ତାଲାର ଓଜନ ୩୦୦ କିଲୋଗ୍ରାମ୍‌: ଲକ୍ଷେ ଟଙ୍କା ହେଲାଣି ଖର୍ଚ୍ଚ

ଅଲିଗଡ଼,୧୮।୩: ଉତ୍ତରପ୍ରଦେଶ ଅଲିଗଡ଼ରେ ଜଣେ ବ୍ୟକ୍ତି ୩୦୦ କିଲୋଗ୍ରାମ୍‌ ଓଜନର ଏକ ବୃହତ୍‌ ତାଲା ନିର୍ମାଣ କରିଛନ୍ତିି। ସ୍ଥାନୀୟ ଜ୍ୱାଲାପୁରୀରେ ବାସ କରୁଥିବା ସତ୍ୟପ୍ରକାଶ ଶର୍ମା ଏବଂ…

ଆଜି ରାଜ୍ୟରୁ ୮୪ ପଜିଟିଭ୍‌ ଚିହ୍ନଟ, କଟକରେ ସର୍ବାଧିକ

ଭୁବନେଶ୍ୱର,୧୮।୩(ବ୍ୟୁରୋ): ଗୁରୁବାର ରାଜ୍ୟରୁ ୮୪ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୮,୪୮୯ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ…

ପ୍ରଥମେ ଚିନ୍ତାଧାରା ପରିବର୍ତ୍ତନ କର, ତେବେ ଯାଇ ବଦଳିବ ଦେଶ

ନୂଆଦିଲ୍ଲୀ,୧୮।୩: ମହିଳାମାନେ ପିନ୍ଧୁଥିବା ଜିନ୍ସକୁ ନେଇ ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ତିରଥ ସିଂ ରାଓ୍ବତ ଦେଇଥିବା ମନ୍ତବ୍ୟ ଏବେ ଦେଶରେ ଆଲୋଚନାର ବିଷୟ ହୋଇଛି। ଏହାକୁ ନେଇ ଅନେକ…

ଏହି ଶିକ୍ଷାନୁଷ୍ଠାନରେ ୯୨ କରୋନା ପଜିଟିଭ୍‌

ବେଙ୍ଗାଲୁରୁ,୧୮।୩: କର୍ନାଟକର ମଣିପାଳ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଟେକ୍ନୋଲୋଜିରେ କରୋନା ପଜିଟିଭ୍‌ଙ୍କ ସଂଖ୍ୟା ଇତିମଧ୍ୟରେ ୯୨ରେ ପହଞ୍ଚିଛି। ପୂର୍ବରୁ ୫୯ ଜଣଙ୍କର ନମୁନା ରିପୋର୍ଟ କରୋନା ପଜିଟିଭ୍‌ ଆସିଥିଲା।…

ରିହାନା କିଣିଲେ ନୂଆ ଘର, ଦାମ୍‌ ଜାଣିଲେ…

ଭାରତରେ ଚାଲିଥିବା କିଷାନ ଆନ୍ଦୋଳନ ସମ୍ପର୍କରେ ଟୁଇଟ୍‌ କରି ଚର୍ଚ୍ଚାକୁ ଆସିଥିବା ଅନ୍ତର୍ଜାତୀୟ ପପ୍‌ ଷ୍ଟାର ରିହାନା ଏବେ ନିଜ ଘରକୁ ନେଇ ଚର୍ଚ୍ଚାକୁ ଆସିଛନ୍ତି। ରିହାନା…

ଗୁରୁଧାମ ମନ୍ଦିର କୋଭିଡ୍‌ ହଟ୍‌ସ୍ପଟ୍‌

ଲକ୍ଷ୍ନୌ,୧୮।୩(ଆଇଏଏନ୍‌ଏସ୍‌): ଉତ୍ତରପ୍ରଦେଶର ପ୍ରତାପଗଡ଼ ନିକଟରେ ଥିବା ଗୁରୁଧାମ ମନ୍ଦିର କୋଭିଡ୍‌ ହଟ୍‌ସ୍ପଟରେ ପରିଣତ ହୋଇଛି। ସେଠାରେ ଅନୁଷ୍ଠିତ ହୋଇଥିବା ୩ ଦିନିଆ ଧର୍ମସଭାକୁ ଆସିଥିବା ଅନେକ ଭକ୍ତ…

ମାର୍ଚ୍ଚ ୨୭ରୁ ପଶ୍ଚିମବଙ୍ଗ ନିର୍ବାଚନ: ଏହାପୂର୍ବରୁ ଭୋଟ ଦେଲେ ୮୨ ବର୍ଷୀୟା ବୃଦ୍ଧା, ଜାଣନ୍ତୁ କେମିତି

କୋଲକତା,୧୮।୩: ପଶ୍ଚିମବଙ୍ଗ ୮ଟି ପର୍ଯ୍ୟାୟରେ ଭୋଟ ହେବାକୁ ଯାଉଛି। ମାର୍ଚ୍ଚ ୨୭ରେ ପ୍ରଥମ ପର୍ଯ୍ୟନ୍ତ ଭୋଟଗ୍ରହଣ ହେବ। କିନ୍ତୁ ଝାରଗ୍ରାମରେ ଜଣେ ୮୨ ବର୍ଷ ବୟସ୍କା ମହିଳା…

ଖେଳରେ ପରାଜୟ ପରେ ଫାଶୀ ଦେଇ ଆତ୍ମହତ୍ୟା କଲେ ରିତିକା

ନୂଆଦିଲ୍ଲୀ,୧୮।୩: ଭାରତର ଷ୍ଟାର ମହିଳା କୁସ୍ତି ଯୋଦ୍ଧା ବବିତା ଫୋଗାଟ ଏବଂ ଗୀତା ଫୋଗାଟଙ୍କର ଭଉଣୀ ରତିକା ଫୋଗାଟ ଖେଳରେ ପରାଜୟ ପରେ ଫାଶୀ ଲଗାଇ ଆତ୍ମହତ୍ୟା…

ଦୁଃଖ କଷ୍ଟରେ ମୋ ଦିନ କଟୁଛି, କାହିଁକି ଏମିତି କହିଲେ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ

କଟକ ଅଫିସ୍‌,୧୮।୩: କିଛିଦିନର ନୀରବତା ପରେ ପୁଣି ଶାଶୁଘର ଲୋକଙ୍କ ନାଁରେ ଥାନାରେ ଏତଲା ଦେଇଛନ୍ତି ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ। ଶାଶୁଘର ଲୋକେ ଜାଣିଶୁଣି ତାଙ୍କୁ ହଇରାଣ…

କରୋନା ବେକାବୁ: ୨୪ ଘଣ୍ଟାରେ ୩୫ ହଜାର ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ,୧୮।୩: ଦେଶରେ କରୋନା ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ପ୍ରତିଦିନ ଲଗାତାର ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଗତ ୨୪ ଘଣ୍ଟାରେ…