ଦ୍ୱିତୀୟ ବିବାହ ପାଇଁ ଜିଦ୍‌: ୬୦ ବର୍ଷ ବୟସ୍କ ବ୍ୟକ୍ତି ୧୧ କେଭି ଖୁଣ୍ଟରେ ଚଢ଼ିଲେ

ଜୟପୁର,୧୦।୩: ରାଜସ୍ଥାନର ଧୋଲପୁର ଜିଲାର ଗନିମତରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ସୋବରନ ସିଂ ନାମକ ଜଣେ ୬୦ ବର୍ଷ ବୟସ୍କ ବ୍ୟକ୍ତି ଦ୍ୱିତୀୟ ବିବାହ…

ସମୁଦ୍ରରେ ଚାଲିଛି ବେଆଇନ ମାଛଧରା: ଅଲିଭ ରିଡଲେଙ୍କ ଅଣ୍ଡାଦାନ ବାଧାପ୍ରାପ୍ତ

ଛତ୍ରପୁର,୧୦।୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ସମୁଦ୍ରରୁ ବେଆଇନ ଭାବରେ ମାଛଧରାକୁ ବନ୍ଦ କରିବା ନେଇ ଅତିରିକ୍ତ ଜିଲାପାଳ କବିନ୍ଦ୍ର କୁମାର ସାହୁଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଛି। ମା’…

ରାଗିଗଲେ ପ୍ରଧାନମନ୍ତ୍ରୀ: ଖବରଦାତାଙ୍କ ଉପରେ ସାନିଟାଇଜର୍‌ ସିଞ୍ଚିଲେ

ବ୍ୟାଙ୍କକ୍‌,୧୦।୩: ଥାଇଲାଣ୍ଡ ପ୍ରଧାନମନ୍ତ୍ରୀ ପ୍ରୟୁତ ଚାନ ସଚା ନିଜ ବ୍ୟବହାରକୁ ନେଇ ଚର୍ଚ୍ଚାରେ ଅଛନ୍ତି। ଏକ ଖବରଦାତା ସମ୍ମିଳନୀରେ ସେ ଖବରଦାତାଙ୍କୁ ଉପରକୁ ରାଗିଯାଇ ସାନିଟାଇଜର୍‌ ସିଞ୍ଚି…

ଭଙ୍ଗା ଦଦରା ସାମଗ୍ରୀରୁ ‘ରାଫେଲ’ ତିଆରି କଲେ ରେଳ କର୍ମଚାରୀ

ପାଟଣା,୧୦।୩: ରେଳ କର୍ମଚାରୀମାନେ ଦେଶରେ ଅଗ୍ରଣୀ ଭୂମିକା ତୁଲାଉଛନ୍ତି। ସମସ୍ତିପୁରର ରେଳକର୍ମଚାରୀ ଏମିତି ଏକ କମାଲ କରି ଦେଖାଇଛନ୍ତି ଯାହା ସମସ୍ତଙ୍କୁ ଚକିତ କରିଛି। ଏହି କର୍ମଚାରୀମାନେ…

ଗଙ୍ଗା ଆରତିରେ ଯୋଗ ଦେବେ ରାଷ୍ଟ୍ରପତି

ବାରାଣସୀ,୧୦।୩: ବାରାଣସୀର ବିଶ୍ୱପ୍ରସିଦ୍ଧ ଗଙ୍ଗା ଆରତୀରେ ଦେଶବିଦେଶର ଅନେକ ଅତିଥି ଯୋଗ ଦେଇଥାନ୍ତି। ଏବେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଗଙ୍ଗା ଆରତିରେ ଯୋଗଦେବାର କାର୍ଯ୍ୟକ୍ରମ ଅଛି। ରାଷ୍ଟ୍ରପତି…

ଏମିତି ଆସେ ମୃତ୍ୟୁ: ମୁଣ୍ଡନ ପାଇଁ ଯାଉଥିବା ବେଳେ ଦୁର୍ଘଟଣାରେ ଚାଲିଗଲା ଶିଶୁଙ୍କ ଜୀବନ, ୧୨ ଆହତ

ସାକ୍ଷୀଗୋପାଳ, ୧୦।୩(ଡି.ଏନ୍‌.ଏ.): ଭୁବନେଶ୍ୱର-ପୁରୀ ୩୧୬ ନଂ. ଜାତୀୟ ରାଜପଥର ସାକ୍ଷୀଗୋପାଳ ଚଣାଗୋରଡା ବ୍ରିଜରେ ବୁଧବାର ସକାଳେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏଥିରେ ୨ଜଣଙ୍କ ମୃତ୍ୟୁ ଘଟିଥିବା…

କଳ୍ପନା ଜଳ୍ପନା ଶେଷ: ତିରଥ ସିଂ ରାଓ୍ବତଙ୍କ ମୁଣ୍ଡରେ ସୁନାକଳସ

ଡେରାଡୁନ୍‌,୧୦।୩: ଉତ୍ତରାଖଣ୍ଡରେ ଜାରିରହିଥିବା ରାଜନୈତିକ ସଙ୍କଟର ଅନ୍ତଘଟିଛି। ତିରଥ ସିଂ ରାଓ୍ବତଙ୍କ ମୁଣ୍ଡରେ ସୁନା କଳସ ଢ଼ଳାଯାଇଛି। ବିଧାୟକ ଦଳର ବୈଠକରେ ତିରଥଙ୍କୁ ନୂଆ ମୁଖ୍ୟମନ୍ତ୍ରୀ କରାଯିବା…

ନାଳକୁ ଗାଧୋଇବାକୁ ଯାଇ ବୃଦ୍ଧଙ୍କ ଜୀବନ ଗଲା

ପାଟଣା,୧୦।୩(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ କଣ୍ଟିଆପଡ଼ା ପଞ୍ଚାୟତ ବଲାଣିପଶି ଜହ୍ନେଇ ନାଳକୁ ମଙ୍ଗଳବାର ଅପରାହ୍ନରେ ଗାଧୋଇବାକୁ ଯାଇ ଜଣେ ୬୦ ବର୍ଷୀୟ ବୃଦ୍ଧଙ୍କ ପରଲୋକ ଘଟିଛି।…

କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର: ଲକ୍ଷ ଲକ୍ଷ କର୍ମଚାରୀ ହେବେ ଉପକୃତ

ନୂଆଦିଲ୍ଲୀ,୧୦।୩: କରୋନା ସଙ୍କଟ ସମୟରେ ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ଦ୍ୱାରା ଅଟକ ରଖାଯାଇଥିବା ମହଙ୍ଗା ଭତ୍ତା (ଡିଏ ଏବଂ ଡିଆର)ର ତିନୋଟି କିସ୍ତି ଦେବାକୁ କେନ୍ଦ୍ର…

ପାକିସ୍ତାନ ପ୍ରତି ଭାରତର ଦୟା: ମାଗଣାରେ ଯୋଗାଇବ ୧ କୋଟି ୬୦ ଲକ୍ଷ କରୋନା ଡୋଜ୍‌

ନୂଆଦିଲ୍ଲୀ,୧୦।୩: ପାକିସ୍ତାନ ପ୍ରତି ଭାରତ ମନରେ ଦୟା ରହିଛି। ଭାରତ କରୋନା ମହାମାରୀ ଲଢ଼େଇରେ ପୃଥିବୀରେ ଆଗୁଆ ରହିଛି। ଭାରତରେ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି।…