ସର୍ବସାଧାରଣରେ ବାପାଙ୍କୁ ଜାଳି ଦେଲା ଝିଅ

କୋଲାକାତା,୨୩।୩ : ଜଣେ ୨୨ ବର୍ଷୀୟା ଝିଅ ସର୍ବସାଧାରଣରେ ବାପାଙ୍କୁ ନିଆଁ ଲଗାଇ ହତ୍ୟା କରିଥିବା ପୋଲିସ ପକ୍ଷରୁ କୁହାଯାଇଛି। ହତ୍ୟା ପୂର୍ବରୁ ରାତ୍ରି ଭୋଜନ ପାଇଁ…

ନିିର୍ବାଚନ ପ୍ରଚାରରେ ଯାଇଥିବା ବେଳେ ମହିଳାଙ୍କ ଲୁଗା ଧୋଇ ଚର୍ଚ୍ଚାରେ ଏହି ନେତା: କହିଲେ ଜିତିଲେ ‘ଓ୍ବାଶିଂ ମେଶିନ ଦେବି’

ଚେନ୍ନାଇ, ୨୩।୩: କଥାରେ ଅଛି ନିର୍ବାଚନ ବୈତରଣୀ ପାର ହେବାଲାଗି ରାଜନେତାମାନେ କିଛି ବି କରିପାରନ୍ତି। ସେଭଳି ଏକ ଘଟଣା ତାମିଲନାଡ଼ୁର ନଗାପଟ୍ଟିନମ୍‌ରେ ମଙ୍ଗଳବାର ଦେଖିବାକୁ ମିଳିଛି।…

ପଦାର୍ପଣରେ ରେକର୍ଡ ଭାଙ୍ଗିଲେ କ୍ରୁନାଲ

ପୁଣେ,୨୩।୩: ଅଲରାଉଣ୍ଡର କ୍ରୁନାଲ ପାଣ୍ଡ୍ୟା ପଦାର୍ପଣ ମ୍ୟାଚ୍‌ରେ ଖେଳିଛନ୍ତି ଅପରାଜିତ ୫୮ରନ୍‌ର ଅର୍ଦ୍ଧଶତକୀୟ ପାଳି। ୨୬ ବଲରେ ଅର୍ଦ୍ଧଶତକ ପୂରଣ କରିଥିବା କ୍ରୁନାଲ ଏକ ସ୍ବତନ୍ତ୍ର ରେକର୍ଡର…

ଡେବ୍ୟୁ ପୂର୍ବରୁ ଭାଇ ହାର୍ଦ୍ଦିକଙ୍କୁ ଆଲିଙ୍ଗନ କରି ଭୋ ଭୋ ହୋଇ କାନ୍ଦିଲେ ଏହି କ୍ରିକେଟର, ଆକାଶକୁ ଚାହିଁ…

ପୁଣେ,୨୩।୩: ମହାରାଷ୍ଟ୍ର କ୍ରିକେଟ ଆସୋସିଏଶନ୍‌ ଷ୍ଟାଡିୟମରେ ମଙ୍ଗଳବାର ଭାରତ-ଇଂଲଣ୍ଡ ମଧ୍ୟରେ ପ୍ରଥମ ଦିନିକିଆ ଖେଳ ଜାରି ରହିଛି। ଟେଷ୍ଟ ଏବଂ ଟି୨୦ ସିରିଜରେ ଇଂଲଣ୍ଡକୁ ହରାଇବା ପରେ…

ବିଶାଳ ଟାର୍ଗେଟ ଛିଡ଼ା କଲା ଭାରତ

ପୁଣେ,୨୩।୩: ସ୍ଥାନୀୟ ମହାରାଷ୍ଟ୍ର କ୍ରିକେଟ ଷ୍ଟାଡିୟମରେ ମଙ୍ଗଳବାର ଖେଳାଯାଇଥିବା ପ୍ରଥମ ଦିନିକିଆରେ ଇଂଲଣ୍ଡ ଆଗରେ ୩୧୮ ରନ୍‌ର ବିଶାଳ ଟାର୍ଗେଟ ଛିଡ଼ା କରିଛି ଟିମ୍‌ ଇଣ୍ଡିଆ। ଶିଖର…

ଜବରଦସ୍ତ ଫର୍ମରେ ଅଧିନାୟକ: ଇଂଲଣ୍ଡ ବିପକ୍ଷରେ ଅର୍ଦ୍ଧଶତକ ମାରି ଭାଙ୍ଗିଲେ ଏକାଧିକ ରେକର୍ଡ

ପୁଣେ,୨୩।୩: ମଙ୍ଗଳବାର ଇଂଲଣ୍ଡ ବିପକ୍ଷ ପ୍ରଥମ ଦିନିକିଆରେ ଭାରତୀୟ ଅଧିନାୟକ ବିରାଟ କୋହଲି ନୂଆ ଉପଲବ୍ଧି ହାସଲ କରିଛନ୍ତି। ମହାରାଷ୍ଟ୍ର କ୍ରିକେଟ ଆସୋସିଏଶନ୍‌ ଷ୍ଟାଡିୟମରେ ଖେଳାଯାଉଥିବା ଏହି…

ଏପ୍ରିଲ ୧ରୁ ଆରମ୍ଭ ହେବ ୩ୟ ପର୍ଯ୍ୟାୟ ଟିକାକରଣ ପ୍ରକ୍ରିୟା

ନୂଆଦିଲ୍ଲୀ,୨୩।୩: ଆସନ୍ତା ଏପ୍ରିଲ ୧ ତାରିଖରୁ କରୋନା ଟିକାକରଣ ପ୍ରକ୍ରିୟାର ତୃତୀୟ ପର୍ଯ୍ୟାୟ ଆରମ୍ଭ ହେବାକୁ ଯାଉଛି। ଏହି ପର୍ଯ୍ୟାୟରେ ୪୫ ଓ ତା’ଠାରୁ ଊର୍ଦ୍ଧ୍ୱ ବୟସର…

ରାଶିଫଳ: ବୁଧବାର, ମାର୍ଚ୍ଚ ୨୪ ତାରିଖ – Daily Horoscope

ମେଷ ଆଜି ସ୍ବଗୃହୀଚନ୍ଦ୍ର ପ୍ରଭାବରୁ ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତି ଭଲ ରହିବ। ମିତ୍ରମାନେ ପ୍ରଶଂସା ଗାଇ କାମ ହାସଲ କରିପାରନ୍ତି। ସନ୍ତାନଭାବାଧିପତି ରବିଙ୍କ ହେତୁ ସନ୍ତାନଙ୍କ…

ବାଲେଶ୍ୱରରେ ଶିଳ୍ପ ସମୀକ୍ଷା କରୁଛନ୍ତି ଅସିତ ତ୍ରିପାଠୀ

ବାଲେଶ୍ୱର ଅଫିସ ୨୩।୩: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପ୍ରମୁଖ ପରାମର୍ଶଦାତା ଅସିତ ତ୍ରିପାଠୀ ମଙ୍ଗଳବାର ବାଲେଶ୍ୱର ଗସ୍ତରେ ଅଛନ୍ତି। ବାଲେଶର, ଭଦ୍ରକ ଏବଂ ମୟୂରଭଞ୍ଜ ତିନୋଟି ଜିଲାକୁ…

ବରୁଣେଇ ସଂରକ୍ଷିତ ଜଙ୍ଗଲରେ ଅଗ୍ନିକାଣ୍ଡ

ଖୋର୍ଦ୍ଧା ଅଫିସ, ୨୩।୩: ଖୋର୍ଦ୍ଧା ଜିଲା ବରୁଣେଇ ସଂରକ୍ଷିତ ଜଙ୍ଗଲରେ ମଙ୍ଗଳବାର ଅପରାହ୍ନରେ ଅଗ୍ନିକାଣ୍ଡ ଘଟିଥିଲା। ଖବର ପାଇ ଜଟଣୀ ଅଗ୍ନିଶମ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ…