ସ୍କୁଲରେ ପାଠପଢ଼ାକୁ ବନ୍ଦ କଲା ଶିକ୍ଷା ବିଭାଗ

ବରଗଡ଼ ଅଫିସ୍‌,୨୫।୩: କରୋନା ସଂକ୍ରମଣ ଯୋଗୁ ଗତବର୍ଷରୁ ପ୍ରାଥମିକ ସ୍କୁଲଗୁଡ଼ିକ ବନ୍ଦ ରହିଛି । କେବଳ ସେତିକି ନୁହେଁ, ଏଥର ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରୀଛାତ୍ରଙ୍କ…

ଭାଇଜାନଙ୍କ ଫିଲ୍ମ ‘ରାଧେ’ରେ ଓଡ଼ିଆ ଅଭିନେତା ରାମ ସିର୍କା

କେନ୍ଦୁଝର, ୨୫ା୩ : ଇଛା ଥିଲେ ହାସଲ କରିହେବ ସବୁ କିଛି। ଏହାକୁ ପ୍ରମାଣ କରି ଦେଖାଇଛନ୍ତି ବଲିଉଡ୍‌ରେ ପରିଚୟ ସୃଷ୍ଟି କରିଥିବା ଆଦିବାସୀ ଯୁବକ ରାମ…

ପିପିଲି ଉପନିର୍ବାଚନ: ପୁଣି ଆଶ୍ରିତଙ୍କୁ ଭରଷା କଲା ଭାଜପା

ଭୁବନେଶ୍ୱର,୨୫।୩(ବ୍ୟୁରୋ): ବହୁ କଳ୍ପନାଜଳ୍ପନା ପରେ ପିପିଲି ଉପନିର୍ବାଚନ ଲାଗି ଭାଜପା ଗୁରୁବାର ପ୍ରାର୍ଥୀ ଘୋଷଣା କରିଛି। ଆଶ୍ରିତ ପଟ୍ଟନାୟକଙ୍କୁ ଦଳ ପୁଣିଥରେ ପ୍ରାର୍ଥୀ କରିଛି। ୨୦୧୯ ନିର୍ବାଚନରେ…

ଇଂଲଣ୍ଡକୁ ଲାଗିଲା ଶକ୍ତ ଧକ୍କା

ପୁଣେ, ୨୫ା୩: ପରାଜୟ ସହ ଦିନିକିଆ ସିରିଜ୍‌ ଆରମ୍ଭ କରିଥିବା ଇଂଲଣ୍ଡ ଦଳକୁ ଗୁରୁବାର ଦ୍ୱିତୀୟ ମ୍ୟାଚ୍‌ ପୂର୍ବରୁ ଲାଗିଛି ଶକ୍ତ ଧକ୍କା। ସିରିଜ୍‌ର ଅନ୍ତିମ ଦୁଇ…

ପାର୍ଟନରଠାରୁ ଟଙ୍କା ଆଦାୟ ଲାଗି ସୁପାରୀ ଦେଇଥିଲେ ରେଲ୍‌ଓ୍ବେ ଇଞ୍ଜିନିୟର

ସମ୍ବଲପୁର,୨୫ା୩(ବ୍ୟୁରୋ): ସମ୍ବଲପୁର ଅଇଁଠାପାଲି ଥାନା ଦାନିପାଲିରେ ଘରେ ପଶି ମହିଳାଙ୍କୁ ଆକ୍ରମଣ ଘଟଣାର ପର୍ଦ୍ଦାଫାଶ୍‌ କରିଛି ପୋଲିସ । ଜମି ବ୍ୟବସାୟରେ ଦୁଇ ପାର୍ଟନର ଡବ୍ଳ୍ୟୁ ଝା…

ଜମାକାରୀଙ୍କ ଟଙ୍କା ହଡ଼ପ କରି ୭ ବର୍ଷ ଜେଲ୍‌ ଗଲେ ପୋଷ୍ଟମାଷ୍ଟର

ଭଦ୍ରକ ଅଫିସ,୨୫।୩ - ଜମାକାରୀଙ୍କ ଟଙ୍କା ଆତ୍ମସାତ୍‌ କରିଥିବା ପୋଷ୍ଟମାଷ୍ଟର କମଳାକାନ୍ତ ନାୟକଙ୍କୁ ୭ ବର୍ଷ ଜେଲ ଦଣ୍ଡ ଦେଇଛନ୍ତି ଭଦ୍ରକ ମୁଖ୍ୟ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ୍‌…

ମାଇକ୍ରୋ ଫାଇନାନ୍ସ କର୍ମଚାରୀଙ୍କୁ ହତ୍ୟା କଲେ ଲୁଟେରା

ଝାରବନ୍ଧ,୨୫।୩: ବରଗଡ଼ ଜିଲା ଝାରବନ୍ଧ ଥାନା ଅଧୀନ ଅମଠି ଗ୍ରାମରେ ଲୁଟେରାଙ୍କ ଆକ୍ରମଣରେ ଗୁରୁତର ଥିବା ମାଇକ୍ରୋ ଫାଇନାନ୍ସ କର୍ମଚାରୀ ବିଶ୍ୱଜିତ ରାଜହଂସଙ୍କ ବୁଧବାର ମୃତ୍ୟୁ ଘଟିଛି।…

କଙ୍ଗନାଙ୍କୁ ମିଳିଲା ଜାମିନ

ମୁମ୍ବାଇ,୨୫।୩ : ଜଣାଶୁଣା ଲେଖକ ତଥା ଲିରିସିଷ୍ଟ ଜାଭେଦ ଆଖତରଙ୍କ ପକ୍ଷରୁ ଦାୟର କରାଯାଇଥିବା ମାନହାନୀ ମକଦ୍ଦମାରେ ଅଭିନେତ୍ରୀ କଙ୍ଗନା ରାନାଓ୍ବତଙ୍କୁ ଗୁରୁବାର ଜାମିନ ମିଳିଛି। କୋର୍ଟରେ…

କାଲି ରାଜ୍ୟର ସବୁ ଶିକ୍ଷାନୁଷ୍ଠାନ ବନ୍ଦ

ଭୁବନେଶ୍ୱର,୨୫।୩(ବ୍ୟୁରୋ): କୃଷକ ସଂଗଠନ ଗୁଡ଼ିକର ଭାରତ ବନ୍ଦ ଡାକରା ପରିପ୍ରେକ୍ଷୀରେ ଶୁକ୍ରବାର ରାଜ୍ୟର ସବୁ ଶିକ୍ଷାନୁଷ୍ଠାନ ବନ୍ଦ ରହିବ। ରାଜ୍ୟର ସମସ୍ତ ସରକାରୀ, ଘରୋଇ ସ୍କୁଲ, କଲେଜ…

ଶିକ୍ଷକ କରୋନା ଚିହ୍ନଟ ପରେ ହାଇସ୍କୁଲରେ ପଡ଼ିଲା ତାଲା

ଭବାନୀପାଟଣା,୨୫।୩: ଭବାନୀପାଟଣା ଟାଉନ୍‌ ହାଇସ୍କୁଲର ଜଣେ ଶିକ୍ଷକ କୋଭିଡ୍‌ ଚିହ୍ନଟ ହୋଇଛନ୍ତି। ଏନେଇ ପ୍ରଶାସନ ପକ୍ଷରୁ ସ୍କୁଲର ସମସ୍ତ ଶିକ୍ଷକ ଓ କର୍ମଚାରୀଙ୍କୁ ହୋମ୍‌ ଆଇସୋଲେଶନ୍‌ରେ ରହିବାକୁ…