ନାବାଳିକା ବଳାତ୍କାର ମାମଲାରେ ମହିଳା ଗିରଫ

ସମ୍ବଲପୁର,୧୪ା୩(ବ୍ୟୁରୋ): ସମ୍ବଲପୁର ଜିଲା ଧମା ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ବଳତ୍କାର କରାଯାଇଥିବା ନେଇ ଅଭିଯୋଗ ହୋଇଥିଲା। ଏହି ଘଟଣାରେ ପୋଲିସ ପୂର୍ବରୁ ସାହାସପୁର ପଞ୍ଚାୟତର ନାଏବ…

ଗଞ୍ଜାମକୁ ପୁଣି ଡରାଉଛି କରୋନା

ଛତ୍ରପୁର,୧୪।୩: ମହାରାଷ୍ଟ୍ର ସମେତ ଦେଶର ୬ଟି ରାଜ୍ୟରେ ଏବେ କରୋନାର ଦ୍ୱିତୀୟ ଲହର ଦେଖିବାକୁ ମିଳିଛି। ମହାରାଷ୍ଟ୍ରର କେତେକ ସହରରେ ଏବେ ଲକ୍‌ଡାଉନ୍‌ ଚାଲିଛି। ଏପଟେ ଗଞ୍ଜାମ…

ବିରାଟ ରେକର୍ଡର ଅଧିକାରୀ କୋହଲି

ଅହମ୍ମଦାବାଦ,୧୪।୩ : ଏକ ବିରାଟ ରେକର୍ଡର ଅଧିକାରୀ ହୋଇଛନ୍ତି ଭାରତୀୟ ଅଧିନାୟକ ବିରାଟ କୋହଲି। ପ୍ରଥମ ବ୍ୟାଟ୍ସମ୍ୟାନ ଭାବେ ଅନ୍ତର୍ଜାତୀୟ ଟି୨୦ରେ ସେ ପୂରଣ କରିଛନ୍ତି ୩…

ପୋଲିସକୁ ମିଳିଲା ଟିଫିନ ବୋମା ସହିତ ୨ ଡେଟୋନେଟର

ମାଲକାନଗିରି,୧୪ା୩: ଦୀର୍ଘ ଦିନର ନୀରବତା ପରେ ମାଲକାନଗିରି ଜିଲା ଚିତ୍ରକୋଣ୍ଡା ଅଞ୍ଚଳରେ ପୋଲିସ-ମାଓବାଦୀ ମୁହାଁମୁହିଁ ହୋଇଛନ୍ତି। ଉଭୟଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଏଥିରେ କେହି ମୃତାହତ…

ଭାରତକୁ ବିଜୟ ଦେଲା କୋହଲି, ଇଶାନଙ୍କ ପାଓ୍ବାରଫୁଲ ହାଫ୍‌ ସେଞ୍ଚୁରୀ

ଅହମ୍ମଦାବାଦ,୧୪।୩ : ପ୍ରଥମ ମ୍ୟାଚ୍‌ରେ ଶୋଚନୀୟ ପରାଜୟ ପରେ ଦମଦାର ପ୍ରତ୍ୟାବର୍ତ୍ତନ କରିଛି ଭାରତ। ଇଂଲଣ୍ଡ ବିପକ୍ଷ ଦ୍ୱିତୀୟ ଟି୨୦ ମ୍ୟାଚ୍‌କୁ ୭ ଉଇକେଟରେ ଜିତି ନେଇଛି…

ଶ୍ୱଶୁର ଘରେ ଚାଲିଗଲା ଜ୍ୱାଇଁଙ୍କ ଜୀବନ

ରାୟଗଡ଼ା ଅଫିସ/ଗୁଣପୁର,୧୪ା୩: ରାୟଗଡ଼ା ଜିଲା ଗୁଡାରି ଥାନା ପଦ୍ମପୁର ବ୍ଲକ ଅଧୀନ ନାଇରା ଗ୍ରାମରେ ଶନିବାର ରାତିରେ ଜଣେ ଯୁବକଙ୍କୁ ଶୋଇଥିବା ବେଳେ ଗୁଳିକରି ହତ୍ୟା କରାଯାଇଛି।…

ଡେବ୍ୟୁରେ ବିସ୍ଫୋରକ ଅର୍ଦ୍ଧଶତକ

ଅହମ୍ମଦାବାଦ,୧୪।୩ : ଇଂଲଣ୍ଡ ବିପକ୍ଷ ଦ୍ୱିତୀୟ ଟି୨୦ ମ୍ୟାଚ୍‌ରେ ଟିମ୍‌ ଇଣ୍ଡିଆକୁ ମିଳିଛି ନୂଆ ଓପନର। ଏହି ମ୍ୟାଚ୍‌ରେ ଅନ୍ତର୍ଜାତୀୟ କ୍ୟାରିୟର ଆରମ୍ଭ କରିଥିବା ଇଶାନ କିଷାନ…

ଓଡ଼ିଶା: ଆଜିର ଫଟୋ ( ମାର୍ଚ୍ଚ ୧୪, ୨୦୨୧)

ବିଏମସି କର୍ମଚାରୀ ମାନେ ଟ୍ରାକଟର ରେ ବୁଲାଷଣ୍ଢ ଙ୍କୁ ଧରିନେଉଛନ୍ତି   ୟୁନିଟ-୯ ରେ ଏକ ପାଣିଟାଙ୍କି ଟ୍ୟାପରେ ଜଣେ ଶିଶୁ ନିଜର ହାତ କୁ ସଫାକରୁଛି…

ରାଜନୀତିରେ ଦୁର୍ନୀତି ଭଳି ବଲିଉଡ୍‌ରେ ରହିଛି ନେପୋଟିଜିମ୍‌

ସ୍ବଗର୍ତ ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ପରେ ଫିଲ୍ମ ଇଣ୍ଡଷ୍ଟ୍ରିରେ ନୋପୋଟିଜିମକୁ ନେଇ ଉଠିଥିଲା ବିବାଦ। ଏବେ ଏହି ନେପୋଟିଜିମ ଉପରେ ମତ ରଖିଛନ୍ତି…

ଯୌତୁକ ପାଇଁ ଯାଇଛି ମୋ ଝିଅର ଜୀବନ

ଭଣ୍ଡାରିପୋଖରୀ,୧୪।୩: ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା ଅଧୀନ ଦାଣ୍ଡକୁଳ ଗ୍ରାମରେ ଅଧିକ ଯୌତୁକ ପାଇଁ ମିନତି ସେଠୀ ନାମ୍ନୀ ଜଣେ ମହିଳାଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି।…