୨୦୨୧ରେ ବି ପୁଣି ସୃଷ୍ଟି ହୋଇପାରେ ଆତଙ୍କ !

ସୋଫିଆ,୨୬।୧୨: ବିଦାୟ ନେବାକୁ ଯାଉଛି ୨୦୨୦। ଆଉ କିଛି ଦିନ ପରେ ନୂଆବର୍ଷ ୨୦୨୧ ଆସିବ। ଲୋକେ ପୁରୁଣା ବର୍ଷର ଦୁଃଖ ଭୁଲି ନୂଆବର୍ଷକୁ ସ୍ବାଗତ କରିବା…

ଆଜିଠୁ ସହରବାସୀଙ୍କ ଜଗା ଦର୍ଶନ

ପୁରୀ ଅଫିସ,୨୬ା୧୨: ପୁରୀବାସୀଙ୍କ ଦର୍ଶନକୁ ସୁବ୍ୟବସ୍ଥିତ କରିବା ପାଇଁ ପ୍ରଶାସନର ପ୍ରସ୍ତୁତି ଶୁକ୍ରବାର ଶେଷ ହୋଇଛି। ବ୍ୟାରିକେଡ୍‌ ଓ କରିଡର କାର୍ଯ୍ୟ ସରିଛି। ମୁଖ୍ୟ ବ୍ୟାରିକେଡ୍‌ ପାଖରେ…

ସ୍ତ୍ରୀଙ୍କ ସମ୍ମୁଖରେ ସ୍ବାମୀ ଜୀବନ୍ତ ଦଗ୍ଧ

ପଡ଼ିଆ,୨୬ା୧୨(ଡି.ଏନ.ଏ.): ମାଲକାନଗିରି ଜିଲା ପଡ଼ିଆ ବ୍ଲକ ନିଲିଗୁଡ଼ା ପଞ୍ଚାୟତ ପୁରୁଣା ନିଲିଗୁଡ଼ା ଗ୍ରାମରେ ଶୁକ୍ରବାର ଘଟିଛି ଏକ ଦୁଃଖଦ ଘଟଣା। ଗୁରୁବାର ମଧ୍ୟରାତ୍ରିରେ ପୁରୁଣା ନିଲିଗୁଡ଼ା ଗ୍ରାମରେ…

ପୋଲିସ ଲାଠିମାଡ଼ରେ ଯୁବକଙ୍କ ମୁଣ୍ଡ ଫାଟିଲା

ରାୟଗଡ଼ା ଅଫିସ,୨୬ା୧୨:  ହେଲ୍‌ମେଟ ନ ପିନ୍ଧି ଗାଡ଼ି ଚଳାଇଥିବା ଜଣେ ଯୁବକ ପୋଲିସ ଲାଠିମାଡ଼ରେ ଆହତ ହୋଇଛନ୍ତି। ସେ ହେଲେ ରାୟଗଡ଼ା ଥାନା ଅଧୀନ ତଳ ସାଙ୍କେସ…

କମିଲା ଥଣ୍ଡା

ଭୁବନେଶ୍ୱର,୨୬ା୧୨(ବ୍ୟୁରୋ): ଗତ କିଛି ଦିନ ଧରି ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଥିବା ବେଳେ ଶୁକ୍ରବାର ହ୍ରାସ ପାଇଛି। ପାରଦ ୨ରୁ ୩ଡିଗ୍ରୀ ସେଲ୍‌ସିୟସ ଉପରକୁ ଉଠିଛି।…

ଶୁଖିଲା ପ୍ରକଳ୍ପ, ମେଣ୍ଟୁନାହିଁ ଶୋଷ

ଯାଜପୁର ଅଫିସ,୨୬ା୧୨: ଗ୍ରାମାଞ୍ଚଳ ଲୋକଙ୍କୁ ସହଜରେ ପାନୀୟ ଜଳ ଯୋଗାଇ ଦେବା ଲକ୍ଷ୍ୟରେ ନଳକୂପରେ ସୌରଚାଳିତ ପମ୍ପ୍‌ ସଂଯୋଗ କରାଯାଇଛି। ହେଲେ ଅଧିକାଂଶ ପ୍ରକଳ୍ପ ଅଚଳ ହୋଇ…

ଘର ଭିତରେ ଅସ୍ତ୍ରାଗାର ଦେଖାଇଲେ ଡି’ ବ୍ରଦର୍ସ

କଟକ ଅଫିସ, ୨୬।୧୨: ଗ୍ୟାଙ୍ଗଷ୍ଟର ଡି’ ବ୍ରଦର୍ସ ସୁଶାନ୍ତ ଓ ସୁଶୀଲ ଧଳସାମନ୍ତଙ୍କୁ କମିଶନରେଟ୍‌ ପୋଲିସ ଗୁରୁବାରଠାରୁ ୩ ଦିନିଆ ରିମାଣ୍ଡରେ ଆଣିଛି। ଜେଲ ମଧ୍ୟରେ ରହି…

ବିଜେଡି ଗଣମାଧ୍ୟମ ଟିମ୍‌ ଗଠିତ

ଭୁବନେଶ୍ୱର,୨୬ା୧୨(ବ୍ୟୁରୋ): ବିଜୁ ଜନତା ଦଳର ଗଣମାଧ୍ୟମ ଟିମ୍‌ର ପୁନର୍ଗଠନ କରାଯାଇଛି। ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ଏହି ଟିମ୍‌ରେ ୬ ଜଣ…

ସୁନ୍ଦରଗଡ଼ ଖୁଣ୍ଟଗାଁଠାରେ ହେବ ଟସର ସିଲ୍କ ପାର୍କ

ଭୁବନେଶ୍ୱର,୨୬।୧୨(ବ୍ୟୁରୋ):  ସୁନ୍ଦରଗଡ଼ ଜିଲା ଟସରଚାଷ ପାଇଁ ସାରା ରାଜ୍ୟରେ ପ୍ରସିଦ୍ଧି ଲାଭ କରିଛି। ଟସର ଚାଷୀ ଓ ଗ୍ରାମୀଣ ଉଦ୍ୟୋଗୀଙ୍କ ବ୍ୟତୀତ ଏହା ଉପରେ ଅନେକ ହିତାଧିକାରୀ…

‘ଆଉ କୋଭିଡ୍‌ ପରିସ୍ଥିତି ନ ଆସୁ’

ପୁରୀ ଅଫିସ,୨୬ା୧୨: ‘ନୂତନ ବର୍ଷ ଓଡ଼ିଶାବାସୀଙ୍କ ପାଇଁ ଖୁସିର ବର୍ଷ ହେଉ। ଆଉ କୋଭିଡ୍‌ ପରିସ୍ଥିତି ନ ଆସୁ। ସାମଗ୍ରିକ ଭାବେ ସମସ୍ତଙ୍କର ଉନ୍ନତି ହେଉ। କରୋନା…