ରୁତୋଗରେ ଶିବିର ନିର୍ମାଣ କରୁଛି ଚାଇନା

ଲଦାଖ,୨୩।୨: ଭାରତ ଚାଇନା ମଧ୍ୟରେ ପୂର୍ବ ଲଦାଖରେ ଜାରି ରହିଥିବା ସୀମା ବିବାଦ ନେଇ ଆଲୋଚନା ପରେ ଦୁଇପକ୍ଷ ପଛକୁ ହଟିବାକୁ ନିଷ୍ପତ୍ତି ହୋଇଥିଲା। ଭାରତ ଏହାକୁ…

ଜଳସେଚନର ସୁପରିଚାଳନା ପାଇଁ ପ୍ରଭାରୀ ନିୟୋଜିତ

ଭୁବନେଶ୍ୱର, ୨୩।୨(ବ୍ୟୁରୋ): ରାଜ୍ୟରେ ଜଳସେଚନର ସୁପରିଚାଳନା ପାଇଁ ରାଜ୍ୟ ଜଳ ସମ୍ପଦ ବିଭାଗ ତରଫରୁ ‘ଜଳ ପ୍ରଭାରୀ’ଙ୍କୁ ନିୟୋଜିତ କରାଯାଇଛି। ସୋମବାର ବିଭାଗୀୟ ପ୍ରମୁଖ ଶାସନ ସଚିବ…

ବୈଧ ଟୋକନ ଥିବା ଚାଷୀଙ୍କର ଧାନ କିଣାହେବ: ମନ୍ତ୍ରୀ

ଭୁବନେଶ୍ୱର,୨୩।୨(ବ୍ୟୁରୋ): ଧାନ ବିକ୍ରି ଓ ମଣ୍ଡିରେ ହେଉଥିବା ଅବ୍ୟବସ୍ଥାକୁ ନେଇ ଗତ ୩ ଦିନ ଅଚଳାବସ୍ଥା ପରେ ସୋମବାର ବିଧାନସଭାରେ ଏ ପ୍ରସଙ୍ଗରେ ୨ ଘଣ୍ଟା ଧରି…

ଇଟାଲୀ ରାଷ୍ଟ୍ରଦୂତଙ୍କୁ ହତ୍ୟା

ରୋମ୍‌, ୨୩ା୨: ଡେମୋକ୍ରାଟିକ୍‌ ରପବ୍ଲିକ ଅଫ୍‌ କଙ୍ଗୋରେ ଇଟାଲୀ ରାଷ୍ଟ୍ରଦୂତ ଲୁକା ଆଟେନେସିଓଙ୍କୁ ସୋମବାର ହତ୍ୟା କରାଯାଇଛି। ଏ ନେଇ ଇଟାଲୀ ବିଦେଶ ମନ୍ତ୍ରଣାଳୟ ପକ୍ଷରୁ ସୂଚନା…

ସର୍ଭିସ୍‌ ଓ ଫିଡ୍‌ବ୍ୟାକ୍‌ ପରିପୂରକ: ‘ସ୍କୁଲ ବ୍ୟାଗ୍‌ ନେଇଥିବା ପିଲା ବାହାଘର ବେଳେ ପୁଣି କିଣାକିଣି କରିବାକୁ ଆସନ୍ତି।’

ସମୟ ଗଡ଼ିଯାଏ ଜୁଆର ଫେରିଯାଏ, ରହିଯାଏ ଅଲିଭା ସନ୍ତକ। ୧୯୭୬ରେ ଭୁବନେଶ୍ୱର ପୁରୁଣା ବସ୍‌ଷ୍ଟାଣ୍ଡରେ ଗଢ଼ିଉଠିଥିବା ‘ପଣ୍ଡା ଏଣ୍ଟରପ୍ରାଇଜେସ୍‌’ର ପରିବର୍ତ୍ତିତ ସଂସ୍କରଣ ‘ପଣ୍ଡା ଟ୍ରାଭେଲ ମାର୍ଟ’ ଏହାର…

‘କୃଷି ଆଇନ ଚାଷୀଙ୍କୁ ବରବାଦ କରିଦେବ’

ଥିରୁଭାନନ୍ତପୁରମ୍‌, ୨୩ା୨: କଂଗ୍ରେସ ନେତା ରାହୁଲ ଗାନ୍ଧୀ ସୋମବାର ତାଙ୍କ ନିର୍ବାଚନମଣ୍ଡଳୀ କେରଳର ଓ୍ବାୟନାଡ୍‌ରେ ଟ୍ରାକ୍ଟର ରାଲି କହିଛନ୍ତି। ଏଥିରେ ଶହେରୁ ଊର୍ଦ୍ଧ୍ୱ ଟ୍ରାକ୍ଟର ସହ ଚାଷୀ,…

ଭାରତ ଜଳସୀମାରେ ରୋହିଙ୍ଗ୍ୟା

ନୂଆଦିଲ୍ଲୀ, ୨୩ା୨: ପ୍ରାୟ ୯୦ ରୋହିଙ୍ଗ୍ୟା ଏବଂ ୩ ବାଲାଂଦେଶ କ୍ରିଉ ସଦସ୍ୟଙ୍କ ସହ ଏକ ବୋଟ୍‌ ସୋମବାର ଭାରତର ଜଳସୀମା ଆଣ୍ଡାମାନ ନିକଟରେ ପହଞ୍ଚିଛି। ଜାତିସଂଘ…

ଓ୍ବାରାଓ୍ବାରା ରାଓଙ୍କୁ ଜାମିନ

ମୁମ୍ବାଇ, ୨୩ା୨: ଭୀମା କୋରେଗାଁଓ ମାମଲାରେ ଅଭିଯୁକ୍ତ ଓ୍ବାରାଓ୍ବାରା ରାଓଙ୍କୁ ବମ୍ବେ ହାଇକୋର୍ଟ ସୋମବାର ୬ ମାସ ପାଇଁ ଅନ୍ତରୀଣ ଜାମିନ ପ୍ରଦାନ କରିଛନ୍ତି। ତେଲୁଗୁ କବି…

ଅପରେଶନ ‘ସାଇଲେଣ୍ଟ ଭାଇପର’

ଦୀର୍ଘଦିନ ଧରି କ୍ରାଇମବ୍ରାଞ୍ଚ, ସିବିଆଇ, ପୋଲିସ ନଜରରୁ ଖସି ପାତାଳ ପୁରରେ ରହିବା ଲୋକ କେବେବି ସାଧାରଣ ହୋଇପାରେନା। ଗଣବଳାତ୍କାର ଘଟଣାର ମୁଖ୍ୟ ଅଭିଯୁକ୍ତ ବିବନ ଅତି…

ସିବିଆଇ ଷଡ଼ଯନ୍ତ୍ରକାରୀଙ୍କୁ ଖୋଜୁ

ଭୁବନେଶ୍ୱର, ୨୩।୨ (ବ୍ୟୁରୋ): ଅଞ୍ଜନା ମିଶ୍ର ଗଣବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ବିବନ ବିଶ୍ୱାଳ ଗିରଫ ହେବା ପରେ ନିଜ ଅନ୍ତରର କଷ୍ଟକୁ ବଖାଣିଛନ୍ତି ନିଜେ ପୀଡିତା।…