ପ୍ରବଳ ଯନ୍ତ୍ରଣା ସତ୍ତ୍ୱେ ବ୍ୟାଟିଂ କରିବାକୁ ଆସି ଏମିତି କାରନାମା କଲେ ପନ୍ତ

ସିଡନୀ,୧୧।୧:ସିଡନୀ ଟେଷ୍ଟ ରୋଚକ ପରିସ୍ଥିତିରେ ପହଞ୍ଚିଛି। ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଖେଳାଯାଉଥିବା ଏହି ଟେଷ୍ଟର ପଞ୍ଚମ ତଥା ଶେଷ ଦିନରେ ଭାରତକୁ ଜିତିବା ପାଇଁ ୩୦୯…

ବଡ ସଡ଼କ ଦୁର୍ଘଟଣା: ଟ୍ରକ୍‌ ସହ କାର୍‌ ପିଟିଦେଲେ ଏହି ପ୍ରସିଦ୍ଧ କ୍ରିକେଟର୍‌

ଲାହୋର,୧୧।୧: ପାକିସ୍ତାନର ପୂର୍ବତନ ଅଧିନାୟକ ତଥା ଅଲରାଉଣ୍ଡର ସୋଏବ ମଲିକଙ୍କ ସହ ଏକ ବଡ ଦୁର୍ଘଟଣା ଘଟିଛି। ମଲିକଙ୍କ କାର ଲାହୋରରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ରାସ୍ତା କଡ଼ରେ…

ସ୍କୁଲ ପଡ଼ିଆରେ ବିଡିଏର ନିର୍ମାଣକୁ ବିରୋଧ

ଭୁବନେଶ୍ୱର, ୧୧।୧(ବ୍ୟୁରୋ): ୟୁନିଟ୍‌-୬ ସରକାରୀ ବାଳକ ଉଚ୍ଚ ବିଦ୍ୟାଳୟ ଖେଳ ପଡ଼ିଆକୁ ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ) ନିଜ କବ୍‌ଜାରେ ରଖି ବେଆଇନ ନିର୍ମାଣ କରୁଛନ୍ତି। ଏଭଳି…

ବିଏମ୍‌ସିକୁ ଓଡିଏଫ୍‌ ପ୍ଲସ୍‌ପ୍ଲସ୍‌ ମାନ୍ୟତା

ଭୁବନେଶ୍ୱର,୧୧।୧(ବ୍ୟୁରୋ) : ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି)କୁ ଓଡିଏଫ୍‌ ପ୍ଲସ୍‌ପ୍ଲସ୍‌ ମାନ୍ୟତା ମିଳିଛି। ସ୍ବଚ୍ଛ ଭାରତ ମିଶନର ଏକ ପ୍ରମୁଖ ସୂଚକାଙ୍କ ହେଉଛି ଓଡିଏଫ୍‌ପ୍ଲସ୍‌ ପ୍ଲସ୍‌ ମାନ୍ୟତା। ୨୦୨୦…

ସର୍ବସାଧାରଣରେ ଧୂମପାନ ନିଷେଧ ଦିଶାହୀନ

ଭୁବନେଶ୍ୱର,୧୧।୧(ବ୍ୟୁରୋ): ତମାଖୁ ସେବନ କ୍ୟାନ୍‌ସରର କାରଣ। ସିଗାରେଟ ଓ ଅନ୍ୟ ତମାଖୁ ବ୍ୟବହାରକାରୀଙ୍କ ପାଇଁ ଏପରି ସତର୍କତା ସତ୍ତ୍ୱେ ଲୋକେ ଏହାଠାରୁ ଦୂରେଇ ଯାଇପାରୁନାହାନ୍ତି। ନିଜେ ବିପଦକୁ…

ଭାରତକୁ ସହାୟତା ମାଗିଲେ ୧୦ ଦେଶ

ନୂଆଦିଲ୍ଲୀ,୧୧।୧: କରୋନା ମହାମାରୀ ଲଢ଼େଇରେ ପୃଥିବୀରେ ଭାରତ ଆଗୁଆ ରହିଛି। ସାର୍ବଜନୀକ ଭାବେ ଦେଶରେ କୋଭିଶିଲ୍ଡ୍‌ ଏବଂ କୋଭାକ୍ସିନ୍‌ କରୋନା ଟିକା ଦେବାଲାଗି ପ୍ରସ୍ତୁତି ଚୂଡ଼ାନ୍ତ ପର୍ଯ୍ୟାୟରେ…

ଦୀର୍ଘ ୯ ମାସ ପରେ ଆଜି ଖୋଲିଲା ବାବା ଧବଳେଶ୍ୱରଙ୍କ ମନ୍ଦିର

କଟକ ଅଫିସ,୧୧।୧: ଦୀର୍ଘ ୯ ମାସ ପରେ କୋଭିଡ କଟକଣା ମଧ୍ୟରେ ସୋମବାର ଖୋଲିଛି ପ୍ରଭୁ ଧବଳେଶ୍ୱରଙ୍କ ମନ୍ଦିର। ଆଜି ଶ୍ରଦ୍ଧାଳୁମାନେ ବାବାଙ୍କୁ ଦର୍ଶନ କରି ବହୁତ…

‘କିରଣ ବେଦୀଙ୍କୁ ବହିଷ୍କାର କର’

ପୁଡ଼ୁଚେରୀ, ୧୧।୧: ଉପରାଜ୍ୟପାଳ କିରଣ ବେଦୀଙ୍କ ବହିଷ୍କାର ଦାବିରେ ପୁଡ଼ୁଚେରୀ ମୁଖ୍ୟମନ୍ତ୍ରୀ ଭି. ନାରାୟଣସ୍ବାମୀଙ୍କ ଧାରଣା ରବିବାର ତୃତୀୟ ଦିନରେ ପହଞ୍ଚତ୍ଛି। ସେ ବେଦୀଙ୍କ ସରକାରୀ ବାସଭବନ…

ଟ୍ରମ୍ପ୍‌ଙ୍କ ବିରୋଧରେ ମହାଭିଯୋଗ ପ୍ରକ୍ରିୟା ଆଜି

ଓ୍ବାଶିଂଟନ, ୧୧।୧(ଆଇଏଏନ୍‌ଏସ୍‌): ଆମେରିକାର କ୍ୟାପିଟୋଲ୍‌ ବିଲ୍ଡିଂରେ ୬ ତାରିଖରେ ଘଟିଥିବା ହିଂସା ପାଇଁ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କୁ ଦାୟୀ କରି ହାଉସ୍‌ ଅଫ୍‌ ରିପ୍ରେଜେଣ୍ଟେଟିଭ୍ସର ୩ ଜଣ…

ବଢୁଛି ବିଟ୍‌କଏନ୍‌ ବ୍ୟବହାର: ୨୦୩୦ ବେଳକୁ ୧କୋଟି ଛୁଇଁବ ମୂଲ୍ୟ

ନୂଆଦିଲ୍ଲୀ,୧୧।୧: ବର୍ତ୍ତମାନ ସମୟରେ ବିଟ୍‌ କଏନର ବ୍ୟବହାର ଓ ଚାହିଦା ମାତ୍ରାଧିକ ବୃଦ୍ଧି ପାଉଛି। ଫଳରେ ଦେଶ ବିଦେଶରେ ପ୍ରଚଳିତ ବିଭିନ୍ନ ମୁଦ୍ରାର ଏକ ବିକଳ୍ପ ହୋଇଛି ଏହି…