ଫଳ ଚୋପାରୁ ସୌନ୍ଦର୍ଯ୍ୟ

ମହିଳାମାନେ ସୌନ୍ଦର୍ଯ୍ୟ ବୃଦ୍ଧି ପାଇଁ ବିଭିନ୍ନ ପ୍ରକାରର ରାସାୟନିକ ପ୍ରସାଧନ ସାମଗ୍ରୀ ବ୍ୟବହାର କରିଥାନ୍ତି କିନ୍ତୁ ପ୍ରାକୃତିକ ଉପାୟରେ କିଭଳି ବିଭିନ୍ନ ପ୍ରକାରର ଫଳ ଚୋପାରୁ ବି…

ବଲାଙ୍ଗୀରରେ ପତାକା ଉତ୍ତୋଳନ କଲେ କୋର କମିଟି ଅଧ୍ୟକ୍ଷ

ବଲାଙ୍ଗୀର ଅଫିସ, ୨୬।୧: ବଲାଙ୍ଗୀର ଜିଲା କେଶରୀୟା ହିନ୍ଦୁ ବାହିନୀ ତରଫରୁ ମଙ୍ଗଳବାର ୭୨ତମ ଗଣତନ୍ତ୍ର ଦିବସ ଜିଲା କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ କେଶରୀୟା…

୪୦ କୋଟି ୟୁଜରଙ୍କ ଡାଟା ଚୋରି କରିଛି ଟେଲିଗ୍ରାମ୍‌ ଆପ୍‌

ନୂଆଦିଲ୍ଲୀ, ୨୬।୧: ଟେଲିଗ୍ରାମ୍‌ ଆପ୍‌ ଦ୍ୱାରା ଦେଶର ୪୦ କୋଟି ୟୁଜରଙ୍କ ଡାଟା ଚୋରି ହୋଇଛି। ଏହି ଆପ୍‌ ମାଧ୍ୟମରେ ଫେସ୍‌ବୁକ୍‌ ୟୁଜରଙ୍କ କଣ୍ଟେଟ୍‌ ସମ୍ପର୍କିତ ବିସ୍ତୃତ…

ହାଇକୋର୍ଟଙ୍କ ସ୍ଥିତାବସ୍ଥା ବଳବତ୍ତର

କଟକ ଅଫିସ,୨୬।୧: ବଲାରପୁର ଇଣ୍ଡଷ୍ଟ୍ରିଜ୍ ପକ୍ଷରୁ ବିକ୍ରି ହେବାକୁ ଥତ୍ବା ଚୌଦ୍ୱାର କାଗଜକଳର ୬୦୦ ଏକର ଜାଗା ଉପରେ ହାଇକୋର୍ଟ ପୂର୍ବରୁ ଜାରି କରିଥିବା ସ୍ଥିତାବସ୍ଥାକୁ ସୋମବାର…

୧୯ ବର୍ଷ …

୧୯ ବର୍ଷ ଅର୍ଥାତ୍ ୨୬ ଜାନୁୟାରୀ ୨୦୦୨ରେ ଜାତୀୟ ପତାକା କୋଡ୍ରେ କେତେକ ସଂଶୋଧନ କରାଯାଇଥିଲା ଏହି କୋଡ୍ରେ ଜାତୀୟ ପତାକା ଉତ୍ତୋଳନ କରିବାକୁ ଚାହୁଁଥିବା ନାଗରିକ…

କେନ୍ଦୁଝରରେ ୭୨ତମ ଗଣତନ୍ତ୍ର ଦିବସ ପାଳିତ

କେନ୍ଦୁଝର, ୨୬।୧(ସ୍ବ.ପ୍ର.): କେନ୍ଦୁଝର ଜିଲା ଷ୍ଟାଡିୟମ୍‌ ଠାରେ ମଙ୍ଗଳବାର ୭୨ତମ ଗଣତନ୍ତ୍ର ଦିବସ କରୋନା କଟକଣା ମଧ୍ୟରେ ପାଳିତ ହୋଇଯାଇଛି। ମୁଖ୍ୟଅତିଥି ଭାବେ ଶିଳ୍ପ, ଶକ୍ତି, କ୍ଷୁଦ୍ର,…

ବ୍ୟାଣ୍ଡ୍‌-ବାଜା ସହ ପହଞ୍ଚିଲେ ବର, କନ୍ୟା ଘରେ ପଡିଥିଲା ତାଲା: ଆଉ ତା’ପରେ

ଚଣ୍ଡିଗଡ,୨୬।୧: ପଞ୍ଜାବର ମୋଗା ଜିଲାରେ ଏକ ରୋଚକ ଘଟଣା ଘଟିଛି। ବ୍ୟାଣ୍ଡବାଜା ସହ ବର କନ୍ୟା ଘରେ ପହଞ୍ଚିବା ପରେ ସେଠାରେ ଏକ ଅଜବ ପରିସ୍ଥିତି ସୃଷ୍ଟି…

ରାସ୍ତାଘାଟରେ ଜାତୀୟ ପତାକା ନ ପଡୁ

ସାଧାରଣତନ୍ତ୍ର ଦିବସର ସକାଳୁ ସକାଳୁ କୁନି ପିଲାଙ୍କ ହାତରେ ଜାତୀୟ ପତାକା ଓ ମୁହଁରେ ସମ୍ବିଧାନ ରଚୟିତାଙ୍କର ଜୟଗାନ ଶୁଣିଲେ ହୃଦୟରେ ଦେଶପ୍ରେମ ଜାଗିଉଠେ କିନ୍ତୁ ଅପରାହ୍ନରେ…

ଏଭଳି ସମୟ ଆସିବ ବୋଲି ଭାବି ନ ଥିଲି

ଏଭଳି ଯେ ସମୟ ଆସିବ ଅାଉ ଗଣତନ୍ତ୍ର ପାଇଁ ବିପଦ ସୃଷ୍ଟି କରିବ ସେ ନେଇ ଅାଦୋ ଚିନ୍ତା କରିନଥତ୍ଲି ା ସରକାରଙ୍କ ଏକତରଫା ନିଷ୍ପତି ଯୋଗୁଁ…

ମୋବାଇଲ୍‌ ଇଣ୍ଟରନେଟ୍‌ ସେବା ବନ୍ଦ

ଶ୍ରୀନଗର, ୨୬।୧: ଗଣତନ୍ତ୍ର ଦିବସ ଅବସରରେ ସୁରକ୍ଷାକୁ ଦୃଷ୍ଟିରେ ରଖି ଜମ୍ମୁ-କଶ୍ମୀରରେ ମୋବାଇଲ ଇଣ୍ଟରନେଟ୍‌ ସେବାକୁ ଅସ୍ଥାୟୀ ଭାବେ ବନ୍ଦ କରି ଦିଆଯାଇଛି। ମଙ୍ଗଳବାର ପରେ ଏହା…