ଟୋକନ ଅଛି, ଉଠୁନି ଧାନ; ମୁଣ୍ଡରେ ହାତ ଦେଇଛି ଚାଷୀ

ବୁଗୁଡ଼ା,୧୮।୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବୁଗୁଡ଼ା ବ୍ଲକରେ ମଣ୍ଡିରେ ଧାନ ବିକ୍ରି ପାଇଁ ଟୋକନ ମିଳିଥିଲେ ହେଁ ସୋସାଇଟି ଧାନ ନେଉ ନ ଥିବାରୁ ଚାଷୀ ମୁଣ୍ଡରେ ହାତଦେଇ…

କୋଳାଗ୍ରତ ହେଲେ, ଆଖି ମିଶାଇଲେ ନାହିଁ: ପ୍ରଶଂସକ ଉଠାଇଲେ ପ୍ରଶ୍ନ

ଚେନ୍ନାଇ,୧୮।୨: ଚେନ୍ନାଇରେ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟେଷ୍ଟ ମ୍ୟାଚରେ ଟିମ ଇଣ୍ଡିଆ ଭ୍ରମଣକାରୀ ଦଳକୁ ୩୧୭ ରନରେ ପରାସ୍ତ କରି ଏକ ଐତିହାସିକ…

ବୋଲେରୋକୁ ଧକ୍କା ଦେଇ ୧୦ ଫୁଟ ତଳକୁ ଖସିଲା କଣ୍ଟେନର, ଜଣଙ୍କ ଜୀବନ ଗଲା, ତଳେ ଫସି ରହିଛନ୍ତି ୨

ବାଲେଶ୍ୱର ଅଫିସ,୧୮।୨: ବାଲେଶ୍ବର ଜିଲା ବସ୍ତା ଥାନା ଅନ୍ତର୍ଗତ ୬୦ ନମ୍ବର ଜାତୀୟ ରାଜପଥର ଗାନ୍ଧିଛକ ନିକଟରେ ବୋଲେରୋକୁ ଧକ୍କା ଦେଇ ୧୦ ଫୁଟ ତଳକୁ ଖସିପଡ଼ିଛି…

ମା’ଙ୍କ ଜୀବନ ନେଲା ପୁଅ

ଖଇରା,୧୮।୨(ଡି.ଏନ.ଏ) ବାଲେଶ୍ବର ଜିଲା ଖଇରା ବ୍ଲକ ମିରିପୁର ଖଇରା ଗ୍ରାମରେ ରଘୁନାଥ ଶିଅଳଙ୍କ ସାନ ପୁଅ ଜଗବନ୍ଧୁ ବୁଧବାର ବିଳମ୍ବିତ ରାତିରେ ମଦ ପିଇ ନିଶାଶକ୍ତ ଅବସ୍ଥାରେ…

ବିହାରର ରୁବି ରାୟଙ୍କ ଭଳି ଭୁଲ କଲେ ତ୍ରିପୁରା ମୁଖ୍ୟମନ୍ତ୍ରୀ

ଅଗରତାଲା,୧୮ ।୨: କିଛି ବର୍ଷ ପୂବରୁ ବିହାର ବୋର୍ଡ ପରୀକ୍ଷା ଫଳାଫଳ ପ୍ରକାଶ ପାଇବା ପରେ ଦ୍ୱାଦଶରେ ଟପର ହୋଇଥିବା ରୁବି ରାୟଙ୍କ ଜ୍ଞାନ ସମସ୍ତଙ୍କୁ ଚମକାଇ…

ବରଣମାଳା ପୂର୍ବରୁ ବରଙ୍କ ହାତରେ ହାତକଡ଼ି

ଲକ୍ଷ୍ନୌ,୧୮।୨: ଉତ୍ତରପ୍ରଦେଶର ଆଗ୍ରାରେ ଜଣେ ବରଙ୍କୁ ହଟହଟା ହେବାକୁ ପଡ଼ିଛି। ୧୬ ବର୍ଷ ବୟସ୍କା ନାବାଳିକାଙ୍କୁ ବିବାହ କରିବାକୁ ଆସିଥିବା ବରଙ୍କ ବେକରେ ବରଣମାଳା ପଡ଼ିବା ପୂର୍ବରୁ…

୬୧ ଖେଳାଳି ୧୯୬ କୋଟି ଟଙ୍କାରେ ହେବେ ବିକ୍ରି: ଜାଣନ୍ତୁ କେଉଁ ଦଳ ପାଖରେ ଅଛି କେତେ ଟଙ୍କା

ଚେନ୍ନାଇ,୧୮।୧: ଆଇପିଏଲର ୧୪ତମ ସଂସ୍କରଣ ପାଇଁ ଆଜି ଦିନ ୩ଟାରୁ ଚେନ୍ନାଇର ଗୋଟିଏ ହୋଟେଲରେ ଖେଳାଳି ନିଲାମ ପ୍ରକ୍ରିୟା ହେବ। ନିଲାମର ଚୂଡାନ୍ତ ତାଲିକାରେ ସମେତ ମୋଟ…

ତାମିଲସାଇ ହେଲେ ପୁଡୁଚେରୀର ନୂଆ ଉପ ରାଜ୍ୟପାଳ

ପୁଡୁଚେରୀ,୧୮।୨: ତାମିଲସାଇ ସୌନ୍ଦରାରାଜନ ପୁଡୁଚେରୀର ନୂଆ ଉପ ରାଜ୍ୟପାଳ ଭାବେ ଗୁରୁବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ତେଲେଙ୍ଗାନା ସହିତ ତାଙ୍କୁ ପୁଡୁଚେରୀର ଅତିରିକ୍ତ ଦାୟିତ୍ୱ ପ୍ରଦାନ କରାଯାଇଛି।…

ଜମ୍ମୁ-କଶ୍ମୀର: ସେନା-ପୋଲିସ ଅଧିକାରୀଙ୍କ ସହ ଭେଟିଲେ ବିଦେଶୀ ପ୍ରତିନିଧି ମଣ୍ଡଳ, ସୁରକ୍ଷା ବ୍ୟବସ୍ଥାକୁ ନେଇ ଆଲୋଚନା

ଜମ୍ମୁ,୧୮ ।୨: ଜମ୍ମୁ-କଶ୍ମୀର ଗସ୍ତରେ ଆସିଥିବା ବିଦେଶୀ ପ୍ରତିନିଧି ମଣ୍ଡଳ ଗୁରୁବାର ସେନା ଓ ଜମ୍ମୁ-କଶ୍ମୀର ପୋଲିସ ଅଧିକାରୀଙ୍କୁ ଭେଟିଛନ୍ତି । ଏହି ସମୟରେ ଘାଟିରେ ସୁରକ୍ଷା…

ସାମରିକ ଶାସକଙ୍କ କଟକଣା: ପ୍ରଭାବିତ ହେଉଛି ମ୍ୟାନ୍‌ମାର ଅର୍ଥନୀତି

ନାପିତ୍ୱ,୧୮।୨: ମ୍ୟାନ୍‌ମାରରେ ସାମରିକ ଶାସକଙ୍କ କଟକଣା ଯୋଗୁ ସ୍ଥିତି ଏବେ ସଙ୍କଟ ଜନକ ହେବାରେ ଲାଗିଛି। ଦେଶରେ ରାତ୍ର କାଳୀନ କର୍ଫ୍ୟୁ ଜାରି ହେବା ସହିତ ଇଣ୍ଟରନେଟ୍‌…