ମଧ୍ୟରାତ୍ରରୁ ଏଲଓସିରେ ଫାୟରିଂ ବନ୍ଦ

ନୂଆଦିଲ୍ଲୀ,୨୫।୨: ଫେବୃୟାରୀ ୨୪-୨୫ ମଧ୍ୟରାତ୍ରରୁ ଭାରତ ପାକିସ୍ତାନ ନିୟନ୍ତ୍ରଣ ରେଖା (ଏଲ୍‌ଓସି)ରେ ଫାୟରିଂ ବନ୍ଦ ହୋଇଛି। ସୀମାରେ ଅସ୍ତ୍ରବିରତି ନେଇ ଦୁଇପକ୍ଷଙ୍କ ମଧ୍ୟରେ ସହମତି ପ୍ରକାଶ ପାଇଛି।…

ଧାନ ବିକ୍ରି ସମସ୍ୟା, ଜିଲାପାଳଙ୍କୁ ଫେରାଦ ହେଲା ଏଏପି

ବରଗଡ ଅଫିସ,୨୫।୨: ବରଗଡ ଜିଲା ପଦ୍ମପୁର ଉପଖଣ୍ଡରେ ଧାନ କିଣାବିକା ସମସ୍ୟା ତୁଟି ନାହିଁ। ଅନ୍ୟପଟେ ୧୫ ଦିନ ହେଲା, ଧାନ ଉଠାଣ ଦାବିରେ ପଦ୍ମପୁରରେ ଚାଷୀ…

ପେଟ୍ରୋଲ-ଡିଜେଲ ଦର ବୃଦ୍ଧି ପ୍ରତିବାଦରେ ପୋଷ୍ଟର ଲଗାଇ ଇ-ବାଇକ୍ ରାଲିରେ ବାହାରିଲେ ମମତା

କୋଲକାତା,୨୫ ।୨: ଦେଶରେ ବେଳକୁ ବେଳ ବଢି ଚାଲିଛି ପ୍ରେଟ୍ରୋଲ, ଡିଜେଲ ଓ ରନ୍ଧନ ଗ୍ୟାସର ଦାମ୍ । ଏହାର ପ୍ରତିବାଦରେ ବିରୋଧୀ ଲଗାତାର ବିରୋଧ ପ୍ରଦର୍ଶନ…

ଏମିତି ଅଜବ ପ୍ରଶ୍ନ ପଚାରି ଟ୍ରୋଲ ହେଲେ ସୋନମ କପୁର

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ସୋନମ କପୁର ସୋସିଆଲ ମିଡିଆରେ ଏମିତି ଏକ ପ୍ରଶ୍ନ ପଚାରିଛନ୍ତି ଯାହାକୁ ନେଇ ସେ ଟ୍ରୋଲ ହେଉଛନ୍ତି। ଭାରତରେ କେବେ କରୋନା ଟିକା…

ରୋହିତ ଶର୍ମାଙ୍କୁ ପଛରେ ପକାଇ ବିଶ୍ୱରେକର୍ଡ କଲେ ଏହି କ୍ରିକେଟର୍‌

ଅକଲାଣ୍ଡ,୨୫।୨: ନ୍ୟୁଜିଲାଣ୍ଡ ଓପନର୍‌ ବ୍ୟାଟ୍ସମ୍ୟାନ ମାର୍ଟିନ ଗୁପ୍ତିଲ ଟି-୨୦ରେ ବିଶ୍ୱ ରେକର୍ଡ କରିଛନ୍ତି। ଅଷ୍ଟ୍ରେଲିଆ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି -୨୦ରେ ଗୁପ୍ତିଲ ୮ଟି…

କଙ୍ଗନା ମାମଲାରେ ହ୍ରିତିକ୍‌ଙ୍କୁ ପଠାଯିବ ସମନ, ଅଣ୍ଟା ଭିଡିଲା ମୁମ୍ବାଇ କ୍ରାଇମ୍‌ବ୍ରାଞ୍ଚ

ବମ୍ବେ: ପୁଣି ଚର୍ଚ୍ଚାରେ ଅଭିନେତ୍ରୀ କଙ୍ଗନା ରାଣାଓ୍ବତ। ତାଙ୍କ ସହ ଜଡ଼ିତ ଏକ ମାମଲାରେ ମୁମ୍ବାଇ କ୍ରାଇମ୍‌ବ୍ରାଞ୍ଚ ହ୍ରିତିକ ରୋଶନଙ୍କୁ ସମନ କରିବାକୁ ପ୍ରସ୍ତୁତି ଆରମ୍ଭ କରିଛି।…

ସୁନା ଖଣିରେ ଭୂସ୍ଖଳନ: ୫ ମୃତ, ୭୦ ନିଖୋଜ

ଜାକର୍ତ୍ତା,୨୫।୨: ଇଣ୍ଡୋନେସିଆରେ ଏକ ସୁନା ଖଣିରେ ଭୂସ୍ଖଳନ ଯୋଗୁ ୫ ଜଣ ଲୋକଙ୍କ ମୃତ୍ୟୁ ଘଟିଛି। ଏହି ଘଟଣାରେ ୭୦ ଜଣ ନିଖୋଜ ଥିବା ସ୍ଥାନୀୟ ପ୍ରଶାସନ…

ରାଜ୍ୟ କଂଗ୍ରେସ ଭବନରେ ଦୁଇ ଗୋଷ୍ଠୀ ମୁହାଁମୁହିଁ

ଭୁବନେଶ୍ୱର,୨୫।୨(ବ୍ୟୁରୋ): ରାଜ୍ୟ କଂଗ୍ରେସ ଭବନରେ ଆଜି ଦୁଇ ଗୋଷ୍ଠୀ ମୁହାଁମୁହିଁ ହୋଇଛନ୍ତି। ଜଗତସିଂହପୁରର ୨ ଗୋଷ୍ଠୀ ମଧ୍ୟରେ ଏହି ମାର୍‌ପିଟ୍‌ ହୋଇଥିବା ସୂଚନା ମିଳିଛି। ଗୋଟିଏ ଗୋଷ୍ଠୀ…

ମଣ୍ଡି ନେଉନି ଧାନ, ବ୍ଲକ ଅଫିସ ଘେରିଲେ ଗ୍ରାମବାସୀ

ଗଞ୍ଜାମ,୨୫।୨(ଡି.ଏନ.ଏ): ଗଞ୍ଜାମ ବ୍ଲକ ଅଞ୍ଚଳ ଚାଷୀଙ୍କର ଧାନ ମଣ୍ଡି ନେଉନି l ଗୁରୁବାର ଏହି ବ୍ଲକ କାଇଁଚପୁର ପଞ୍ଚାୟତ ଝାଡୁକୁଦା ଗ୍ରାମର ଶତାଧିକ ମହିଳା ଓ ପୁରୁଷ…

ଆଜି ରାଜ୍ୟରୁ ୮୯ ପଜିଟିଭ୍‌ ଚିହ୍ନଟ, ୩୩୬୯୨୪ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୨୫।୨(ବ୍ୟୁରୋ): ଗୁରୁବାର ରାଜ୍ୟରୁ ୮୯ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୬,୯୨୪ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ…