ପୁଡୁଚେରୀ ବାଚସ୍ପତିଙ୍କ ଇସ୍ତଫା

ନୂଆଦିଲ୍ଲୀ,୨୮।୨୧: ପୁଡୁଚେରୀ ବିଧାନସଭା ବାଚସ୍ପତି ଭି.ପି ସିଭାକୋଲୁଣ୍ଡୁ ରବିବାର ସ୍ବାସ୍ଥ୍ୟଗତ କାରଣ ଦର୍ଶାଇ ରାଜ୍ୟପାଳଙ୍କୁ ଇସ୍ତଫା ପତ୍ର ପ୍ରଦାନ କରିଛନ୍ତି। ୨୦୧୬ ବିଧାନସଭା ର୍ନିବାଚନରେ ସିଭାକୋଲୁନ୍ଧୁ ଲସ୍‌ପେଟ…

୧୦ହଜାର ଟଙ୍କା ପାଇଁ ପୋଲିସ ମଧ୍ୟରେ ଝଗଡା

ପାଟନା,୨୮।୨: ବିହାରର ବକ୍ସରରେ କିଛି ପୋଲିସ କର୍ମଚାରୀଙ୍କ ଭିଡିଓ ଏବେ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ୧୦ ହଜାର ଟଙ୍କାକୁ ନେଇ ପୋଲିସ କର୍ମଚାରୀଙ୍କ ମଧ୍ୟରେ ଝଗଡା…

୫ଟି ନୁହେଁ ୬ଟି ଭେନ୍ୟୁରେ ଖେଳାଯିବ ଆଇପିଏଲ

ମୁମ୍ବାଇ,୨୮।୨ : ଚଳିତ ବର୍ଷ ହେବାକୁ ଥିବା ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ) ଲାଗି ବିସିସିଆଇ ୬ଟି ଭେନ୍ୟୁ ଚୂଡ଼ାନ୍ତ କରିଛି। ବାଙ୍ଗାଲୋର, ଚେନ୍ନାଇ, କୋଲକାତା, ଅହମ୍ମଦାବାଦ…

ପଶ୍ଚିମବଙ୍ଗରେ ଭାଜପା କର୍ମୀଙ୍କୁ ଘରେ ପଶି ଆକ୍ରମଣ

କୋଲକତା,୨୮।୨: ପଶ୍ଚିମବଙ୍ଗ ନିର୍ବାଚନରେ ରକ୍ତପାତ ହେବାର ସମ୍ଭାବନା ସତ ପ୍ରମାଣିତ ହେବାରେ ଲାଗିଛି। ରାଜ୍ୟର ଉତ୍ତର ୨୪ ପରଗଣା ଜିଲାରେ ଜଣେ ଭାଜପା ନେତାଙ୍କୁ ଘରେ ପଶି…

ପ୍ରେମିକ ଅନ୍ୟତ୍ର ବିବାହ କରୁଥିବାରୁ ଥାନାରେ ଏମିତି କଲେ ପ୍ରେମିକା

ଭୁବନେଶ୍ୱର,୨୮।୨: କମିଶନରେଟ ପୋଲିସ ଅଧୀନ ବାଲିପାଟଣା ଥାନା ପରିସରରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମିକ ଜଣକ ଅନ୍ୟତ୍ର ବିବାହ କରୁଥିବା ଖବର ପାଇ ପ୍ରେମିକା ଜଣକ…

ଟିକ୍‌ଟକ୍‌ ଷ୍ଟାର୍‌ ଆତ୍ମହତ୍ୟା ମାମଲାରେ ମନ୍ତ୍ରୀ ଦେଲେ ଇସ୍ତଫା

ପୁଣେ,୨୮।୨: ମହାରାଷ୍ଟ୍ରର ପରିବେଶ ମନ୍ତ୍ରୀ ତଥା ଶିବସେନା ନେତା ସଞ୍ଜୟ ରାଠୋର ରବିବାର ନିଜ ପଦରୁ ଇସ୍ତଫା ଦେଇଛନ୍ତି। ପୁଣେର ଜଣେ ଟିକ୍‌ଟକ୍‌ ଷ୍ଟାର୍‌ଙ୍କ ମୃତ୍ୟୁ ମାମଲାରେ…

ଭାରତ ଡବ୍ଲ୍ୟୁଟିସି ଫାଇନାଲରେ ପ୍ରବେଶ କଲେ ବାତିଲ ହେବ ଏସିଆ କପ୍‌

କରାଚୀ,୨୮।୨ : ଆସନ୍ତା ୪ ତାରିଖରୁ ଭାରତ ଓ ଇଂଲଣ୍ଡ ମଧ୍ୟରେ ଆରମ୍ଭ ହେବାକୁ ଯାଉଛି ୪ ମ୍ୟାଚ୍‌ ଟେଷ୍ଟ ସିରିଜ୍‌ର ଅନ୍ତିମ ମ୍ୟାଚ୍‌। ଏହି ମ୍ୟାଚ୍‌କୁ…

ଭାଇ ଡେବ୍ୟୁ କରିବାକୁ ନେଇ ଖୁସିରେ ଆତ୍ମହରା ହେଲେ ଏହି କ୍ରିକେଟର୍‌

କୋଲକତା,୨୮।୨: ଭାରତୀୟ ଦ୍ରୁତ ବୋଲର ମହମ୍ମଦ ଶାମିଙ୍କ ଭାଇ ମହମ୍ମଦ କୈଫ ବଙ୍ଗଳା ପକ୍ଷରୁ ବିଜୟ ହଜାରେ ଟ୍ରଫିରେ ଡେବ୍ୟୁ କରୁଛନ୍ତି। ସେ ଜମ୍ମୁ-କଶ୍ମୀର ବିରୋଧରେ ନିଜର…

ମୋଦିଙ୍କୁ ପ୍ରଶଂସାରେ ପୋତି ପକାଇଲେ କଂଗ୍ରେସର ବରିଷ୍ଠ ନେତା

ନୂଆଦିଲ୍ଲୀ,୨୮।୨: କଂଗ୍ରେସର ବରିଷ୍ଠ ନେତା ଗୁଲାମ ନବୀ ଆଜାଦ ରବିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛନ୍ତି। ଜମ୍ମୁରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଗୁଜରାଟ ସମ୍ପ୍ରଦାୟକୁ ସମ୍ବୋଧିତ…

କେନ୍ଦ୍ରମନ୍ତ୍ରୀ କହିଲେ, ‘ଝିଅ ପରଧନ, ବିଦା କରିଦେବୁ’: ଉଠିଲା ବିବାଦ

କୋଲକତା, ୨୮।୨: ପଶ୍ଚିମବଙ୍ଗ ବିଧାନସଭା ପୂର୍ବରୁ ଭାରତୀୟ ଜନତା ପାର୍ଟି ଏବଂ ତୃତଣମୂଳ କଂଗ୍ରେସ(ଟିଏମସି) ମଧ୍ୟରେ ବାକ୍‌ଯୁଦ୍ଧ ଜୋରଦାର ହେଉଛି। ନିକଟରେ କେନ୍ଦ୍ର ମନ୍ତ୍ରୀ ବାବୁଲ ସୁପ୍ରିୟୋ…