ରାହାନେଙ୍କୁ ପ୍ରଶଂସା କଲେ କୋହଲି

ମେଲବୋର୍ନ,୨୭।୧୨: ଏଠାରେ ଅଷ୍ଟ୍ରେଲିଆ ବିପକ୍ଷରେ ଚାଲିଥିବା ବକ୍ସିଂ ଡେ’ ଟେଷ୍ଟର ଦ୍ୱିତୀୟ ଦିନ ଭାରତୀୟ ଦଳର କାମଚଳା ଅଧିନାୟକ ଅଜିଙ୍କ୍ୟ ରାହାନେ ଧୈର୍ଯ୍ୟପୂର୍ଣ୍ଣ ଶତକ ହାସଲ କରିଛନ୍ତି।…

ପିତାଙ୍କ ଶେଷ ଇଚ୍ଛା ପୂରଣ କଲେ ଏହି କ୍ରିକେଟର୍‌

ମେଲବୋର୍ନ,୨୭।୧୨: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟ ବକ୍ସିଂ ଡେ’ ଟେଷ୍ଟ ମ୍ୟାଚ୍‌ ମେଲବୋର୍ନରେ ଖେଳାଯାଉଛି। ଏହି ମ୍ୟାଚ୍‌ରେ ଭାରତ ପକ୍ଷରୁ ବୋଲର୍‌ ମହମ୍ମଦ ସିରାଜ୍‌ ଡେବ୍ୟୁ କରୁଛନ୍ତି।…

ଅଧରାତିରେ ବିଶ୍ୱସୁନ୍ଦରୀଙ୍କ କବାଟ ପିଟୁଥିଲେ ସଲମାନ, ହାତରୁ ବୋହୁଥିଲା ରକ୍ତ

ବଲିଉଡ୍‌ର ଦବଙ୍ଗ ଷ୍ଟାର ସଲମନ ଖାନ୍‌ ଆଜି ୫୫ ବର୍ଷରେ ପଦାର୍ପଣ କରିଛନ୍ତି। ଏହି ଅବସରରେ ତାଙ୍କ ପ୍ରଶଂସକ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ସମସ୍ତେ ଜାଣନ୍ତି ସଲମାନ…

ଦଶନ୍ଧିର ଶ୍ରେଷ୍ଠ ଦଳ ଘୋଷଣା କଲା ଆଇସିସି, କୋହଲିଙ୍କୁ ପ୍ରତ୍ୟେକ ଦଳରେ ସ୍ଥାନ

ଦୁବାଇ,୨୭।୧୨: ଚଳିତ ଦଶନ୍ଧିର ପ୍ରତ୍ୟେକ ଫର୍ମାଟ ପାଇଁ ରବିବାର ଶ୍ରେଷ୍ଠ ଦଳ ଘୋଷଣା କରିଛି ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି)। ଟି୨୦ ଓ ଦିନିକଆ ଫର୍ମାଟରେ ଭାରତୀୟ…

ହସ୍ପିଟାଲରୁ ଡିସଚାର୍ଜ ହେଲେ ରଜନୀକାନ୍ତ

ହାଇଦ୍ରାବାଦ,୨୭।୧୨-ରକ୍ତଚାପ ସ୍ଥିର ନ ରହିବାରୁ ସୁପରଷ୍ଟାର ରଜନୀକାନ୍ତଙ୍କୁ ଗତ ଶୁକ୍ରବାର ହାଇଦ୍ରାବାଦସ୍ଥିତ ଆପୋଲୋ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ତାଙ୍କର ପ୍ରଥମେ କରୋନା ପରୀକ୍ଷା କରାଯିବା ପରେ ଚିକିତ୍ସା…

ଘର ଭାଙ୍ଗି ଯୁବକଙ୍କୁ ଶୁଣ୍ଢରେ ଟେକି କଚାଡ଼ି ଦେଲା ହାତୀ

ଛେଣ୍ଡିପଦା,୨୭।୧୨(ସ୍ବ.ପ୍ର): ଅନୁଗୋଳ ଜିଲା ଛେଣ୍ତିପଦା ବନାଞ୍ଚଳ କମ୍ପସଲା ଗ୍ରାମ ପଞ୍ଚାୟତର ଗୋଳାଗାଡିଆ ଗ୍ରାମରେ ଦନ୍ତାହାତୀ ଆକ୍ରମଣରେ ପୁଣି ଜଣେ ଯୁବକ ଗୁରୁତର ଆହତ ହୋଇଛନ୍ତି। ଗୁରୁତର ଜଣଙ୍କ…

ଆଇସିସି ଧୋନୀଙ୍କୁ ଦେଲା ବଡ଼ ସମ୍ମାନ

ନୂଆଦିଲ୍ଲୀ,୨୭।୧୨: ଅନ୍ତର୍ଜାତୀୟ କ୍ରିକେଟ୍‌ ବୋର୍ଡ (ଆଇସିସି) ପୂର୍ବତନ ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ଏମଏସ ଧୋନୀଙ୍କୁ ଏକ ବଡ଼ ସମ୍ମାନ ଦେଇଛି। ଧୋନୀଙ୍କୁ ଦଶକର ଆଇସିସି…

ହ୍ବାଟ୍ସଆପ୍‌ରେ ନମ୍ବର ସେଭ୍‌ ନ କରିବି ଏପରି ପଠାଇପାରିବେ ମେସେଜ୍‌; ଜାଣନ୍ତୁ ଟିପ୍ସ

ନୂଆଦିଲ୍ଲୀ,୨୭।୧୨: ଯେତେବେଳେ ହ୍ବାଟ୍ସଆପ୍‌ରେ କାହାକୁ ମେସେଜ୍‌ ପଠାଇବାକୁ ହୋଇଥାଏ, ତେବେ ପ୍ରଥମେ ତାଙ୍କ ନମ୍ବରକୁ ସେଭ୍‌ କରିବାକୁ ପଡେ। ଅନେକ ସମୟରେ ଏପରି କରିବାକୁ ଇଚ୍ଛା ହୋଇ…

କୃଷି ଆଇନକୁ ବିରୋଧ କରି ବିକ୍ଷୋଭ

ଦିଗପହଣ୍ଡି,୨୭ା୧୨(ଡି.ଏନ୍‌.ଏ.): କେନ୍ଦ୍ରର କୃଷି ଆଇନକୁ ବିରୋଧ କରି ଓ ଆନ୍ଦୋଳନରତ ଚାଷୀଙ୍କୁ ନ୍ୟାୟ ପ୍ରଦାନ ଦାବିରେ ଗଞ୍ଜାମ ଜିଲା ଦିଗପହଣ୍ଡି ଗାନ୍ଧୀ ଛକଠାରେ ରବିବାର ବିଭିନ୍ନ ଚାଷୀ…

ଝିଅକୁ ସାଦ ଖୁଆଇବାକୁ ଯିବାବେଳେ ଅଘଟଣ: ଓଲଟିଲା ପିକ୍‌ଅପ୍‌, ୪ ଗୁରୁତର

କେନ୍ଦୁଝର,୨୭ା୧୨(ସ୍ବ.ପ୍ର): କେନ୍ଦୁଝର ଜିଲା ବାଂଶପାଳ ବ୍ଲକ କାଞ୍ଜିପାଣି ଥାନା କୁଆଁର ଛକ ୪୯ ନଂ. ଜାତୀୟ ରାଜପଥରେ ରବିବାର ଭାରସାମ୍ୟ ହରାଇ ଏକ ପିକ୍‌ଅପ୍‌ ଓଲଟି ପଡ଼ିଛି…