ଦହଗଞ୍ଜ ହେଉଛନ୍ତି ଦିବ୍ୟାଙ୍ଗ

ପରଜଙ୍ଗ, ୨୦।୩ (ନିଗମାନନ୍ଦ ଦଳବେହେରା) କାହାର ଗୋଡ଼ ତ ଆଉ କାହାର ଅଚଳ ହୋଇଯାଇଛି ହାତ। କିଏ ଦୃଷ୍ଟିଶକ୍ତି ହରାଇଛନ୍ତି ତ ଆଉ କିଏ ଜନ୍ମରୁ ମାନସିକ…

ପୋଲିସ-ଜନତା ଦୂରତ୍ୱ କମିବ

ଅନୁଗୋଳ ଅଫିସ, ୨୦।୩ କଟକ-ଭୁବନେଶ୍ୱର ପରି ଏଣିକି ଅନୁଗୋଳ ଜିଲା ସଦର ମହକୁମାରେ ମିଳିବ ତ୍ୱରିତ ପୋଲିସ ସେବା। କୌଣସି ଅସୁବିଧାଜନକ ସ୍ଥିତିରେ କେହି ୧୧୨କୁ ଡାଏଲ…

ବନ୍ଦ କୋଠରିରେ ବିତିଲାଣି ୫ ବର୍ଷ

ଖଇରା,୨୦।୩(ଡି.ଏନ.ଏ.)-ଭଲ ପାଇ ବିବାହ କଲେ। ୧୯ବର୍ଷ ଧରି ସୁଖର ସଂସାର କଲେ। ୨ପୁତ୍ର ସନ୍ତାନର ଜନନୀ ଓ ଜନକ ହେବାର ସୌଭାଗ୍ୟ ଅର୍ଜନ କଲେ। ଖୁସି ମଜାରେ…

ଗର୍ଭାବସ୍ଥାରେ ଭ୍ରମଣ କରୁଥିଲେ…

କୁହାଯାଏ ଗର୍ଭବତୀମାନେ ସବୁବେଳେ ଅଧିକ ଖୁସିରେ ରହିବା ଆବଶ୍ୟକ। କାରଣ ଏହାର ପ୍ରଭାବ ଜନ୍ମିତ ଶିଶୁ ଉପରେ ପଡିଥାଏ। ସେଥିପାଇଁ ଅନ୍ତଃସତ୍ତ୍ୱାମାନଙ୍କୁ ଖୁସିରେ ରଖାଯାଇଥାଏ। ତେଣୁ ସେମାନଙ୍କୁ…

ପ୍ରେମିକାଙ୍କ ଗର୍ଭପାତ କରାଇ ପ୍ରେମିକ ଗିରଫ

ବାଉଁଶୁଣୀ,୨୦।୩: ବୌଦ୍ଧ ଜିଲା ମନମୁଣ୍ଡା ଥାନା ଅଧୀନ ଶଗଡ଼ା ଫାଣ୍ଡି ଅଞ୍ଚଳର ଜଣେ ଯୁବତୀଙ୍କ ଗର୍ଭପାତ ମାମଲାରେ ପୋଲିସ ତାଙ୍କ ପ୍ରେମିକଙ୍କୁ ଗିରଫ କରିଛି। ୬ ବର୍ଷ…

୨୦୧୧ ବିଶ୍ୱକପ୍‌ ଫାଇନାଲ ସ୍ମୃତି ଉଜ୍ଜୀବିତ: ପୁଣି ଦେଖିବାକୁ ମିଳିବ ଭାରତ-ଶ୍ରୀଲଙ୍କା ମ୍ୟାଚ୍‌

ରାୟପୁର,୧୯।୩- ପ୍ରାୟ ୧୦ ବର୍ଷ ତଳେ ଖେଳାଯାଇଥିଲା ୨୦୧୧ ବିଶ୍ୱକପ୍‌ ଫାଇନାଲ ମ୍ୟାଚ୍‌, ଯେଉଁଥିରେ ଶ୍ରୀଲଙ୍କାକୁ ହରାଇ ଚାମ୍ପିୟନ ହୋଇଥିଲା ଟିମ୍‌ ଇଣ୍ଡିଆ। ପୁଣି ଥରେ ଏଭଳି…

ମଧ୍ୟାହ୍ନଭୋଜନରେ ମିଳିଲା ଗୋଖାଦ୍ୟ

ପୁଣେ,୧୯।୩: ମହାରାଷ୍ଟ୍ରର ପୁଣେ ଜିଲାରେ ଏକ ସ୍କୁଲ୍‌କୁ ଛାତ୍ରୀଛାତ୍ରଙ୍କ ପାଇଁ ମଧ୍ୟାହ୍ନଭୋଜନ ଯୋଗାଣ ପରିବର୍ତ୍ତେ ଗୋଖାଦ୍ୟ ପ୍ୟାକେଟ ପଠାଯିବା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି। ଉକ୍ତ ସ୍କୁଲ୍‌ ପୁଣେ…

ରାଜବାଟି ପରିସରରେ ବିରଳ ନାଗ

ସଜନାଗଡ଼,୧୯।୩(ଡି.ଏନ.ଏ.)- ବାଲେଶ୍ୱର ଜିଲା ନୀଳଗିରି ରାଜବାଟି ପରିସରରୁ ବିରଳ ନାଗ ଉଦ୍ଧାର କରାଯାଇଛି। ରାଜ ପରିବାର ସଦସ୍ୟ ସାହେବ ମର୍ଦ୍ଦରାଜ ସହ ଘରେ ଥିବାବେଳେ ଗୁରୁବାର ରାତି…

ଏ ବର୍ଷ ବି ହୋଲି ଖେଳ ଉପରେ କଟକଣା

ଭୁବନେଶ୍ୱର,୧୯।୩: ଗତ ଥର ଭଳି ଏ ବର୍ଷ ମଧ୍ୟ ସର୍ବସାଧାରଣ ସ୍ଥାନରେ ହୋଲି ଖେଳିବା ଉପରେ କଟକଣା ଜାରି କରିଛନ୍ତି ରାଜ୍ୟ ସରକାର। ଏ ନେଇ ନିର୍ଦ୍ଦେଶ…

ମାଲକାନଗିରିରେ ବିଏସ୍‌ଏଫ୍‌ ଏଡିଜି

ମାଲକାନଗିରି,୧୯ା୩: ବିଏସ୍‌ଏଫ୍‌ ଏଡିଜି ଡ. ଏସ୍‌.ଏଲ୍‌. ଥାଓସେନ୍‌ ଶୁକ୍ରବାର ମାଲକାନଗିରି ଜିଲା ବଣ୍ଡାଘାଟିର ଅଣ୍ଡ୍ରାହାଲ ଓ ମୁଦୁଲିପଡା ବିଏସ୍‌ଏଫ କ୍ୟାମ୍ପ ପରିଦର୍ଶନ କରିଥିଲେ। ଏପରି କି ସେ…