ତ୍ୱରାନ୍ବିତ ହେବ ଉପଖଣ୍ଡ ଉନ୍ନୟନ

ମାଧପୁର/ ଆଠମଲ୍ଲିକ,୧୭ା୨ - ପଶ୍ଚିମ ଓଡ଼ିଶା ବିକାଶ ପରିଷଦ (ଡବ୍ଲ୍ୟୁଓଡିସି)ର ବାର୍ଷିକ ଅନୁଦାନକୁ ରାଜ୍ୟ ସରକାର ଦ୍ୱିଗୁଣିତ କରିଛନ୍ତି। ଏଥିସହ ପରିଷଦ ଅଧୀନରେ ଆସୁଥିବା ୧୦ ଜିଲା…

ମୃତଦେହରେ କେମିକାଲ ବ୍ୟବହାର ପ୍ରମାଣ ମିଳିନି

ନୟାଗଡ଼ ଅଫିସ,୧୭।୨:ବହୁଚର୍ଚ୍ଚିତ ନୟାଗଡ଼ ଯଦୁପୁରର ୫ବର୍ଷୀୟା ଶିଶୁ ପରୀ ହତ୍ୟା ମାମଲାରେ ହାଇକୋର୍ଟଙ୍କ ନିର୍ଦ୍ଦେଶକ୍ରମେ କ୍ରାଇମବ୍ରାଞ୍ଚର ଏସ୍‌ଆଇଟି (ସ୍ବତନ୍ତ୍ର ତଦନ୍ତକାରୀ ଟିମ୍‌) ସୋମବାର ୪୮୨ପୃଷ୍ଠାର ଚାର୍ଜଶିଟ୍‌ ସ୍ଥାନୀୟ…

ଜଙ୍ଗଲ ଜମିରୁ ବେଆଇନ ମୋରମ ଉଠାଣ

କେନ୍ଦୁଝର,୧୭ା୨(ସ୍ବ.ପ୍ର.)-ଜଙ୍ଗଲ ଜମିରେ ଚାଲିଛି ବେଆଇନ ମାଟି ଉଠାଣ। ବାଂଶପାଳ ତହସିଲ ଶୁଆକାଟୀ ରାଜସ୍ବ ନିରୀକ୍ଷକ ଅନ୍ତର୍ଗତ ଉପର ସୁମଠ ଠାରେ ବେଆଇନ ଭାବେ ଜୁଆଙ୍ଗ ଲୋକ ପାଇଥିବା…

ଜାତୀୟ ଦୃଷ୍ଟିହୀନ କ୍ରିକେଟ: ଓଡ଼ିଶା ରନର୍ସ ଅପ୍‌

ଭୁବନେଶ୍ବର, ୧୭।୨(କ୍ରୀଡ଼ା ପ୍ରତିନିଧି)- ବେଙ୍ଗାଲୁରୁରେ ଆୟୋଜିତ ନାଗେଶ ଟ୍ରଫି ଜାତୀୟ ଦୃଷ୍ଟିହୀନ କ୍ରିକେଟ ଟୁର୍ନାମେଣ୍ଟରେ ଓଡ଼ିଶା ରନର୍ସ ଅପ୍‌ ହୋଇଛି। ମଙ୍ଗଳବାର ଅନୁଷ୍ଠିତ ଫାଇନାଲ ମ୍ୟାଚରେ ଓଡ଼ିଶା…

ଶୁବମନ ଗିଲ୍‌ ଆହତ

ଚେନ୍ନାଇ, ୧୭।୨(ପି.ଟି.)- ଭାରତୀୟ ଓପନିଂ ବ୍ୟାଟ୍ସମ୍ୟାନ ଶୁବମନ ଗିଲ୍‌ ଆହତ ହୋଇଛନ୍ତି। ଇଂଲଣ୍ଡ ବିପକ୍ଷ ଦ୍ୱିତୀୟ କ୍ରିକେଟ ଟେଷ୍ଟର ତୃତୀୟ ଦିବସରେ ଫିଲ୍ଡିଂ ଅବସରରେ ସେ ବାମହାତରେ…

ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଟେବୁଲ: ଭାରତ ଦ୍ୱିତୀୟ ସ୍ଥାନକୁ ଉନ୍ନୀତ

ଚେନ୍ନାଇ, ୧୭।୨(ପି.ଟି.)- ଏଠାରେ ଅନୁଷ୍ଠିତ ଦ୍ୱିତୀୟ କ୍ରିକେଟ ଟେଷ୍ଟରେ ଇଂଲଣ୍ଡକୁ ୩୧୭ ରନରେ ହରାଇବା ଦ୍ୱାରା ଭାରତ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ (ଡବ୍ଲ୍ୟୁଟିସି) ଟେବୁଲର ଦ୍ୱିତୀୟ ସ୍ଥାନକୁ…

ତୃତୀୟ ଟେଷ୍ଟ ପାଇଁ ଇଂଲଣ୍ଡ ଦଳରେ ପରିବର୍ତ୍ତନ ମୋଇନ୍‌ ବାଦ୍‌, ବେୟାରଷ୍ଟୋ, ଉଡ୍‌ ସାମିଲ

ଚେନ୍ନାଇ, ୧୭।୨(ପି.ଟି.)- ଅହମ୍ମଦାବାଦଠାରେ ଫେବୃୟାରୀ ୨୪ରୁ ଆରମ୍ଭ ହେବାକୁ ଯାଉଥିବା ଭାରତ ବିପକ୍ଷ ଦିବାରାତ୍ର ଟେଷ୍ଟ ପାଇଁ ଇଂଲଣ୍ଡ ଦଳରେ ଉଇକେଟ କିପର ଜନି ବେୟାରଷ୍ଟୋ ଓ…

ଧୈର୍ଯ୍ୟ, ସଂକଳ୍ପ, ସାହସିକତା ଦେଖାଇଛୁ: କୋହଲି

ଚେନ୍ନାଇ,୧୭।୨(ପି.ଟି.): ଦ୍ୱିତୀୟ ଟେଷ୍ଟରେ ବୃହତ୍‌ ବିଜୟ ହାସଲ କରିବା ପରେ ଭାରତୀୟ ଅଧିନାୟକ ବିରାଟ କୋହଲି ନିଜ ଖୁସିକୁ ଛପାଇ ରଖିପାରି ନାହାନ୍ତି। ଏହା ଆମ ପାଇଁ…

ଇଂଲଣ୍ଡ ‘ବି’ ଟିମ୍‌କୁ ହରାଇଥିବାରୁ ଭାରତକୁ ଅଭିନନ୍ଦନ: ପିଟରସନ

ଚେନ୍ନାଇ,୧୭।୨(ପି.ଟି): ବିଜୟୀ ଭାରତୀୟ ଦଳକୁ ଇଂଲଣ୍ଡର ପୂର୍ବତନ ଅଧିନାୟକ କେଭିନ ପିଟରସନ ଅଭିନନ୍ଦନ ଜଣାଇଛନ୍ତି। ତେବେ ଭାରତ ଦ୍ୱିତୀୟ ଟେଷ୍ଟରେ ଇଂଲଣ୍ଡର ‘ବି’ ଟିମ୍‌କୁ ହରାଇଛି ବୋଲି…

ଟୋକିଓ ଅଲିମ୍ପିକ୍ସ: ମାରିଙ୍କ ବଦଳରେ ଜଣେ ମହିଳାଙ୍କୁ ଦାୟିତ୍ୱ ଦିଆଯାଇପାରେ

ଟୋକିଓ,୧୭।୨(ଏପି): ଟୋକିଓ ଅଲିମ୍ପିକ ଆୟୋଜକ କମିଟି ଅଧ୍ୟକ୍ଷ ଭାବେ ୟୋଶିରୋ ମୋରିଙ୍କ ସ୍ଥାନରେ ଜଣେ ମହିଳାଙ୍କୁ ଦାୟିତ୍ୱ ଦିଆଯିବାର ସମ୍ଭାବନା ସୃଷ୍ଟି ହୋଇଛି। ୮୩ ବର୍ଷୀୟ ପୂର୍ବତନ…