ପୂର୍ବ ଉପକୂଳରେ ସମରାଭ୍ୟାସ ‘ସି ଭିଜିଲ୍‌’

ପାରାଦୀପ,୧୩ା୧(ସ୍ବ.ପ୍ର.): ପାରାଦୀପ ସମେତ ଓଡ଼ିଶାର ୪୮୦ କିଲୋମିଟର ପୂର୍ବଉପକୂଳ ଓ ଦେଶର ସାମୁଦ୍ରିକ ସୀମାରେ ମଙ୍ଗଳବାର ୨ ଦିନିଆ ମିଳିତ ସମରାଭ୍ୟାସ ଆରମ୍ଭ ହୋଇଛି। ଏହାର ନାମ…

ସୁପ୍ରିମକୋର୍ଟଙ୍କ ରାୟ ସତର୍କଘଣ୍ଟି

ଭୁବନେଶ୍ୱର,୧୩ା୧(ବ୍ୟୁରୋ): ସୁପ୍ରିମକୋର୍ଟ ୩ଟି କୃଷି ଆଇନ ବାବଦରେ ଯେଉଁ ରାୟ ଦେଇଛନ୍ତି ତାହା କେନ୍ଦ୍ରରେ ଥିବା ଏକ ଅଗଣତାନ୍ତ୍ରିକ ସରକାର ପାଇଁ ସତର୍କଘଣ୍ଟି ବୋଲି ପ୍ରଦେଶ କଂଗ୍ରେସ…

୩୫ ମେଟ୍ରିକ୍‌ ଟନ୍‌ ଲୁହାପଥର ବୋଝେଇ ଟ୍ରକ୍‌ ଜବତ

ଯୋଡ଼ା/ଝୁମ୍ପୁରା, ୧୩।୧(ଡି.ଏନ୍‌.ଏ): କେନ୍ଦୁଝର ଜିଲା ଯୋଡ଼ା ଖଣିମଣ୍ଡଳରେ ହେଉଥିବା ଖଣିଜ ଚୋରା କାରବାରକୁ ବନବିଭାଗ ଲଗାତାର ଗୋଡାଇ ଧରୁଛି। ସୋମବାର ବିଳମ୍ବିତ ରାତି ପ୍ରାୟ ୧ଟା ବେଳେ…

ରିୟଲ ଜିଡିପି ୧୧% ବଢ଼ିବ

ମୁମ୍ବାଇ: ଆର୍ଥିକ ବର୍ଷ ୨୦୨୧-୨୨ରେ ଭାରତର ରିୟଲ ଜିଡିପି ପ୍ରାୟ ୧୧% ବଢ଼ିପାରେ। ଆର୍ଥିକ ସୁଧାର ତ୍ୱରାନ୍ବିତ ହେଉଥିବାରୁ ଅଭିବୃଦ୍ଧି ମଧ୍ୟ ଫେରିବ ବୋଲି ଏକ ରିପୋର୍ଟରେ…

କେନ୍ଦୁପତ୍ର ବୋନସ ଘୋଷଣାକୁ ଲଲିପପ୍‌ କହିଲା ଭାଜପା

ଭୁବନେଶ୍ୱର,୧୩ା୧(ବ୍ୟୁରୋ): କେନ୍ଦୁପତ୍ର ତୋଳାଳି ଶ୍ରମିକଙ୍କୁ ରାଜ୍ୟ ସରକାର ଏକ ‘ଲଲିପପ୍‌’ ଧରାଇ ଦେଇଥିବା ପୂର୍ବତନ ବିଧାୟକ ପ୍ରଦୀପ ପୁରୋହିତ ଅଭିଯୋଗ କରିଛନ୍ତି। ସରକାରଙ୍କ ବୋନସ ଘୋଷଣାକୁ ନେଇ…

ଟପ୍‌-୫୦୦ ଗ୍ଲୋବାଲ କମ୍ପାନୀ ମଧ୍ୟରେ ଭାରତର ୧୧

ମୁମ୍ବାଇ: ବିଶ୍ୱର ୫୦୦ ମୂଲ୍ୟବାନ୍‌ କମ୍ପାନୀ ମଧ୍ୟରେ ଭାରତର ୧୧ ଘରୋଇ କମ୍ପାନୀ ସ୍ଥାନିତ ହୋଇଛନ୍ତି। ତାଲିକାରେ ଭାରତ ୧୦ମ ସ୍ଥାନରେ ରହିଛି। ତାଲିକାରେ ରହିଥିବା ଏହି…

ଧର୍ମେନ୍ଦ୍ରଙ୍କୁ କଳାପତାକା ଦେଖାଇଲା କଂଗ୍ରେସ

ଭୁବନେଶ୍ୱର,୧୩ା୧(ବ୍ୟୁରୋ): ରାଜ୍ୟ ଯୁବ କଂଗ୍ରେସ ସଭାପତି ସ୍ମୃତିରଞ୍ଜନ ଲେଙ୍କାଙ୍କ ନେତୃତ୍ୱରେ ମଙ୍ଗଳବାର ଯୁବ କଂଗ୍ରେସ କର୍ମୀମାନେ ଚନ୍ଦ୍ରଶେଖରପୁର ସ୍ଥିତ ଏକ ଘରୋଇ ହସ୍ପିଟାଲ ରାସ୍ତାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର…

ବଢ଼ିବନି ଆଇଟି ରିଟର୍ନ ଅବଧି

ନୂଆଦିଲ୍ଲୀ: ଫେବୃୟାରୀ ୧୫ର ଆୟକର ରଟର୍ନ ଅବଧିକୁ ସରକାର ଆଉ ବଢ଼ାଇବେ ନାହିଁ। ଏହି ରିଟର୍ନ ଫାଇଲିଂ ତାରିଖକୁ ବଢାଇବା ଲାଗି କେତେକ ମହଲରୁ ଦାବି ହୋଇ…

ନୟାଗଡ଼ରେ ପୁଣି ଶିଶୁ ନିଖୋଜ

ଖଣ୍ଡପଡ଼ା,୧୩ା୧(ସ୍ବ.ପ୍ର): ନୟାଗଡ଼ ଜିଲା ଖଣ୍ଡପଡା ବ୍ଲ୍ଳକ ଅଧୀନ କିଆଝର ପଞ୍ଚାୟତର କିଆଝରପାଟଣା ଗ୍ରାମର ଜଣେ ୬ ବର୍ଷର ଶିଶୁ ମଙ୍ଗଳବାର ଅପରାହ୍ନରୁ ନିଖୋଜ ହୋଇଯାଇଛନ୍ତି। ଏ ସଂକ୍ରାନ୍ତରେ…

ଫ୍ୟାକ୍ଟ୍ରି ଉତ୍ପାଦନ ୧.୯% କମିଲା

ନୂଆଦିଲ୍ଲୀ: କରୋନାର ପ୍ରଭାବ ବଜାରରୁ ବର୍ତ୍ତମାନ ଯାଏ ଯାଇନାହିଁ। ଫଳରେ ଦେଶର ଫ୍ୟାକ୍ଟ୍ରିଗୁଡିକର ଉତ୍ପାଦନ ନଭେମ୍ବରରେ ୧.୯% ହ୍ରାସ ପାଇଛି। ସେହିଭଳି ଡିସେମ୍ବରରେ ଖୁଚୁରା ମୁଦ୍ରାସ୍ଫୀତି ୪.୫୯%…