ଧୋନୀଙ୍କ ଫାର୍ମ ପାଇଁ ମିଳିଲାନି କଡ଼କନାଥ କୁକୁଡ଼ା

ଇନ୍ଦୋର,୧୩।୧: ଭାରତର ୧୦ଟି ରାଜ୍ୟରେ ବାର୍ଡ ଫ୍ଲୁ ନେଇ ଆତଙ୍କ ସୃଷ୍ଟି ହୋଇଛି। ବାର୍ଡ ଫ୍ଲୁ ଯୋଗୁ କ୍ରିକେଟର ମହେନ୍ଦ୍ର ସିଂ ଧୋନୀଙ୍କ ଚିନ୍ତା ବଢ଼ିବାରେ ଲାଗିଛି।…

କଂଗ୍ରେସ ଦେଶଭକ୍ତଙ୍କ ସହ କରୁଛି ଦୁର୍ବ୍ୟବହାର: ସାଧ୍ୱୀ ପ୍ରଜ୍ଞା

ଭୋପାଳ,୧୩ ।୧: କଂଗ୍ରେସର ବରିଷ୍ଠ ନେତା ତଥା ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଦିଗବିଜୟ ସିଂ ଗାନ୍ଧୀଜୀଙ୍କ ହତ୍ୟାକାରୀ ନାଥୁରାମ ଗଡସେଙ୍କୁ ପ୍ରଥମେ ଆତଙ୍କବାଦୀ ବୋଲି କହିଥିଲେ ।…

ଧାନ ଗଦାକରି ରାସ୍ତାରେ ବସିଲେ ଚାଷୀ

ପଦ୍ମପୁର ,୧୩।୧ (ଡି.ଏନ୍‌.ଏ.): ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡରେ ଧାନ ଉଠାଣରେ ମନ୍ଥରତା ଲାଗି ରହିଛି। ଏହି ଉପଖଣ୍ଡ ଅନ୍ତର୍ଗତ ବରିକେଲ ସେବା ସମବାୟ ସମିତିର ଚାଷୀଙ୍କ…

ପାପୁଲିର ଏହି ସ୍ଥାନରେ ଅଛିକି କ୍ରସ ଚିହ୍ନ… ଖୁବ୍‌ କମ ବୟସରୁ ପଡ଼ିବେ ପ୍ରେମରେ

ହସ୍ତରେଖା ଶାସ୍ତ୍ର ଅନୁଯାୟୀ, ଜଣେ ବ୍ୟକ୍ତିଙ୍କ ହାତରେ ଏପରି ଅନେକ ରେଖା ଅଛି, ଯାହା ଭବିଷ୍ୟତ, ବର୍ତ୍ତମାନ ଏବଂ ସହିତ ଜଡିତ ଅନେକ କଥା କହିଥାଏ। ସେହି…

ଭାଇରାଲ ହେଉଛି ସୁଶାନ୍ତଙ୍କ ହାତଲେଖା ଚିଠି, ଏଥିରେ ଲେଖା ଅଛି…

ମୁମ୍ବାଇ: ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ହାତଲେଖା ଚିଠି ଏବେ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ତାଙ୍କ ଭଉଣୀ ଶ୍ୱେତା ସିଂହ କୀର୍ତ୍ତି ସୋସିଆଲ ମିଡିଆରେ ନିଜ…

ଓଲଟିଲା ପୋଲିସ ଭ୍ୟାନ୍‌, ୫ ଆହତ

ଛତ୍ରପୁର,୧୩।୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଜାତୀୟ ରାଜପଥରେ ଜଣେ ବାଇକ ଚାଳକଙ୍କୁ ବଞ୍ଚାଇବାକୁ ଯାଇ ଭାରସାମ୍ୟ ହରାଇ ବୁଧବାର ପୂର୍ବାହ୍ନରେ ଏକ ପୋଲିସ ପାଟ୍ରୋଲିଂ ଗାଡ଼ି…

ଏହି ୫ ସ୍ଥାନରେ ଗୋଟିଏ ଦିନ ବି ରୁହନ୍ତୁ ନାହିଁ, ହୋଇପାରେ ବଡ କ୍ଷତି

ଅର୍ଥଶସ୍ତ୍ର, ରାଜନୀତି ଏବଂ କୁଟନୀତି ସହ ଅନେକ କ୍ଷେତ୍ରରେ ପ୍ରବୀଣ ଆଚାର୍ଯ୍ୟ ଚାଣକ୍ୟ ନିଜର ନୀତିଶାସ୍ତ୍ର ‘ଚାଣକ୍ୟ ନୀତି’ରେ ମନୁଷ୍ୟ ଜୀବନ ସହ ଜଡ଼ିତ ବିଭିନ୍ନ ସମସ୍ୟା…

ଏପ୍ରିଲ୍‌ ସୁଦ୍ଧା ଭାରତକୁ ମିଳିପାରେ ୫ ନୂଆ କରୋନା ଟିକା

ନୂଆଦିଲ୍ଲୀ,୧୩।୧: ଏବେ ଭାରତକୁ ଦୁଇଟି କରୋନା ଟିକା ମିଳିଛି। କୋଭିଶିଲ୍ଡ୍‌ ଏବଂ କୋଭାକ୍ସିନ୍‌ ଟିକାର ସାର୍ବଜନୀକ ଟିକାକରଣ ଜାନୁୟାରୀ ୧୬ରୁ ଆରମ୍ଭ ହେବାକୁ ଯାଉଛି। ତେବେ ଆସନ୍ତା…

ଓଲଟିଲା ଗ୍ୟାସ ବୋଝେଇ ଟ୍ୟାଙ୍କର: ରାସ୍ତା ସିଲ୍‌

ଛତ୍ରପୁର,୧୩।୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ତାମ୍ପରା ବୋଟ କ୍ଲବ ସମ୍ମୁଖ ଜାତୀୟ ରାଜପଥରେ ବୁଧବାର ସକାଳେ ଏଚ୍‌ପି ଗ୍ୟାସ ଟ୍ୟାଙ୍କର ଭାରସାମ୍ୟ ହରାଇ ଓଲଟି ପଡ଼ିଛି…

ସାବଧାନ! ଚକୋଲେଟ୍‌ରେ ମିଶୁଛି ଟେଲକମ ପାଉଡର

ଭୋପାଳ,୧୩।୧: ଯଦି ଆପଣଙ୍କ ପିଲା ଲଲିପପ୍‌ କମ୍ବା କ୍ୟାଣ୍ଡି ଚକୋଲେଟ୍‌ ଖାଉଛନ୍ତି ତେବେ ସାବଧାନ! କାରଣ କେତେକ ସ୍ଥାନରେ ଏହି ଚକୋଲେଟ୍‌ ପ୍ରସ୍ତୁତିରେ ଟେଲ୍‌କମ୍‌ ପାଉଡର ମିଶୁଛି।…