ବିଗ୍‌ ବିଙ୍କ ଜୀବନର ଗତିପଥ ବଦଳାଇ ଦେଇଥିଲା ‘ଆନନ୍ଦ’

ମୁମ୍ବାଇ: ବିଗ ବି ଅମିତାଭ ବଚ୍ଚନଙ୍କୁ ପ୍ରଥମେ ବଲିଉଡ୍‌ରେ ବହୁ ସଂଘର୍ଷ କରିବାକୁ ପଡ଼ିଛି। ଷ୍ଟାର ମାନ୍ୟତା ପାଇବା ପାଇଁ ବିଗ୍‌ ବିଙ୍କ ଆଖିରୁ ନିଦ ହଜି…

ଲାଲକିଲ୍ଲା ହିଂସା ପଛରେ ଭାଜପା: କେଜରିଓ୍ବାଲ

ନୂଆଦିଲ୍ଲୀ,୧।୩ : ସାଧାରଣତନ୍ତ୍ର ଦିବସରେ କୃଷକଙ୍କ ଟ୍ରାକ୍ଟର ରାଲିବେଳେ ଘଟିଥିବା ଲାଲକିଲ୍ଲା ହିଂସା ପାଇଁ ଭାଜପା କର୍ମୀଙ୍କୁ ଦାୟୀ କରିଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ। ମିରଟଠାରେ…

ଏହି ଯୁବତୀଙ୍କ ପ୍ରେମରେ ଉବୁଟୁବୁ ବାହୁବଳୀ ପ୍ରଭାସ!

‘ବାହୁବଳୀ’ ଷ୍ଟାର ପ୍ରଭାସଙ୍କ ବିବାହକୁ ସବୁବେଳେ ଚର୍ଚ୍ଚା ହୋଇଥାଏ। ସେ କେବେ ଓ କାହାକୁ ବିବାହ କରିବେ ତାହା ଜାଣିବା ପାଇଁ ପ୍ରଶଂସକଙ୍କ ପ୍ରବଳ ଇଚ୍ଛା। ଏପର୍ଯ୍ୟନ୍ତ…

ଇଣ୍ଡିଆନ ସୁପର ଲିଗ୍‌: ଲିଗ୍‌ ଓ୍ବିନର୍ସ ଶିଲ୍ଡ ଜିତିଲା ମୁମ୍ବାଇ

ଭୁବନେଶ୍ୱର,୧।୩: ଚଳିତ ଇଣ୍ଡିଆନ ସୁପର ଲିଗ୍‌(ଆଇଏସ୍‌ଏଲ୍‌)ର ଅନ୍ତିମ ଲିଗ୍‌ ମ୍ୟାଚ୍‌ରେ ମୁମ୍ବାଇ ସିଟ୍‌ ଏଫ୍‌ସି ୨-୧ ଗୋଲରେ ଏଟିକେ ମୋହନବାଗାନ(ଏଟିକେଏମ୍‌ବି)କୁ ପରାସ୍ତ କରିଛି। ଏଥି ସହ ମୁମ୍ବାଇ…

ପୋପିରିନଙ୍କୁ ସିଙ୍ଗାପୁର ଏଟିପି ଟାଇଟଲ

ସିଙ୍ଗାପୁର,୧।୩: ଅଷ୍ଟ୍ରେଲିଆର ଆଲେକ୍ସେଇ ପୋପିରିନ୍‌ ସିଙ୍ଗାପୁର ଏଟିପି ଟାଇଟଲ ହାସଲ କରିଛନ୍ତି। ରବିବାର ଅନୁଷ୍ଠିତ ଫାଇନାଲ ମ୍ୟାଚ୍‌ରେ ସେ କାଜାଖସ୍ତାନର ଆଲେକଜାଣ୍ଡର ବଲବିକ୍‌ଙ୍କୁ ୪-୬, ୬-୦, ୬-୨ସେଟ୍‌ରେ…

କ୍ଷୀରରେ ଏହାକୁ ମିଶାଇ ପିଅନ୍ତୁ, ଦୂରହେବ ଆଣ୍ଠୁଗଣ୍ଠି ସମସ୍ୟା

ଔଷଧୀୟ ଗୁଣରେ ଭରପୂର୍‌ ଡାଲଚିନ୍‌। ଅନେକ ପ୍ରକାର ରୋଗର ରାମବାଣ ଔଷଧ ଭାବେ ଏହା ପରିଚିତ। କ୍ଷୀରରେ ସାମାନ୍ୟ ଡାଲଚିନି ଗୁଣ୍ଡ ମିଶାଇ ପିଇଲେ ଶରୀରକୁ ଦ୍ୱିଗୁଣା…

ପଥର ଖାଦାନରେ ବିସ୍ଫୋରଣ

ଲଖନପୁର,୨୮।୨: ଝାରସୁଗୁଡ଼ା ଜିଲା ଲଖନପୁର ବ୍ଲକ ସେନାମାଲ ପଥର ଖାଦାନରେ ବିସ୍ଫୋରଣ ଘଟି ଜଣେ କର୍ମଚାରୀଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ ବାଦିମାଲ ଗ୍ରାମର ହରେକୃଷ୍ଣ ଭୋଇ(୩୬)।…

ଓଡ଼ିଶା: ଆଜିର ଫଟୋ (ଫେବୃୟାରୀ ୨୮, ୨୦୨୧)

ପ୍ରୟାସ ଅନୁଷ୍ଠାନ ପକ୍ଷରୁ ଆୟୋଜିତ ସାମୁହିକ ବିବାହ ମହୋତ୍ସବ ଭୁବନେଶ୍ୱରର ରାମମନ୍ଦିର ନିକଟରେ ରବିବାର କାଲିଙ୍ଗ ଷ୍ଟାଡିୟମରେ ଓଡିଶା ମହିଳା ଲିଗର ଉଦ୍ଘାଟନୀ ମ୍ୟାଚରେ ଓଡିଶା ପୋଲିସ…

ସୀମାନ୍ତବାସୀଙ୍କୁ ଭେଟି ସମସ୍ୟା ବୁଝିଲେ ଜିଲାପାଳ

ବରଗଡ଼ ଅଫିସ,୨୮।୨- ବରଗଡ଼ ଜିଲାପାଳ ଜ୍ୟୋତିରଞ୍ଜନ ପ୍ରଧାନ ରବିବାର ପଡୋଶୀ ଛତିଶଗଡ଼ ରାଜ୍ୟକୁ ଲାଗି ରହିଥିବା ଝାରବନ୍ଧ ବ୍ଲକ ଅନ୍ତର୍ଗତ ଶିକାରିପାଲି, ଭଏଁଷାଦର୍ହା, ବଡ଼ ଅନକି ଆଦି…

ଏମିତି କ’ଣ ହେଲା ବରକୁ ବନ୍ଧକ ରଖିଲେ କନ୍ୟାଘର ଗ୍ରାମବାସୀ

ବୌଦ୍ଧ,୨୮ା୨: ବରଯାତ୍ରୀଙ୍କ ମଧ୍ୟରୁ କେତେଜଣ ଯୁବକଙ୍କ ଦୁର୍ବ୍ୟବହାର ପାଇଁ ଶେଷରେ ବନ୍ଧକ ରହିଲେ ବର। ଏଭଳି ଅଭିଯୋଗ ପାଇ ବୌଦ୍ଧ ଆଦର୍ଶ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍…