୫୦ ବର୍ଷର ସ୍ବପ୍ନକୁ ପ୍ରତାରଣା

ନୟାଗଡ଼ ଅଫିସ,୨୬।୨: ନୟାଗଡ ଜିଲାର ଜୀବନରେଖା କୁହାଯାଉଥିବା ବୃତ୍ତଙ୍ଗ ଜଳସେଚନ ପ୍ରକଳ୍ପକୁ କାର୍ଯ୍ୟକାରୀ ଦାବିରେ ଦଶପଲ୍ଲାର ମହାବୀର ମନ୍ଦିରରୁ ଆରମ୍ଭ ହୋଇଥିବା ପଦଯାତ୍ରା ନୟାଗଡରେ ଗୁରୁବାର ଉଦ୍‌ଯାପିତ…

ବତିଘର ଅଞ୍ଚଳ ଉଚ୍ଛେଦ ଜଙ୍ଗଲ ଜମିରେ ଚିଙ୍ଗୁଡ଼ିଘେରି

ମହାକାଳପଡା,୨୬।୨(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ବତିଘର ଫରେଷ୍ଟ ସେକ୍‌ଶନ ଅଧୀନ ଯୋଗୀଧନକୁଦ ଓ ହଷିଣାକନ୍ଧା ଜଙ୍ଗଲ ଜମି ଅଞ୍ଚଳରେ କିଛିମାସ ପୂର୍ବରୁ ବନ ବିଭାଗ, ରାଜସ୍ବ ଓ ପୋଲିସ…

ଇତିହାସ ରଚିଲେ ରୁଟ୍‌: ୩୮ ବର୍ଷ ପରେ କଲେ ଏମିତି କାରନାମା

ଅହମ୍ମଦାବାଦ,୨୬।୧: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଖେଳାଯାଇଥିବା ଦିବାରାତ୍ର ଟେଷ୍ଟରେ ଘରୋଇ ଦଳ ବିଜୟ ହାସଲ କରିଛି। ଭାରତୀୟ ଦଳ ପ୍ରଥମ ଇନିଂସରେ ୧୪୫ ରନ କରିଥିଲା।…

କାଗଜକଲମରେ ବାହ୍ୟ ମଳମୁକ୍ତ ବ୍ଲକ

ନାଉଗାଁ,୨୬।୨(ସ୍ବ.ପ୍ର): କେନ୍ଦ୍ର ସରକାର ସ୍ବଚ୍ଛ ଭାରତ ଅଭିଯାନ ମାଧ୍ୟମରେ ୨୦୧୫ରୁ ହିତାଧିକାରୀଙ୍କୁ ମାଗଣାରେ ପାଇଖାନା ଯୋଗାଇ ଦିଆଯାଉଛି। ଗ୍ରାମାଞ୍ଚଳରେ ସମସ୍ତଙ୍କ ପାନୀୟ ଜଳର ବ୍ୟବସ୍ଥା କରାଯାଇଛି। ବାହାରେ…

ଚାଷକରି ଫସିଗଲେ ଆଳୁଚାଷୀ

କେନ୍ଦ୍ରାପଡ଼ା ଅଫିସ,୨୬।୨: କେନ୍ଦ୍ରାପଡ଼ା ଜିଲାରେ ଦୁଇମାସ ପୂର୍ବେ ଆଳୁ କିଗ୍ରା ପ୍ରତି ୪୦ ଟଙ୍କାରେ ବିକ୍ରି ହେଉଥିଲା। ଏବେ କିଗ୍ରା ପ୍ରତି ମାତ୍ର ୩ ଟଙ୍କାରେ କ୍ଷେତରୁ…

‘ମୁକେଶ ଭାଇ ଏହା କେବଳ ଟ୍ରେଲର୍‌, ସମସ୍ତ ପ୍ରସ୍ତୁତି ହୋଇସାରିଛି’

ମୁମ୍ବାଇ,୨୬।୨: ଦେଶର ଧନୀ ବ୍ୟକ୍ତି ମୁକେଶ ଅମ୍ବାନୀଙ୍କ ଘର ବାହାରେ ସନ୍ଦେହଜନକ କାର ମିଳିବା ଘଟଣାରେ ୭ ଜଣଙ୍କୁ ପୋଲିସ ପଚରାଉଚରା କରିଛି। କେବଳ ଏତିକି ନୁହେଁ…

୪୮ ବର୍ଷ ବୟସରେ ୩୩ ବର୍ଷୀୟ ମଡେଲଙ୍କୁ ଡେଟ୍‌ କରୁଛନ୍ତି ଏହି ଅଭିନେତା, ବାହା ନ ହୋଇ ବି ହୋଇଛନ୍ତି ପିତା

ବମ୍ବେ: ପ୍ରେମ କେତେବେଳେ କେଉଁ ପରିସ୍ଥିତିରେ ଜୀବନ ପରିଧି ଆଡେଇ ହୃଦୟକୁ କବ୍ଜା କରେ ତାହା କହିହୁଏନା। ଠିକ୍‌ ସେଭଳି କିଛି ହୋଇଥିଲା ଅଭିନେତା ଅର୍ଜୁନ ରାମପାଲଙ୍କ…

ଛତିଶଗଡ଼ କବ୍‌ଜାରେ ମହୁଲପାହାଡ଼

ଲଖନପୁର,୨୬।୨(ଡି.ଏନ୍‌.ଏ.): ଓଡିଶା-ଆନ୍ଧ୍ରପ୍ରଦେଶ ସୀମାରେ ଥିବା କୋରାପୁଟ ଜିଲା କୋଟିଆ ପଞ୍ଚାୟତକୁ ନେଇ ଉଭୟ ରାଜ୍ୟ ମଧ୍ୟରେ ଦେଖାଦେଇଛି ସୀମା ବିବାଦ। ଏ ନେଇ ଚଳିତ ବିଧାନସଭାରେ ବିରୋଧୀ…

ଛାତ୍ରୀଙ୍କୁ ଅନ୍ତଃସତ୍ତ୍ୱା ମାମଲା: ଅଧ୍ୟାପକଙ୍କୁ ୭ ବର୍ଷ ଜେଲ

ଯାଜପୁର ଟାଉନ,୨୬।୨(ଡି.ଏନ.ଏ.): ଜଣେ ଛାତ୍ରୀଙ୍କୁ ଅନ୍ତଃସତ୍ତ୍ୱା କରିବା ମାମଲାର ରାୟ ଗୁରୁବାର ପ୍ରକାଶ ପାଇଛି। ଯାଜପୁର ଜିଲା ଦୌରାଜଜ୍‌ ଶ୍ରୀକାନ୍ତ ମିଶ୍ର ମାମଲାର ବିଚାର କରି ଦୋଷୀ…

ବେଆଇନ ମାଙ୍କଡ଼ା ଖଣି ସିଲ୍‌

ନିରାକାରପୁର,୨୬।୨(ଡି.ଏନ୍‌.ଏ.): ଖୋର୍ଦ୍ଧା ବନଖଣ୍ଡ ଟାଙ୍ଗୀ ବନାଞ୍ଚଳରେ ଦିନକୁ ଦିନ ଖଣି ମାଫିଆଙ୍କ ଦୌରାତ୍ମ୍ୟ ବଢିବାରେ ଲାଗିଛି। ଦୈନିକ ବେଆଇନ ଭାବେ ଖଣି ଖନନ କରିବା ସହିତ ଶହ…