ପଞ୍ଜାବର ସ୍ଥପତି ଦେବେ ରାଫାଲ ଜେଟ୍‌ର ଅନୁଭୁତି

ଚଣ୍ଡିଗଡ଼,୪ ।୩: ପଞ୍ଜାବର ସ୍ଥପତି ରାମପାଲ ବେହନିୱାଲ ନିଜର ବୁଦ୍ଧି ଖଟାଇ ଏକ ଯାନ ନିର୍ମାଣ କରିଛନ୍ତି । ଯାହା ଦେଖିବାକୁ ଅବିକଳ ଯୁଦ୍ଧ ବିମାନ ରାଫାଲ…

ମୁଖ୍ୟମନ୍ତ୍ରୀ ମାତା ପିତାଙ୍କ ସହିତ ନେଲେ କରୋନା ଟିକାର ପ୍ରଥମ ଡୋଜ୍‌

ନୂଆଦିଲ୍ଲୀ,୪।୩: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ କରୋନା ଟିକାର ଦ୍ୱିତୀୟ ପର୍ଯ୍ୟାୟ ଟିକାକରଣ ଅଭିଯାନରେ ଗୁରୁବାର ପ୍ରଥମ ଡୋଜ୍‌ ନେଇଛନ୍ତି। ମୁଖ୍ୟମନ୍ତ୍ରୀ ଦିଲ୍ଲୀର ଲୋକନାୟକ ଜୟପ୍ରକାଶ ହସ୍ପିଟାଲରେ…

୭୦ ନୁହେଁ ୧୦୭ ଏକର ଜମିରେ ନିର୍ମିତ ହେବ ଭବ୍ୟ ରାମମନ୍ଦିର: ଅଧିକ ଜମି କିଣିଛି ଟ୍ରଷ୍ଟ୍‌

ଅଯୋଧ୍ୟା,୪।୩: ପ୍ରଭୁ ଶ୍ରୀରାମଙ୍କ ଭବ୍ୟ ରାମମନ୍ଦିର ୭୦ ଏକର ଜମିରେ ନିର୍ମାଣ କରାଯିବ ବୋଲି ପୂର୍ବରୁ କହାଯାଇଥିଲା। ତେବେ ପ୍ରକୃତରେ ମନ୍ଦିର ନିର୍ମାଣ ୧୦୭ ଏକର ଜମିରେ…

ନାଗରିକ ସ୍ବତନ୍ତ୍ରତା: ଭାରତର ରେଟିଂ କମିଲା

ନୂଆଦିଲ୍ଲୀ,୪।୩: ଭାରତରେ ନାଗରିକଙ୍କ ସ୍ବତନ୍ତ୍ରତା ଗତ ବର୍ଷ ତୁଳନାରେ ଚଳିତ ବର୍ଷ କମିଛି। ଆମେରିକା ସଂସ୍ଥା ଫ୍ରିଡ଼ମ୍‌ ହାଉସ୍‌ ପକ୍ଷରୁ ପ୍ରକାଶିତ ଏକ ରିପୋର୍ଟରେ ଏହା ଉଲ୍ଲେଖ…

ଗୁଳିମାଡ଼ରେ ୩୮ ନିହତ

ୟାଙ୍ଗୁନ୍‌, ୪।୩: ମ୍ୟାନ୍‌ମାର ବିକ୍ଷୋଭକାରୀଙ୍କ ଉପରେ ସୁରକ୍ଷା ବଳର ଦମନଲୀଳା ଦିନକୁ ଦିନ ବଢ଼ିବାରେ ଲାଗିଛି। ବୁଧବାର ବିଭିନ୍ନ ସହରରେ ପୋଲିସ ଓ ସେନା ଗୁଳିରେ ୩୮…

ଆତ୍ମହତ୍ୟାରେ ଶେଷ ଯୌତୁକ ଯନ୍ତ୍ରଣା

ଅହମଦାବାଦ, ୪ା୩: ଗତ ଫେବୃୟାରୀ ୨୫ରେ ସାବରମତୀ ନଦୀକୁ ଲମ୍ଫ ମାରି ଆତ୍ମହତ୍ୟା କରିଥିଲେ ଗୁଜରାଟ ଅହମଦାବାଦର ଆୟେଶା। ଏହା ପୂର୍ବରୁ ସେ ଏକ ଭିଡିଓ କରିଥିଲେ।…

ପ୍ରାର୍ଥିତ୍ୱ ପ୍ରତ୍ୟାହାର କଲେ ନୀରା ଟଣ୍ଡନ

ଓ୍ବାଶିଂଟନ, ୪।୩(ପି.ଟି.): ଭାରତୀୟ ବଂଶୋଦ୍ଭବ ନୀରା ଟଣ୍ଡନଙ୍କୁ ହ୍ବାଇଟ୍‌ ହାଉସ ଅଫିସ ଅଫ୍‌ ମ୍ୟାନେଜମେଣ୍ଟ ଆଣ୍ଡ ବଜେଟର ନିର୍ଦ୍ଦେଶିକା ଭାବେ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌ ମନୋନୀତ…

ଏମର୍ଜେନ୍ସି ଭୁଲ୍‌ ଥିଲା

ନୂଆଦିଲ୍ଲୀ,୪ା୩ : ୧୯୭୫ ଜୁନ୍‌ ୨୫ରୁ ୧୯୭୭ ମାର୍ଚ୍ଚ ୨୧ ଏକୋଇଶ ମାସର ଅବଧି। ଏହି କାଳଖଣ୍ଡରେ ସୃଷ୍ଟି ହୋଇଥିଲା ସ୍ବାଧୀନ ଭାରତର ସବୁଠୁ କଳଙ୍କିତ ଓ…

ଓଡ଼ିଶା ଓମେନ୍ସ ଲିଗ୍‌ ଫୁଟ୍‌ବଲ: ଯଶୋଦାଙ୍କ ଡବଲ୍‌ ଗୋଲ, ରାଇଜିଂ ଷ୍ଟୁଡେଣ୍ଟ ବିଜୟୀ

ଭୁବନେଶ୍ୱର,୪।୩(ସ୍ପୋର୍ଟ୍ସ ବ୍ୟୁରୋ): ଏଠାରେ ଚାଲିଥିବା ଓଡ଼ିଶା ଓମେନ୍ସ ଲିଗ୍‌ (ଓଡବ୍ଲ୍ୟୁଏଲ୍‌) ଫୁଟ୍‌ବଲରେ ବୁଧବାର ଖେଳାଯାଇଥିବା ମ୍ୟାଚ୍‌ରେ ରାଇଜିଂ ଷ୍ଟୁଡେଣ୍ଟ ବିଜୟୀ ହୋଇଛି। ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମରେ ଅନୁଷ୍ଠିତ…

ଭିନ୍ନମତ ଦେଶଦ୍ରୋହ ନୁହେଁ

ନୂଆଦିଲ୍ଲୀ,୪ା୩(ପି.ଟି.): ସରକାରଙ୍କ ଆଭିମୁଖ୍ୟଠାରୁ ଭିନ୍ନମତ ପୋଷଣ କରିବା ଦେଶଦ୍ରୋହ ପଦବାଚ୍ୟ ହେବ ନାହିଁ ବୋଲି ବୁଧବାର ସୁପ୍ରିମକୋର୍ଟ ସ୍ପଷ୍ଟ କରିଛନ୍ତି। ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଫାରୁକ୍‌ ଅବ୍‌ଦୁଲ୍ଲାଙ୍କ…