ମହାନଦୀ ପଠାରେ ଫସି ରହିଛନ୍ତି ହାତୀପଲ

ବାଙ୍କୀ,୨୪ା୧: କଟକ ଜିଲା ବାଙ୍କୀ ବ୍ଲକ କଇଁମୁଣ୍ଡି ନିକଟ ମହାନଦୀ ପଠାରେ ଏକ ହାତୀପଲ ଫସି ରହିଛନ୍ତି। ଶନିବାର ରାତିରେ ଆଠଗଡ଼ ସୁକାସନ ସଂରକ୍ଷିତ ଜଙ୍ଗଲରୁ ହାତୀପଲ…

ଧନୁଯାତ୍ରାର ଶୂନ୍ୟସ୍ଥାନ ପୂରଣ କଲା ସଞ୍ଚାର

ବରଗଡ଼ ଅଫିସ୍‌,୨୪।୧: ସଞ୍ଚାର ଏକ ପ୍ରାଚୀନ ଲୋକକଳା। ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବର ଏହା ମୂଳ ଅଙ୍ଗ। ତଥାପି ଆଜିକାର କମ୍ପ୍ୟୁଟର, ପ୍ରଯୁକ୍ତିବିଦ୍ୟା ଯୁଗରେ…

ବର୍ଷେ ପରେ ମିଳିଲା ପରିଚୟ: ପରିବାର ସହ ଆସାମ ଗଲେ ମହିଳା

ଲଖନପୁର,୨୪।୧: ଝାରସୁଗଡ଼ା ଜିଲା କଣ୍ଟାପାଲିଠାରେ ଜିଲା ପ୍ରଶାସନ ତରଫରୁ ଜିଲା ଖଣିଜ ପାଣ୍ଠି ଅନୁଦାନରେ ଏକ ମାନସିକ ଅନଗ୍ରସର (ମହିଳା)ଙ୍କ ଥଇଥାନ ପାଇଁ ମିଶନ ଆଶ୍ରା ନାମକ…

ଆରପାରିରେ ଚଳଚ୍ଚିତ୍ର ଅଭିନେତା ଶାନ୍ତି ସ୍ବରୂପ

ସମ୍ବଲପୁର,୨୪।୧(ବ୍ୟୁରୋ): ବର୍ଷୀୟାନ୍‌ ଚଳଚ୍ଚିତ୍ର ଅଭିନେତା ଶାନ୍ତି ସ୍ବରୂପ ମିଶ୍ରଙ୍କ ରବିବାର ସମ୍ବଲପୁରର ଏକ ଘରୋଇ ନର୍ସିଂହୋମ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ପରଲୋକ ଘଟିଛି। ମୃତ୍ୟୁବେଳକୁ ତାଙ୍କୁ ୭୦ ବର୍ଷ…

ଓଡ଼ିଶା: ଆଜିର ଫଟୋ (ଜାନୁଆରୀ ୨୪, ୨୦୨୧)

   କଟକସ୍ଥିତ ୨୬ ତମ ଓଡିଶା ରାଜ୍ୟ ଟେବୁଲ୍ ଟେନିସ୍ ଚାମ୍ପିଅନସିପ୍ ର ଉଦଘାଟନୀ ଦିବସରେ ଯୁବକମାନେ କାର୍ଯ୍ୟ କରୁଛନ୍ତି ସାଧାରଣତନ୍ତ୍ର ଦିବସ ପୂର୍ବରୁ କଟକର ଏକ…

ଯୌତୁକ ପାଇଁ ବୋହୂଙ୍କୁ ହତ୍ୟା: ନାତିଙ୍କୁ ଧରି ଶାଶୁ ଘର ଲୋକେ ଫେରାର

ରାଉରକେଲା ଅଫିସ,୨୪ା୧: ଉଦିତନଗର ଥାନା ଅନ୍ତର୍ଗତ ବାସନ୍ତୀ କଲୋନୀ ଅଞ୍ଚଳରେ ବୋହୂଙ୍କୁ ଶାଶୁ ଘର ଲୋକେ ମାରି ଦେଇଥିବା ଅଭିଯୋଗ ହୋଇଛି। ପୋଲିସ ସ୍ବାମୀକୁ ଥାନାରେ ଅଟକ…

ଭାଜପା ବିଧାୟକଙ୍କ ବିବାଦୀୟ ମନ୍ତବ୍ୟ: କହିଲେ, ମମତା ବାନାର୍ଜୀଙ୍କ ଡିଏନ୍‌ଏରେ ଦୋଷ ଅଛି

ଲକ୍ଷ୍ନୌ,୨୪।୧: ଉତ୍ତର ପ୍ରଦେଶର ବାଲିଆ ଜିଲାର ଭାଜପା ବିଧାୟକ ସୁରେନ୍ଦ୍ର ସିଂ ବିବାଦୀୟ ମନ୍ତବ୍ୟ ଦେଇ ଚର୍ଚ୍ଚାକୁ ଆସିଛନ୍ତି। ସେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ବିଷୟରେ…

ଫେସ୍‌ବୁକ୍‌, ହ୍ବାଟ୍‌ସଆପ୍‌ ଛାଡି ନୂଆ ଆପ୍‌ ବ୍ୟବହାର କରୁଛନ୍ତି ଆତଙ୍କବାଦୀ

ଶ୍ରୀନଗର,୨୪।୧: ହ୍ବାଟସଆପ୍‌ ଏବଂ ଫେସ୍‌ବୁକ୍‌ ଭଳି ସୋସିଆଲ ମିଡିଆ ଆପ୍‌ ଦ୍ୱାରା ଗୋପନୀୟ ତଥ୍ୟ ଲିକ୍‌ ହେଉଥିବା ଜଣାପଡିବା ପରେ ଏବେ ବିଭିନ୍ନ ଆତଙ୍କବାଦୀ ସଂଗଠନ ସତର୍କ…

ମୋଦିଙ୍କୁ ଉପହାର ଦେଇ ଚର୍ଚ୍ଚାରେ ଛାତ୍ର

ନୂଆଦିଲ୍ଲୀ,୨୪।୧: ସାଧାରଣତନ୍ତ୍ର ଦିବସ ଉପଲକ୍ଷେ ଦୁବାଇରେ ପଢୁଥିବା ଜଣେ ଭାରତୀୟ ଛାତ୍ର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଏକ ବିଶେଷ ପ୍ରତିକୃତି ତିଆରି କରିଛନ୍ତି। ବୈଦେଶିକ ବ୍ୟାପାର ମନ୍ତ୍ରୀ…

ବିଶ୍ୱସ୍ତରର ହେବ ଭିତରକନିକା: କେନ୍ଦ୍ର ମନ୍ତ୍ରୀ ଦେଲେ ସଂକେତ

କେନ୍ଦ୍ରାପଡ଼ା ଅଫିସ/ରାଜନଗର/ପଟ୍ଟାମୁଣ୍ଡାଇ,୨୪ା୧: ରାଜ୍ୟ ସରକାର କେନ୍ଦ୍ରାପଡ଼ା ଜିଲାରେ ମେଡିକାଲ କଲେଜ ପାଇଁ ଭିତ୍ତିଭୂମି ଯୋଗାଇ ଦେଲେ କେନ୍ଦ୍ର ସରକାର ଅନୁଦାନ ଯୋଗାଇ ଦେବେ। କେନ୍ଦ୍ର ସରକାର ନଦୀଭିତ୍ତିକ…