ଫାରୁକ୍‌-ଉମର ନଜରବନ୍ଦ, ମେହବୁବାଙ୍କ ଉପରେ କଟକଣା

ଶ୍ରୀନଗର,୧୪।୨: ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ନ୍ୟାଶନାଲ୍‌ କନଫରେନ୍ସ୍‌ର ନେତା ଫାରୁକ୍‌ ଅବଦୁଲ୍ଲା ଏବଂ ତାଙ୍କ ପୁଅ ଉମର ଅବଦୁଲ୍ଲାଙ୍କୁ ନଜରବନ୍ଦ କରାଯାଇଥିବା ଅଭିଯୋଗ ହୋଇଛି। ଏନେଇ…

କେରଳରେ ଲାଗୁ ହେବ ନାହିଁ ସିଏଏ

ନୂଆଦିଲ୍ଲୀ,୧୪ ।୨: କେରଳରେ ହେବାକୁ ଥିବା ନିର୍ବାଚନ ପୂର୍ବରୁ ନାଗରିକତା ସଂଶୋଧନ ଆଇନ(ସିଏଏ)କୁ ନେଇ ରାଜନୈତିକ ଉଷ୍ମତା ଆରମ୍ଭ ହୋଇଗଲାଣି । ଗୋଟିଏ ପଟେ ସ୍ୱରାଷ୍ଟ୍ରମନ୍ତ୍ରୀ ଅମିତ…

ଜେଲ୍‌ରେ ଥିବା ଆନ୍ଦୋଳନକାରୀଙ୍କୁ ମିଳିବ ୨ ହଜାର ଟଙ୍କା ସହାୟତା: ମିଳିତ କିଷାନ ମୋର୍ଚ୍ଚା

ନୂଆଦିଲ୍ଲୀ,୧୪।୨: ଜାନୁୟାରୀ ୨୬ରେ ଦିଲ୍ଲୀର ଟ୍ରାକ୍ଟର ରାଲି ସମୟରେ ଘଟିଥିବା ହିଂସା ଘଟଣାରେ କେତେକ ଆନ୍ଦୋଳନକାରୀଙ୍କୁ ଗିରଫ କରାଯାଇ ଜେଲ୍‌ରେ ରଖାଯାଇଛି। ସେମାନଙ୍କ ଆର୍ଥିକ ସହାୟତା ସ୍ବରୂପ…

ରାଜ୍ୟରେ ୭୫୯ ଜଳ ଯୋଗାଣ ପ୍ରକଳ୍ପ ଅସମ୍ପୂର୍ଣ୍ଣ

ଯାଜପୁର ଅଫିସ,୧୪ା୨: ଜାନୁୟାରୀ ୨୦୨୧ ସୁଦ୍ଧା ରାଜ୍ୟରେ ୭୫୯ ପାଇପ୍‌ ଜଳ ଯୋଗାଣ (ପିଡବ୍ଲ୍ୟୁଏସ୍‌) ପ୍ରକଳ୍ପ ନିର୍ମାଣ ଅସମ୍ପୂର୍ଣ୍ଣ ରହିଛି । ଗ୍ରାମ୍ୟ ଜଳ ଯୋଗାଣ ଓ…

ଟୁଲ୍‌କିଟ୍‌ ମାମଲା: ଜଳବାୟୁ କାର୍ଯ୍ୟକର୍ତ୍ତା ଦିଶା ରବି ଗିରଫ

ବେଙ୍ଗାଲୁରୁ,୧୪।୨: ପରିବେଶକର୍ମୀ ଗ୍ରେଟା ଥନବର୍ଗ ଟୁଲକିଟ୍‌ ମାମଲାରେ ଦିଲ୍ଲୀ ପୋଲିସର ସ୍ପେଶାଲ ସେଲ ବେଙ୍ଗାଲୁରୁରୁ ଜଳବାୟୁ କାର୍ଯ୍ୟକର୍ତ୍ତା ଦିଶା ରବିଙ୍କୁ ଗିରଫ କରିଛନ୍ତି। ଫେବୃୟାରୀ ୪ରେ ଏନେଇ…

ଆଜି ଭାଲେଣ୍ଟାଇନ୍ସ ଡେ: ରାଜଧାନୀରେ ୩୦୦ ବାହାଘର

ଭୁବନେଶ୍ୱର, ୧୪।୨(ବ୍ୟୁରୋ): ପ୍ରେମର ପରିଭାଷାକୁ ପରିପ୍ରକାଶ କରିବା ପାଇଁ ପାଳନ ହେଉଛି ଭାଲେଣ୍ଟାଇନ୍ସ ଡେ। ଫେବୃୟାରୀ ୭ ରୋଜ୍‌ ଡେରୁ ଆରମ୍ଭ ହୋଇଥିବା ସପ୍ତାହର ଅନ୍ତିମ ଦିନ…

ସରକାରୀ ସ୍କୁଲରେ ପ୍ରଥମ ଶ୍ରେଣୀରୁ ଇଂଲିଶ

ଭୁବନେଶ୍ୱର, ୧୪।୨(ବ୍ୟୁରୋ): ଏଣିକି ସରକାରୀ ସ୍କୁଲରେ ପିଲାମାନେ ପ୍ରଥମ ଶ୍ରେଣୀରୁ ଇଂଲିଶ ପାଠ ପଢ଼ିବେ। ପ୍ରଥମ ପର୍ଯ୍ୟାୟରେ ରାଜ୍ୟରେ ଥିବା ୧୦୦ଟି ସେଣ୍ଟର ଅଫ୍‌ ଏକ୍ସିଲେନ୍ସ ସ୍କୁଲରେ…

ତୀର୍ଥଯାତ୍ରା ହେଲା ମହାଯାତ୍ରା: ସଡ଼କ ଦୁର୍ଘଟଣାରେ ୧୪ ମୃତ

କୁରନୋଲ,୧୪।୨: ତୀର୍ଥଯାତ୍ରା ପାଲଟିଛି ମହାଯାତ୍ରା। ଆନ୍ଧ୍ରପ୍ରଦେଶର କୁରନୋଲ ଜିଲାର ଭେଲଡୁରୁଟି ଗାଁଠାରେ ତୀର୍ଥଯାତ୍ରୀଙ୍କୁ ନେଇ ଯାଉଥିବା ଏକ ମିନି ବସ୍‌ ଏବଂ ଟ୍ରକ୍‌ ମଧ୍ୟରେ ଧକ୍କା ଘଟିଛି।…

ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ, ଜଗନ୍ନାଥପ୍ରେମୀଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ

ପୁରୀ ଅଫିସ,୧୪ା୨: ଶ୍ରୀମନ୍ଦିର ଭିତର ଫଟୋ ପୁଣି ଭାଇରାଲ ହୋଇଛି। ସୋସିଆଲ ମିଡିଆରେ ଉକ୍ତ ଫଟୋ ଘୂରି ବୁଲିବା ପରେ ବିବାଦ ବଢ଼ିଛି। ଇନ୍‌ଷ୍ଟାଗ୍ରାମ୍‌ରେ ସାଲିନୀ ଫସୀ…

ଥରେ ନୁହେଁ ଚାରି ଥର ପଡ଼ିଥିଲେ ପ୍ରେମରେ, ହେଲେ ଆଜି ବି ଅବିବାହିତ ରତନ ଟାଟା; କାରଣ ଜାଣିଲେ…

ଟାଟା ଗ୍ରୁପର ପୂର୍ବ ଅଧ୍ୟକ୍ଷ ରତନ ଟାଟା ବିବାହ କରିନାହାନ୍ତି। ହେଲେ ତାଙ୍କ ଜୀବନରେ କୌଣସି ଯୁବତୀ ଆସି ନାହାନ୍ତି ତାହା ଭାବିବା ଭୁଲ। ଥରେ କିମ୍ବା…