ସଂସଦୀୟ ଦଳ ନେତା ପଦରୁ ଓଲି ବିଦା

କାଠମାଣ୍ଡୁ, ୨୪।୧୨ (ଆଇଏଏନ୍‌ଏସ୍‌): ନେପାଳ ପାର୍ଲାମେଣ୍ଟ ଭଙ୍ଗ ପରେ ଶାସକ ନେପାଳୀ କମ୍ୟୁନିଷ୍ଟ ପାର୍ଟି (ଏନ୍‌ସିପି)ରେ ଅନ୍ତର୍ଦ୍ୱନ୍ଦ୍ୱ ତୀବ୍ର ହୋଇଛି। ପ୍ରଧାନମନ୍ତ୍ରୀ କେ.ପି. ଶର୍ମା ଓଲିଙ୍କୁ ବୁଧବାର…

ପିଏଜିଡି ୧୧୦, ଭାଜପା ୭୪

ଶ୍ରୀନଗର/ଜମ୍ମୁ, ୨୪।୧୨ (ପି.ଟି.): ସମ୍ବିଧାନର ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ଜମ୍ମୁ-କଶ୍ମୀରରେ ପ୍ରଥମ ଥର ପାଇଁ ଡିଡିସି ନିର୍ବାଚନ ଅନୁଷ୍ଠିତ ହୋଇଥିଲା। ଫଳରେ ଭୋଟ ଦେବା ପାଇଁ…

ବିଶ୍ୱର ସର୍ବବୃହତ କ୍ରିକେଟ ଷ୍ଟାଡିୟମରେ ବିସ୍ଫୋରକ ଅର୍ଦ୍ଧଶତକ ହାସଲ କଲେ ସୌରଭ ଗାଙ୍ଗୁଲି

ଅହମ୍ମଦାବାଦ,୨୪।୧୨: ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲି ବିଶ୍ୱର ସର୍ବବୃହତ କ୍ରିକେଟ ଷ୍ଟାଡିୟମରେ ଅର୍ଦ୍ଧଶତକ ହାସଲ କରିଥିବା ପ୍ରଥମ ଖେଳାଳି ହୋଇଛନ୍ତି। ସେ ବିସିସିଆଇ ସଚିବ ଜୟ ଶାହାଙ୍କ…

ଭାରତ ହାରିଲା କେୟର୍ନ ଟିକସ ମାମଲା

ନୂଆଦିଲ୍ଲୀ,୨୪।୧୨ : ବ୍ରିଟେନର ଶକ୍ତିି କମ୍ପାନୀ କେୟର୍ନ ବିରୋଧରେ ଅନ୍ତର୍ଜାତୀୟ ଆର୍ବିଟ୍ରେଶନ ଟ୍ରିବ୍ୟୁନାଲରେ ଚାଲିଥିବା ଟିକସ ମାମଲାରେ ଭାରତକୁ ମଙ୍ଗଳବାର ବଡ଼ ଝଟ୍‌କା ଲାଗିଛି। ଉକ୍ତ କମ୍ପାନୀକୁ…

୧୧ ବର୍ଷ ବୟସରୁ ଯୋଗ କରୁଥିବା ଜଗ୍ଗି ବାସୁଦେବ ଏବେ ସଦ୍‌ଗୁରୁ: ଜାଣନ୍ତୁ ଆଧ୍ୟାତ୍ମ୍ୟ ପଥରେ କିଭଳି ଥିଲା ତାଙ୍କ ଯାତ୍ରା

ଯୋଗ ଏବଂ ଧ୍ୟାନର ପ୍ରଚାରକ ହେଲେ ଜଗ୍ଗି ବାସୁଦେବ ଓରଫ ସଦ୍‌ଗୁରୁ। ସେ ଇଶା ଫାଉଣ୍ଡେଶନର ସଂସ୍ଥାପକ ମଧ୍ୟ। ଏହି ଅନୁଷ୍ଠାନ ସାମାଜିକ କଲ୍ୟାଣ ଦିଗରେ କାର୍ଯ୍ୟ…

ସ୍ତ୍ରୀଙ୍କ ପାଇଁ ଭାରତ ଫେରିଲେ କୋହଲି

ଭାରତୀୟ କ୍ରିକେଟ ଦଳର ବିରାଟ କୋହଲି ଅଷ୍ଟ୍ରେଲିଆ ବିପକ୍ଷ ପ୍ରଥମ ଟେଷ୍ଟ ଖେଳି ସ୍ବଦେଶ ପ୍ରତ୍ୟାବର୍ତ୍ତନ କରିଛନ୍ତି। ଜାନୁଆରୀରେ କୋହଲିଙ୍କ ସ୍ତ୍ରୀ ତଥା ଅଭିନେତ୍ରୀ ଅନୁଷ୍କା ଶର୍ମା…

ଆଇପିଏଲ୍‌ ଗଭର୍ନିଂ କାଉନ୍ସିଲକୁ ପ୍ରଜ୍ଞାନ ମନୋନୀତ

ନୂଆଦିଲ୍ଲୀ, ୨୪।୧୨ (ପି.ଟି.)- ଇଣ୍ଡିଆନ କ୍ରିକେଟର୍ସ ଆସୋସିଏଶନ (ଆଇସିଏ)ର ପ୍ରତିନିଧିଭାବେ ଆଇପିଏଲ୍‌ ଗଭର୍ନିଂ କାଉନ୍‌ସିଲ୍‌କୁ ମନୋନୀତ ହୋଇଛନ୍ତି ଭାରତର ତାରକା ଓଡ଼ିଆ ସ୍ପିନର ପ୍ରଜ୍ଞାନ ଓଝା। ଭାରତୀୟ…

ମାତ୍ର ୧ ଟଙ୍କା ନେଇ ଗୀତ ଗାଉଥିଲେ ଏହି ପ୍ରସିଦ୍ଧ ଗାୟକ

ବଲିଉଡ୍‌ର ପ୍ରସିଦ୍ଧ ଗାୟକ ମହମ୍ମଦ ରଫିଙ୍କ ଆଜି ଜନ୍ମଦିନ। ୧୯୨୪ ଡିସେମ୍ବର ୨୪ ତାରିଖରେ ପଞ୍ଜାବର କୋଟଲ ସୁଲତାନ ସିଂହ ଗ୍ରାମରେ ହୋଇଥିଲା। ପିତା ହାଜି ଅଲ୍ଲୀ…

ନିରନ୍ତର ବିକାଶ ଲକ୍ଷ୍ୟ ହାସଲ କରିପାରୁନି ଓଡ଼ିଶା

ଭୁବନେଶ୍ୱର, ୨୪ା୧୨(ବ୍ୟୁରୋ):ନିରନ୍ତର ବିକାଶ ଲକ୍ଷ୍ୟ ହାସଲ ଦିଗରେ ଓଡିଶା ୨୮ ରାଜ୍ୟ ମଧ୍ୟରେ ୧୬ତମ ସ୍ଥାନରେ ରହିଛି। ଅପପୁଷ୍ଟି କ୍ଷେତ୍ରରେ ଓଡିଶା ଜାତୀୟ ହାରଠାରୁ ସାମାନ୍ୟ ତଳେ…

ବଦଳିଲା ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟ ନାମ

ଭୁବନେଶ୍ୱର,୨୪ା୧୨(ବ୍ୟୁରୋ):ବାରିପଦାରେ ଅବସ୍ଥିତ ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟ ନାମ ମୟୂରଭଞ୍ଜର ପୂର୍ବତନ ମହାରାଜା ଶ୍ରୀରାମ ଚନ୍ଦ୍ର ଭଞ୍ଜଦେଓଙ୍କ ନାମରେ ନାମିତ କରାଯାଇଛି। ବୁଧବାର ମୁଖ୍ୟମନ୍ତ୍ରୀ ଏହି ଘୋଷଣା କରିଛନ୍ତି।…