ଅଙ୍କିତାଙ୍କୁ ୩୬: ସୁଶାନ୍ତଙ୍କୁ ଏବେ ବି ପାରି ନାହାନ୍ତି ଭୁଲି

ମୁମ୍ବାଇ,୧୯।୧୨: ଛୋଟ ପରଦାର ପବିତ୍ର ରିସ୍ତାରୁ କ୍ୟାରିୟର ଆରମ୍ଭ କରିଥିବା ସୁନ୍ଦରୀ ଅଭିନେତ୍ରୀ ଅଙ୍କିତା ଲୋଖଣ୍ଡେ ଶନିବାର ୩୬ ବର୍ଷରେ ପଦାର୍ପଣ କରିଛନ୍ତି। ୧୯୮୪ ଡିସେମ୍ବର ୧୯ରେ…

୧୨ ବର୍ଷର ବାଳକ ସ୍କୁଲ୍‌ ଟଏଲେଟ୍‌ରେ କରୁଥିଲେ ପାର୍ଟି, ଆଉ ତା ପରେ

ଇଂଲଣ୍ଡର ଜଣେ ୧୨ ବର୍ଷର ବାଳକ ସମସ୍ତ ସାମଗ୍ରୀ ସହିତ ବିଦ୍ୟାଳୟର ବାର୍ଥରୁମରେ ଏକ ପାର୍ଟିର ଆୟୋଜନ କରିଥିଲା। ଡିସ୍କୋ ଲାଇଟ, ସ୍ପିକର ଏବଂ ଡିଜେ ସେଟ୍‌…

ଆଇଏସ୍‌ଏଲ: ପରାଜୟ ସ୍ବାଦ ଚାଖିଲା ନର୍ଥଇଷ୍ଟ

ଭାସ୍କୋ, ୧୮।୧୨- ଚଳିତ ଇଣ୍ଡିଆନ ସୁପରଲିଗ୍‌ (ଆଇଏସ୍‌ଏଲ୍‌)ରେ ନର୍ଥଇଷ୍ଟ ୟୁନାଇଟେଡ ଶୁକ୍ରବାର ପ୍ରଥମ ଥର ପରାଜୟ ସ୍ବାଦ ଚାଖିଛି। ଅନିକେତ ଯାଦବଙ୍କ ଗୋଲ ବଳରେ ଜାମସେଦପୁର ଏଫ୍‌ସି…

କଟକରେ ଚାଞ୍ଚଲ୍ୟ: ଘର ଭିତରୁ ମା’ ଝିଅଙ୍କ ମୃତଦେହ ଉଦ୍ଧାର

କଟକ ଅଫିସ,୧୮।୧୨-କଟକ ସେଲ୍ଟର ଛକ ଷ୍ଟେଟ୍‌ ବ୍ୟାଙ୍କ କଲୋନୀର ଏକ ଘରୁ ଶୁକ୍ରବାର ମା’ ଝିଅଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ମା’ର ମୃତଦେହ ଝୁଲନ୍ତା ଅବସ୍ଥାରେ…

କେଜ୍ରିଓ୍ବାଲଙ୍କୁ ବଡ଼ ଠକ କହିଲେ ପଞ୍ଜାବ ମୁଖ୍ୟମନ୍ତ୍ରୀ

ମୋହାଲି, ୧୮।୧୨- ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲ ଓ ପଞ୍ଜାବ ସିଏମ୍‌ ଅମରିନ୍ଦର ସିଂଙ୍କ ମଧ୍ୟରେ ବିବାଦ ଦିନକୁ ଦିନ ତେଜିବାରେ ଲାଗିଛି। ଦିଲ୍ଲୀ ବିଧାନସଭାରେ ମୁଖ୍ୟମନ୍ତ୍ରୀ…

ରାଜଧାନୀରେ ଖୋଲିବ ସବୁ ମନ୍ଦିର

ଭୁବନେଶ୍ୱର, ୧୮।୧୨(ବ୍ୟୁରୋ)- ଭୁବନେଶ୍ୱରରେ ଖୋଲିବ ମନ୍ଦିର। ରାଜଧାନୀର ସବୁ ମନ୍ଦିର ଖୋଲିବାକୁ ନିଷ୍ପତ୍ତି ନେଇଛି ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି)। ଆସନ୍ତା ୩ରୁ ଭୁବନେଶ୍ୱରର ସମସ୍ତ ମନ୍ଦିର ଖୋଲିବାକୁ…

ଔପଦା ମହାବିଦ୍ୟାଳୟରେ ଭିଜିଲାନ୍ସ: ନିଲମ୍ବିତ ହେଲେ ଅଧ୍ୟକ୍ଷ

ବାଲେଶ୍ୱର ଅଫିସ, ୧୮।୧୨-ବାଲେଶ୍ୱର ଜିଲା ଔପଦା ଯୁକ୍ତ ୨ କଲେଜରେ ଅର୍ଥ ହେରଫେର ନେଇ ଅଭିଯୋଗ ହେବା ପରେ ଶୁକ୍ରବାର ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇ ବହୁ…

ଓଡିଶାବାସୀ ଆମର ବସ୍‌: ନବୀନ

ଭୁବନେଶ୍ୱର,୧୮ା୧୨(ବ୍ୟୁରୋ)-ନିର୍ବାଚନ ଜିତିବା, କ୍ଷମତା ହାତେଇବା ଓ କେନ୍ଦ୍ରରେ ସରକାର ଗଢିବା ଜାତୀୟ ଦଳର ମୁଖ୍ୟ ଲକ୍ଷ୍ୟ । ଜାତୀୟ ନେତୃତ୍ୱକୁ ଖୁସି କରି ମନ୍ତ୍ରୀ କିମ୍ବା କିଛି…

ରାଜ୍ୟରେ ସୁସ୍ଥ ହେଲେ ୩୬୩ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୮।୧୨(ବ୍ୟୁରୋ)-ରାଜ୍ୟରେ ଶୁକ୍ରବାର ଆଉ ୩୬୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସୁନ୍ଦରଗଡ ଜିଲାରୁ ସର୍ବାଧିକ ୬୬ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ଖୋର୍ଦ୍ଧାରୁ ୪୬, ମୟୂରଭଞ୍ଜରୁ ୨୮, ଅନୁଗୋଳରୁ…

ମା’ ହେବାକୁ ଯାଉଛନ୍ତି ନେହା କକ୍କର

ଆଜିର ଏପିସୋଡରେ ଦେଖିବା - *ମା’ ହେବାକୁ ଯାଉଛନ୍ତି ନେହା କକ୍କର *ସୈଫ ଅଭିନୀତ ‘ତାଣ୍ଡବ’ର ଟିଜର ରିଲିଜ *ପୁଣି ବର୍ଷା ଓ ଅନୁଭବଙ୍କ ଭିଡ଼ିଓ ଭାଇରାଲ…