ଭୁବନେଶ୍ୱର, ୧୭।୩(ବ୍ୟୁରୋ): ଖାଦ୍ୟଶସ୍ୟ ଉତ୍ପାଦନ ବୃଦ୍ଧି ସହିତ କୃଷକମାନଙ୍କ ଆୟ ବୃଦ୍ଧି କରିବାକୁ ହେଲେ କୃଷି କ୍ଷେତ୍ରରେ ଆଧୁନିକ ଜ୍ଞନକୌଶଳ ବ୍ୟବହାର କରିବାକୁ ପଡ଼ିବ। ସମୟର ଆହ୍ବାନ…
କେନ୍ଦୁଝର, ୧୭ା୩ (ସ୍ବ.ପ୍ର.)-କେନ୍ଦୁଝର ଜିଲାର ଘଟଗାଁ ବ୍ଲକ କୁଣ୍ଡାପିଠା ଗ୍ରାମର ବାଦଲ ପଇଦା (୧୩) ଙ୍କ ହୃଦ୍ପ୍ରତିରୋପଣ ସଫଳ ହୋଇଛି । ସେ ଓଡିଶାର ପ୍ରଥମ ଏବଂ…
ଦୁବାଇ,୧୭।୩(ପି.ଟି.): ଦକ୍ଷିଣ ଆଫ୍ରିକା ବିପକ୍ଷ ଘରୋଇ ଦିନିକିଆ ସିରିଜରେ ଦମ୍ଦାର ପ୍ରଦର୍ଶନ କରି ଭାରତୀୟ ମହିଳା କ୍ରିକେଟର ପୁନମ ରାଉତ ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ମହିଳା…
ଭୁବନେଶ୍ୱର, ୧୭ା୩(ବ୍ୟୁରୋ): ଗତ ୨୦୧୯ ସାଧାରଣ ନିର୍ବାଚନ ଜିତିବା ପାଇଁ ଶାସକ ବିଜେଡି କୋଟି କୋଟି ଟଙ୍କା ବ୍ୟୟ କରି ବିଜୁଯୁବ ବାହିନୀ ଗଠନ କରିଥିଲେ ା…
ନୂଆଦିଲ୍ଲୀ, ୧୭ା୩ (ପି.ଟି.)-ଭାରତର ଅନ୍ୟତମ ଡିଜିଟାଲ ବ୍ରୋକୋରେଜ ସଂସ୍ଥା ଅପ୍ଷ୍ଟକ୍ସ ଇଣ୍ଡିଆନ ପ୍ରିମିୟର ଲିଗ୍ (ଆଇପିଏଲ୍)ର ଅନ୍ୟତମ ଅଫିସିଆଲ ପାର୍ଟନର ଭାବେ ଯୋଗଦେଇଛି। ଆଇପିଏଲ୍ ଗଭର୍ନିଂ କାଉନ୍ସିଲ…
ଭୁବନେଶ୍ୱର, ୧୭।୩(ବ୍ୟୁରୋ): ରାଉରକେଲା ଇସ୍ପାତ ଜେନେରାଲ (ଆଇଜିଏଚ୍) ହସ୍ପିଟାଲକୁ ଏକ ମେଡିକାଲ କଲେଜ ଏବଂ ସୁପର ସ୍ପେଶାଲିଟି ହସ୍ପିଟାଲରେ ବିକଶିତ କରିବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଘୋଷଣା…
ବଇଣ୍ଡା,୧୭ା୩(ଡି.ଏନ.ଏ.): ଅନୁଗୋଳ ଜିଲା କିଶୋରନଗର ବ୍ଲକ ଜଏରାଟ ଗ୍ରାମର ବୁଣାକାର ପ୍ରମୋଦ ମେହେର ବୁଣିଥିବା ଏକ ଗାମୁଛାକୁ ମଙ୍ଗଳବାର ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ଉପହାର ଦିଆଯାଇଛି। କେନ୍ଦ୍ରମନ୍ତ୍ରୀ…
ପଟିଆଲା, ୧୭ା୩ (ପି.ଟି.)- ଲଙ୍ଗ ଜମ୍ପର ମୁରଲୀ ଶ୍ରୀଶଙ୍କର ଟୋକିଓ ଅଲିମ୍ପିକ୍ସ ପାଇଁ ଯୋଗ୍ୟତା ଅର୍ଜନ କରିଛନ୍ତି। ଏଠାରେ ଫେଡେରେଶନ କପ୍ ଜାତୀୟ ସିନିୟର ଆଥଲେଟିକ୍ସ ଚାମ୍ପିୟନଶିପ୍ରେ…
ଭୁବନେଶ୍ୱର, ୧୭।୩(କ୍ରୀଡ଼ା ପ୍ରତିନିଧି)- ଚେସ୍ ଜଗତରେ ଅନେକ ନାଁ କମାଇଥିବା ଓଡ଼ିଶାର ପ୍ରଥମ ମହିଳା ଗ୍ରାଣ୍ଡମାଷ୍ଟର କିରଣ ମନୀଷା ମହାନ୍ତି ଆସନ୍ତା ମେ ୫ରେ ନୂଆ ଇନିଂସ…
ଭୁବନେଶ୍ୱର, ୧୭।୩(ବ୍ୟୁରୋ): ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍ଟିଏ) ଦ୍ୱାରା ପରିଚାଳିତ ଏନ୍ଇଇଟି ୟୁଜି ପରୀକ୍ଷା ଆସନ୍ତା ଅଗଷ୍ଟ ୧ ତାରିଖରେ ଅନୁଷ୍ଠିତ ହେବ। ରାଜ୍ୟର ସମସ୍ତ ଜିଲାରେ…