ମୋଦିଙ୍କୁ ନେଇ ବଡ଼ ଭବିଷ୍ୟବାଣୀ କଲେ ଏହି ଅଭିନେତ୍ରୀ

ବଲିଉଡ ଅଭିନେତ୍ରୀ କଙ୍ଗନା ରାଣାୱତ ସୋସିଆଲ ମିଡିଆରେ ବେଶ୍‌ ସକ୍ରିୟ ଏବଂ ବିଭିନ୍ନ ପ୍ରସଙ୍ଗରେ ତାଙ୍କ ମତାମତ ଦିଅନ୍ତି। ନିଜ ମନ୍ତବ୍ୟ ପାଇଁ ଅନେକ ସମୟରେ ସେ…

ଖେଳ ଆରମ୍ଭ

କୋଲକାତା,୧୧ା୩: ନନ୍ଦିଗ୍ରାମ ବିଧାନସଭା ଆସନରୁ ମୋ ବିଜୟ ନେଇ ମୁଁ ଦୃଢ଼ ନିଶ୍ଚିତ। ମୁଁ ଭବାନୀପୁର ନିର୍ବାଚନମଣ୍ଡଳୀରୁ ସହଜରେ ଜିତି ପାରିଥାଆନ୍ତି। କିନ୍ତୁ ଗତ ଜାନୁୟାରୀରେ ନନ୍ଦିଗ୍ରାମ…

ପହଞ୍ଚତ୍ପାରୁନି ପାଇପ୍‌ ପାଣି

ବଅଁରପାଳ,୧୧ା୩(ଡି.ଏନ.ଏ.) ଗ୍ରାମାଞ୍ଚଳର ପ୍ରତି ଘରକୁ ପାଇପ୍‌ ପାଣି ସଂଯୋଗ ପାଇଁ ସରକାରଙ୍କ ପକ୍ଷରୁ ଉଦ୍ୟମ ଚାଲିଛି। ସେଥିପାଇଁ ପଞ୍ଚାୟତଗୁଡ଼ିକରେ ବହୁ ଲକ୍ଷ ଟଙ୍କା ଖର୍ଚ୍ଚ କରାଯାଇ ବଡ଼ ବଡ଼…

ସାଉଥାମ୍ପ୍‌ଟନରେ ଡବ୍ଲ୍ୟୁଟିସି ଫାଇନାଲ: ଆଇସିସି

ଦୁବାଇ,୧୧।୩(ପି.ଟି.): ଇଂଲଣ୍ଡ ସାଉଥାମ୍ପ୍‌ଟନରେ ଅନ୍ତର୍ଜାତୀୟ କ୍ରିକେଟ କାଉନ୍‌ସିଲ (ଆଇସିସି) ଟେଷ୍ଟ ଚାମ୍ପିୟନଶିପ୍‌ର ଫାଇନାଲ ମ୍ୟାଚ୍‌ ଆୟୋଜନ ହେବ। ଏ ନେଇ ଆଇସିସି ବୁଧବାର ଆନୁଷ୍ଠାନିକ ଭାବେ ଘୋଷଣା…

ଆଇସିସି ଟେଷ୍ଟ ର଼୍ୟାଙ୍କିଙ୍ଗ୍‌: କ୍ୟାରିୟର ଶ୍ରେଷ୍ଠ ସପ୍ତମ ସ୍ଥାନରେ ପନ୍ତ

ଦୁବାଇ,୧୧।୩(ପି.ଟି.): ସଦ୍ୟ ପ୍ରକାଶିତ ଅନ୍ତର୍ଜାତୀୟ କ୍ରିକେଟ କାଉନ୍‌ସିଲ (ଆଇସିସି) ଟେଷ୍ଟ ର଼୍ୟାଙ୍କିଙ୍ଗ୍‌ରେ ଭାରତୀୟ ଯୁବ ଉଇକେଟକିପର ବ୍ୟାଟ୍ସମ୍ୟାନ ରିଷଭ ପନ୍ତ କ୍ୟାରିୟର ଶ୍ରେଷ୍ଠ ସପ୍ତମ ସ୍ଥାନରେ ପହଞ୍ଚିଛନ୍ତି।…

ରାଜ୍ୟଗୁଡ଼ିକୁ ୬୧୯୪ କୋଟିର ଅନୁଦାନ

ନୂଆଦିଲ୍ଲୀ: କେନ୍ଦ୍ର ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ ରାଜ୍ୟଗୁଡିକୁ ରାଜସ୍ବ ନିୟଣ୍ଟ ଅନୁଦାନ ଭାବେ ବୁଧବାର ୬୧୯୪ କୋଟି ଟଙ୍କା ପ୍ରଦାନ କରାଯାଇଛି। ଏହା ୧୨ ତମ ତଥା ଚୂଡାନ୍ତ…

ପ୍ରତି ୩ରେ ଜଣେ ମହିଳା ପୀଡ଼ିତା

ନୂଆଦିଲ୍ଲୀ, ୧୧ା୩: ପୁରୁଷ ପ୍ରଧାନ ସମାଜରେ ନିର୍ଯାତନାରୁ ନିସ୍ତାର ପାଇନାହାନ୍ତି ମହିଳା। ଗୋଟିଏ କି ଦୁଇଟି ଦେଶ ନୁହେଁ, ସାରା ବିଶ୍ୱରେ ମହିଳାଙ୍କ ବିରୋଧରେ ହିଂସା ବଢ଼ିବାରେ…

ଗୀତାଙ୍କୁ ମିିଳିଲେ ତାଙ୍କର ପ୍ରକୃତ ମା’!

କରାଚି,୧୧ ।୩: ପାକିସ୍ତାନର ଏକ ସାମାଜିକ କଲ୍ୟାଣ ସଙ୍ଗଠନ ଯେଉଁ ବିଦ୍ୟାଙ୍ଗ ଭାରତୀୟ ଯୁବତୀଙ୍କୁ ଆଶ୍ରା ଦେଇଥିଲେ ଓ ୨୦୧୫ରେ ଭାରତ ପଠାଇ ଦେଇଥିଲେ ଶେଷରେ ସେହି…

ମୁଖ୍ୟ କାର୍ଯ୍ୟନିର୍ବାହୀ ସାହନୀଙ୍କୁ ଛୁଟିରେ ପଠାଇଲା ଆଇସିସି, କାର୍ଯ୍ୟକାଳ ପୂରାହେବା ପୂର୍ବରୁ ଇସ୍ତଫା ଦେଇପାରନ୍ତି

ନୂଆଦିଲ୍ଲୀ,୧୧।୩(ପି.ଟି.): ଅନ୍ତର୍ଜାତୀୟ କ୍ରିକେଟ କାଉନ୍‌ସିଲ (ଆଇସିସି) ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି। ମୁଖ୍ୟ କାର୍ଯନିର୍ବାହୀ (ସିଇଓ) ମନୁ ସାହନୀଙ୍କୁ ଛୁଟିରେ ଆଇସିସି ପଠାଇଛି। ଫଳରେ ସେ କାର୍ଯ୍ୟକାଳ…

ଆଇସିସି ଟି୨୦ ଟିମ୍‌ ର଼୍ୟାଙ୍କିଙ୍ଗ୍‌: ଭାରତ ଦ୍ୱିତୀୟ ସ୍ଥାନକୁ ଉନ୍ନୀତ

ଦୁବାଇ, ୧୨।୩(ପି.ଟି.)- ବୁଧବାର ପ୍ରକାଶିତ ଅନ୍ତର୍ଜାତୀୟ କ୍ରିକେଟ କାଉନ୍‌ସିଲ୍‌ (ଆଇସିସି) ଟି୨୦ ର଼୍ୟାଙ୍କିଙ୍ଗ୍‌ରେ ଭାରତ ଦ୍ୱିତୀୟ ସ୍ଥାନକୁ ଉନ୍ନୀତ ହୋଇଛି। ଭାରତର ପଏଣ୍ଟ ୨୬୮ରେ ପହଞ୍ଚତ୍ଥିବାବେଳେ ୭…