୧୪୪ ବର୍ଷ ଟେଷ୍ଟ ଇତିହାସରେ ପ୍ରଥମ ବଲ୍‌ରେ ଛକା ମାରିଛନ୍ତି କେବଳ ଏହି କ୍ରିକେଟର, ଏବେ ବିସ୍ଫୋରକ ବ୍ୟାଟ୍ସମ୍ୟାନ୍‌ ତାଲିକାରେ ନାମ

ନୂଆଦିଲ୍ଲୀ,୮।୧: କ୍ରିକେଟର ତିନି ଫର୍ମାଟ ମଧ୍ୟରୁ ଟେଷ୍ଟ କ୍ରିକେଟ ସବୁଠାରୁ ଲମ୍ବା। ଏହା ଖେଳାଳିଙ୍କ ଧୌର୍ଯ୍ୟର ପରୀକ୍ଷା ନେଇଥାଏ। ପାଞ୍ଚ ଦିନ ଧରି ଚାଲୁଥିବା ଏହି ଫର୍ମାଟରେ…

‘ମ୍ୟାଡାମ୍‌ ଚିଫ୍‌ ମିନିଷ୍ଟର’ର ଟ୍ରେଲର୍‌କୁ ନେଇ ହଙ୍ଗାମା

ବଲିଉଡ୍‌ ଅଭିନେତ୍ରୀ ରିଚା ଚଢାଙ୍କ ଆଗାମୀ ଫିଲ୍ମ ‘ମ୍ୟାଡାମ୍‌ ଚିଫ୍‌ ମିନିଷ୍ଟର’ର ଟ୍ରେଲର ରିଲିଜ ହୋଇଛି। ଯାହାକୁ ନେଇ ହଙ୍ଗାମା ସୃଷ୍ଟି ହୋଇଛି। ରିଚାଙ୍କ ଅଭିନୟଠାରୁ ଆରମ୍ଭ…

ମୋଦି ପ୍ରଥମେ ନିଅନ୍ତୁ କରୋନା ଭ୍ୟାକ୍ସିନ ତା’ପରେ ଆମେ ନେବୁ: ତେଜପ୍ରତାପ

ପାଟନା,୮ ।୧: କରୋନା ଭାଇରସ ସଂକ୍ରମଣ ଲୋକଙ୍କ ମନରେ ଯେତିକି ଭୟ ସୃଷ୍ଟି କରିଥିଲା ଏହାର ଭ୍ୟାକ୍ସିନ ବା ଟିକା ଆସିବା ପରେ ଲୋକଙ୍କ ମନରେ ସେତିକି…

ଆଜି ରାଜ୍ୟରୁ ୨୪୫ ପଜିଟିଭ୍‌ ଚିହ୍ନଟ, ଆଉ ୨ ଜଣଙ୍କ ଜୀବନ ଗଲା

ଭୁବନେଶ୍ୱର,୮।୧(ବ୍ୟୁରୋ) : ଶୁକ୍ରବାର ରାଜ୍ୟରେ ୨୪୫ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୧,୩୯୬ରେ ପହଞ୍ଚିଥିବା ରାଜ୍ୟ ସୂଚନା…

ଦୃଷ୍ଟି ଆଢୁଆଳରେ କ୍ଷେତମୁଣ୍ଡଳୀର ମା’ ରାମଚଣ୍ଡୀ

ଜଗନ୍ନାଥପ୍ରସାଦ,୮।୧(ଡି.ଏନ.ଏ.): ଘୁମୁସର ବନାଞ୍ଚଳର ଜଗନ୍ନାଥପ୍ରସାଦ ବ୍ଲକ କ୍ଷେତମୁଣ୍ଡଳୀ ପଞ୍ଚାୟତ ନିକଟ ବଣପାହାଡ ମଧ୍ୟରେ ଅବସ୍ଥାନ କରିଛନ୍ତି ମାଡ଼ ରାମଚଣ୍ଡି। ଜଗନ୍ନାଥପ୍ରସାଦ ମୁଖ୍ୟ ରାସ୍ତାରୁ କ୍ରିୟାଧର କ୍ଷେତମୁଣ୍ଡାଳୀ ପଞ୍ଚାୟତ ରାସ୍ତାରେ…

ପରିବାର ଲୋକେ ନୃତ୍ୟ ଶିଖିବାକୁ ମନା କରିବାରୁ ଏମିତି କାଣ୍ଡ ଘଟାଇଲେ ୧୦ମ ଣ୍ରେଣୀ ଛାତ୍ରୀ

ଜୟପୁର, ୮।୧: ରାଜସ୍ଥାନର ଧୋଲପୁର ଜିଲାର ଏକ ସରକାରୀ ବିଦ୍ୟାଳୟର ୧୦ମ ଶ୍ରେଣୀ ଛାତ୍ରୀ ନିଜ ଘରେ ନୃତ୍ୟ ଅଭ୍ୟାସ କରୁଥିଲେ। ଏ ନେଇ ମା’ବାପା ତାଙ୍କୁ…

ବିଷାକ୍ତ ମଦ ନେଲା ୪ ଜୀବନ: ତଦନ୍ତ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ବୁଲନ୍ଦସହର,୮।୧: ଉତ୍ତରପ୍ରଦେଶର ବୁଲନ୍ଦସହରରେ ଅଭାବନୀୟ ଘଟଣା ଘଟିଛି। ବିଷାକ୍ତ ମଦ ପିଇବା କାରଣରୁ ୪ ଜଣଙ୍କର ମୃତ୍ୟୁ ହୋଇଛି। ଏଥିପାଇଁ ପୋଲିସ ଷ୍ଟେଶନ ଦାୟିତ୍ୱରେ ଥିବା ଦୀକ୍ଷିତ…

ଗାଁକୁ ସର୍ବନିମ୍ନ ସୁବିଧା ଦେବାରେ ବିଫଳ ପ୍ରଶାସନ

ଫୁଲବାଣୀ ଅଫିସ, ୮।୧: କନ୍ଧମାଳ ଜିଲାର ଅନେକ ଗ୍ରାମ ବାହ୍ୟ ମଳମୁକ୍ତ ହୋଇଥିବା ଘୋଷଣା କରାଯାଇଛି। ଏଥିପାଇଁ ଜାତୀୟସ୍ତରରେ ଜିଲାକୁ ପୁରସ୍କାର ମଧ୍ୟ ମିଳିଛି। ସରକାରୀ ଅଧିକାରୀ ଗ୍ରାମରେ…

କରୋନା ଭୟରେ ପୁଣି ଚାଇନାରେ ଲକ୍‌ଡାଉନ

ବେଜିଂ,୮ ।୧: କରୋନା ମହାମାରୀ ଏବେବି ବିଶ୍ୱବାସୀଙ୍କୁ ତା’ କବଳରେ ରଖିଛି । କରୋନାର ଉତ୍ପତି ସ୍ଥଳ ଚାଇନା ବି ଏଥିରୁ ବାଦ୍ ପଡିନାହିଁ । ଏବେ…

ଟ୍ରମ୍ପଙ୍କୁ ରାଷ୍ଟ୍ରପତି ପଦରୁ ହଟା ନ ଗଲେ ଆସିବ ମହାଭିଯୋଗ

ଓ୍ବାଶିଂଟନ୍‌,୮।୧: ଆମେରିକାର ରାଷ୍ଟ୍ରପତି ନିର୍ବାଚନର ଫଳାଫଳକୁ ନେଇ ରାଜନୈତିକ କନ୍ଦଳ ଦେଖାଯାଇଛି। ଆମେରିକାର କ୍ୟାପିଟାଲ ହିଲ ବିଲଡିଂ ବାହାରେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସମର୍ଥକ ହିଂସା ସୃଷ୍ଟି…