କୋଭିଡ ହସ୍ପିଟାଲରେ ନିଆଁ: ଚାଲିଗଲା ୯ ଜୀବନ, ୭୦ ଉଦ୍ଧାର

ମୁମ୍ବାଇ,୨୬।୩: ମୁମ୍ବାଇର ଏକ ମଲ୍‌ରେ ଥିବା କୋଭିଡ ହସ୍ପିଟାଲରେ ଅଗ୍ନିକାଣ୍ଡ ଘଟିଛି। ଏଥିରେ ୯ କରୋନା ରୋଗୀଙ୍କ ମୃତ୍ୟୁ ଘଟିଛି। ଏଥିସହିତ ଅନ୍ୟ ୭୦ ରୋଗୀଙ୍କୁ ନିରାପଦରେ…

ଭାରତ ବନ୍ଦ ପ୍ରଭାବରେ ଦାରିଙ୍ଗବାଡ଼ି ଠପ୍‌

ଦାରିଙ୍ଗବାଡ଼ି,୨୬।୩(ଡି.ଏନ୍‌.ଏ): ଭାରତ ସରକାରଙ୍କ ନୂଆ କୃଷି ଆଇନ ଏବଂ ଅତ୍ୟାବଶ୍ୟକ ସାମଗ୍ରୀ ସଂଶୋଧନ ଆଇନ ବିରୋଧରେ ସଂଯୁକ୍ତ କିଶାନ ମୋର୍ଚ୍ଚା ପକ୍ଷରୁ ଭାରତ ବନ୍ଦ ଡାକରା ଦିଆଯାଇଛି।…

କରୋନା ଆକ୍ରାନ୍ତ ସତ୍ତ୍ୱେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଡାକିଲେ ବୈଠକ, ହେଲେ ଟ୍ରୋଲ

ଇସଲାମାବାଦ,୨୬।୩: ପାକିସ୍ତାନ ସୂଚନା ପ୍ରସାରଣ ମନ୍ତ୍ରୀ ଶିବଲି ଫରାଜ ତାଙ୍କ ଟୁଇଟର ଆକାଉଣ୍ଟରେ ଏକ ଫଟୋ ଶେୟାର କରିଛନ୍ତି, ଯେଉଁଥିରେ କ୍ୟାପ୍‌ଶନ ଲେଖିଛନ୍ତି ପ୍ରଧାନମନ୍ତ୍ରୀ ଇମରାନ ଖାନ୍‌ଙ୍କ…

ଆସନ୍ତା ୩ ବର୍ଷ ମଧ୍ୟରେ ୟୁରୋପୀୟ ଦେଶ ଭଳି ଭାରତର ରାସ୍ତା ହେବ ଚକାଚକ୍‌

ନୂଆଦିଲ୍ଲୀ,୨୬।୩: ଆଗାମୀ ୩ ବର୍ଷ ମଧ୍ୟରେ ଦେଶର ସବୁ ରାସ୍ତା ୟୁରୋପୀୟ ଦେଶ ଭଳି ଚକାଚକ ହେବ ବୋଲି କେନ୍ଦ୍ର ମନ୍ତ୍ରୀ ନିତିନ ଗଡକରୀ ପ୍ରତିଶ୍ରୁତି ଦେଇଛନ୍ତି।…

ଦୋସା ପ୍ରସ୍ତୁତ କରି ଲୋକଙ୍କୁ ଖାଇବାକୁ ଦେଉଛନ୍ତି ପ୍ରାର୍ଥୀ

ଚେନ୍ନାଇ,୨୬।୩: ତାମିଲନାଡୁ ବିଧାନସଭା ନିର୍ବାଚନ ପୂର୍ବରୁ ପ୍ରାର୍ଥୀମାନେ ଭୋଟରଙ୍କୁ ଆକୃଷ୍ଟ କରିବାକୁ ଚେଷ୍ଟା କରୁଛନ୍ତି। ଭୋଟରଙ୍କୁ ନିଜ ଆଡକୁ ଆଣିବା ପାଇଁ ପ୍ରାର୍ଥୀମାନେ ପ୍ରତିଦିନ ପ୍ରଚାର କରିବାର…

ବାଲେଶ୍ୱରରେ ଭାରତ ବନ୍ଦର ପ୍ରଭାବ

ବାଲେଶ୍ୱର ଅଫିସ,୨୬।୩: କେନ୍ଦ୍ର ସରକାରଙ୍କ ଜନବିରୋଧୀ ନୀତି ବିରୋଧରେ ଶୁକ୍ରବାର ସିପିଏମ୍‌ ଓ କଂଗ୍ରସ ପକ୍ଷରୁ ରାଜ୍ୟବ୍ୟାପୀ ‘ଭାରତ ବନ୍ଦ’ ଡାକରା ଦିଆଯାଇଛି। କେନ୍ଦ୍ର ସରକାରଙ୍କର କଳା…

୧୨ ଘଣ୍ଟିଆ ଭାରତ ବନ୍ଦ ଆରମ୍ଭ: ଗାଜିପୁର ବର୍ଡରରେ ନାଚୁଛନ୍ତି କୃଷକ

ନୂଆଦିଲ୍ଲୀ,୨୬।୩: ସଂଯୁକ୍ତ କିଷାନ ମୋର୍ଚ୍ଚା ପକ୍ଷରୁ ଆଜି ୧୨ ଘଣ୍ଟିଆ ଭାରତ ବନ୍ଦ ଡାକରା ଦିଆଯାଇଛି। କେନ୍ଦ୍ର ସରକାର ଆଣିଥିବା ୩ କୃଷି ଆଇନ ବିରୋଧରେ ମୋର୍ଚ୍ଚା…

ପୋତି ହେଲାଣି ଡ୍ରେନ୍‌, ହଟାଯାଉନି ଅଳିଆ

ଜଟଣୀ,୨୬।୩(ଡି.ଏନ୍‌.ଏ): ସ୍ବଚ୍ଛ ଭାରତ କାର୍ଯ୍ୟକ୍ରମ ମାଧ୍ୟମରେ ଜଟଣୀ ସହରକୁ ସ୍ବଚ୍ଛ ଓ ସୁନ୍ଦର କରିବା ପାଇଁ ପଦକ୍ଷେପ ନିଆଯାଉଛି। ଏପରି କି, ଏଥିପାଇଁ ବିପୁଳ ଟଙ୍କା ଖର୍ଚ୍ଚ…

ପୁଣି ଛାନିଆ କଲାଣି କରୋନା: ଦିନକରେ ୫୯,୧୧୮ ସଂକ୍ରମିତ,୨୫୭ ମୃତ

ନୂଆଦିଲ୍ଲୀ,୨୬।୩: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ପୁଣି ବୃଦ୍ଧି ପାଇବାରେ ଲାଗିଛି। ଗତ କିଛିଦିନ ହେବ ପ୍ରତିଦିନ ୫୦ ହଜାରରୁ ଅଧିକ ନୂତନ କରୋନା ମାମଲା ଆସୁଛି।…

କେନ୍ଦୁଝରରେ ଭାରତ ବନ୍ଦ: ଯାତାୟାତ ବ୍ୟାହତ

କେନ୍ଦୁଝର,୨୬।୩(ସ୍ବ.ପ୍ର.): କେନ୍ଦୁଝର ଜିଲାରେ ଭାରତ ବନ୍ଦ ଶାନ୍ତିପୂର୍ଣ୍ଣ ଭାବେ ଆରମ୍ଭ ହୋଇଛି। ସଂଯୁକ୍ତ କିଷାନ ମୋର୍ଚ୍ଚା ଡାକରାରେ ବିଭିନ୍ନ ଚାଷୀ ସଙ୍ଗଠନ ପକ୍ଷରୁ ବିଭିନ୍ନ ସ୍ଥାନରେ ରାସ୍ତା…