋକ୍ରାଟିକ ଫ୍ରଣ୍ଟ (ୟୁଡିଏଫ୍‌)…

ଶିକ୍ଷକଙ୍କୁ ଦିଆଯିବ କରୋନା ଟିକା: ଏତିକି ବୟସ ହେବା ଦରକାର

ଭୁବନେଶ୍ୱର, ୩୦।୩(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରର ବିଭିନ୍ନ ଶିକ୍ଷାନୁଷ୍ଠାନରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ ବୃଦ୍ଧି ପାଉଛି । ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱରର ସରକାରୀ ଓ…

ପିପିଲି ପାଇଁ ଷ୍ଟାର ପ୍ରଚାରକ ତାଲିକା ଘୋଷଣା କଲା ଭାଜପା: ଜାଣନ୍ତୁ କିଏ କିଏ ରହିଛନ୍ତି…

ଭୁବନେଶ୍ୱର, ୩୦।୩(ବ୍ୟୁରୋ): ପୁରୀ ଜିଲା ପିପିଲି ଉପନିର୍ବାଚନ ପାଇଁ ଏବେ ରାଜନୈତିକ ପାଣିପାଗ ସରଗରମ ହୋଇଛି । ମଙ୍ଗଳବାର ପ୍ରାର୍ଥିପତ୍ର ଦାଖଲର ଶେଷ ଦିନ ଥିବାବେଳେ ପ୍ରମୁଖ…

ଏହି ମହିଳା କ୍ରିକେଟର ହେଲେ କରୋନା ପଜିଟିଭ

ଭାରତୀୟ ମହିଳା ଟି-୨୦ ଦଳର ଅଧିନାୟିକା ହରମନପ୍ରୀତ କୌର କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ୩୨ ବର୍ଷୀୟା ଏହି ତାରକା ଅଲରାଉଣ୍ଡର ଏବେ ଘରେ ନିଜକୁ ଅଲଗାକରି…

ଛତିଶଗଡ଼କୁ ବନ୍ଦ ହେବ ବସ୍‌ ସେବା!

ଭୁବନେଶ୍ୱର, ୩୦।୩(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ବ୍ୟାପୁଛି। ତେଣୁ ନୂଆପଡ଼ାରୁ ପଡୋଶୀ ରାଜ୍ୟ ଛତିଶଗଡ଼କୁ ବନ୍ଦ ହୋଇପାରେ ବସ୍‌ ସେବା। ଏ ନେଇ ମଙ୍ଗଳବାର ସୂଚନା ଦେଇଛନ୍ତି…

ଫିଟନେସ୍‌ ପାଇଁ ବିଲେଇ ବାଛିଛି ଏମିତି ଉପାୟ, କାରକୁ ମଧ୍ୟ ଛାଡ଼ିଲାନି

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା…

ଅନ୍‌ଲାଇନ ପରୀକ୍ଷା ଦାବିରେ ଓଏସ୍‌ଏମ୍‌ଇ ଛାତ୍ରୀଛାତ୍ରଙ୍କ ବିକ୍ଷୋଭ

କେନ୍ଦୁଝର, ୩୦।୩(ସ୍ବ.ପ୍ର.): କେନ୍ଦୁଝର ଜିଲା ଓଡିଶା ଖଣି ଓ ଯାନ୍ତ୍ରିକ ବିଦ୍ୟାଳୟ(ଓଏସ୍‌ଏମ୍‌ଇ)ର ଛାତ୍ରୀଛାତ୍ରମାନେ ଅନ୍‌ଲାଇନରେ ପରୀକ୍ଷା ଦାବିରେ ମଙ୍ଗଳବାର ବିଦ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। କେତେକ…

ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା ଆରମ୍ଭ: ମହାକାଳୀ ବେଶରେ ଦର୍ଶନ ଦେଲେ ଦୁଇ ଭଉଣୀ

ପୁରୁଷୋତ୍ତମପୁର, ୩୦।୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣିଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା କରୋନା କଟକଣା ମଧ୍ୟରେ ଆରମ୍ଭ ହୋଇଛି। ସୋମବାର ରାତ୍ର ସାଢ଼େ ୨ଟାରୁ…

ରାଜ୍ୟରେ ୨୧୮ କରୋନା ଆକ୍ରାନ୍ତ ଚିହ୍ନଟ: ବରଗଡ଼ରୁ ସର୍ବାଧିକ

ଭୁବନେଶ୍ୱର, ୩୦।୩(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଚିନ୍ତା ବଢ଼ାଉଛି। ସୋମବାର ରାଜ୍ୟରେ ୨୧୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୧୨୯ କ୍ୱାରାଣ୍ଟାଇନ୍‌ରୁ…