ମାଟ୍ରିକ ଫର୍ମ ପୂରଣ ଅବଧି ୨ଦିନ ବଢ଼ିଲା

ଭୁବନେଶ୍ୱର, ୧୧।୨(ବ୍ୟୁରୋ):ମେ’ ୩ରୁ ମାଟ୍ରିକ ପରୀକ୍ଷା ଆରମ୍ଭ ହେବ। ଏବେ ଫର୍ମ ପୂରଣ ପ୍ରକ୍ରିୟା ଜାରି ରହିଥିବାବେଳେ ଏହାର ଅବଧିକୁ ଦ୍ୱିତୀୟଥର ପାଇଁ ବୃଦ୍ଧି କରିଛି ମାଧ୍ୟମିକ…

ଆର୍‌ଟିଓ ହେବ ପେପରଲେସ୍‌

ଭୁବନେଶ୍ୱର,୧୧।୨(ବ୍ୟୁରୋ):ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (ଆରଟିଓ)ଗୁଡ଼ିକର ସମସ୍ତ କାର୍ଯ୍ୟ କାଗଜ ଶୂନ୍ୟ ହେବ। ଗାଡ଼ି ପଞ୍ଜୀକରଣଠାରୁ ଆରମ୍ଭ କରି ପର୍‌ମିଟ, ନବୀକରଣ, ମାଲିକାନା ପରିବର୍ତ୍ତନ, ଲର୍ନର ଲାଇସେନ୍ସ ଇତ୍ୟାଦି…

ଭିକ୍ଷାବୃତ୍ତିକୁ ନିଷିଦ୍ଧ ଘୋଷଣା କରିଥିବା ରାଜ୍ୟକୁ ସୁପ୍ରିମକୋର୍ଟଙ୍କ ନୋଟିସ

ନୂଆଦିଲ୍ଲୀ,୧୦।୦୨: ବିଭିନ୍ନ ରାଜ୍ୟରେ ଭିକ୍ଷାବୃତ୍ତିକୁ ବେଆଇନ କରାଯାଇଛି। ଏ ସମ୍ପର୍କରେ ଦାଖଲ କରାଯାଇଥିବା ଏକ ଯାଚିକାର ଶୁଣାଣି କରିବାକୁ ରାଜି ହୋଇଯାଇଛନ୍ତି ସୁପ୍ରିମକୋର୍ଟ। ଅଶୋକ ଭୂଷଣ ଓ…

ଅଷ୍ଟ୍ରେଲିଆନ୍‌ ଓପନ୍‌: ତୃତୀୟ ରାଉଣ୍ଡରେ ଜୋକୋଭିଚ୍‌, ଥିମ୍‌, ରାଓନିକ୍‌

ମେଲବୋର୍ନ,୧୧।୨: ବର୍ଷର ପ୍ରଥମ ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟ ଅଷ୍ଟ୍ରେଲିଆନ ଓପନ୍‌ ବୁଧବାର ତୃତୀୟ ଦିବସରେ ପହଞ୍ଚିଛି। ପୁରୁଷ ଓ ମହିଳା ସିଙ୍ଗଲ୍ସରେ ସିଡେଡ ଖେଳାଳିମାନେ ଅଗ୍ରଗତି କରିଛନ୍ତି। ପୁରୁଷ…

ପ୍ରମିଜ୍‌ ଡେ’: ସାଥୀଙ୍କୁ ଦିଅନ୍ତୁ ଏମିତି ଦୃଢ଼ ପ୍ରତିଶ୍ରୁତି

ବର୍ତ୍ତମାନ ଚାଲିଛି ଭାଲେଣ୍ଟାଇନ୍ସ ଓ୍ବିକ୍‌ ବା ପ୍ରେମସପ୍ତାହ। ପ୍ରେମୀଯୁଗଳ ଏହି ସପ୍ତାହରେ ଅସୁମାରୀ ସ୍ବପ୍ନ ଦେଖିଥାନ୍ତି। ନିଜର ସାଥୀ ସହ ପ୍ରତି ମୁହୂର୍ତ୍ତକୁ କେମିତି ସ୍ପେଶାଲ ବା…

ମାଉସୀଙ୍କ ଡରରେ ପ୍ରେମିକଙ୍କୁ ଆଲମାରୀରେ ଲୁଚାଇ ରଖିଥିଲେ ଏହି ପ୍ରସିଦ୍ଧ ଅଭିନେତ୍ରୀ

ବଲିଉଡ ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ନିଜ ପୁସ୍ତକ ‘ଅନ୍‌ଫିନିସ୍‌ଡ୍‌’ ଉନ୍ମୋଚନ କରିଛନ୍ତି। ଏହି ପୁସ୍ତକରେ ପ୍ରିୟଙ୍କା ତାଙ୍କ ବ୍ୟକ୍ତିଗତ ଜୀବନ ବିଷୟରେ ଅନେକ ଖୁଲାସା କରିଛନ୍ତି। ଏହି…

ଇଣ୍ଡିଆନ ସୁପର ଲିଗ୍‌: ସମ୍ମାନ ପାଇଁ ଓଡ଼ିଶା ଏଫ୍‌ସି ଖେଳିବ

ଗୋଆ,୧୧।୨(ପି.ଟି.): ଚଳିତ ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ୍‌)ରେ ଓଡ଼ିଶା ଏଫ୍‌ସିର ପ୍ଲେ- ଅଫ୍‌ ଆଶା ଏକପ୍ରକାର ଶେଷ ହୋଇଛି। ଗୁରୁବାର ସ୍ଥାନୀୟ ଫାଟୋର୍ଡା ଷ୍ଟାଡିୟମରେ ଓଡ଼ିଶା ତା’ର…

‘ରୋଷେଇ କରୁଥିବା ବେଳେ ଝିଅକୁ ଜାଳି ଦେଲେ’

ରେଢାଖୋଲ,୧୧ା୨: ଶାଶୁଘର ଲୋକେ ମୋ ଝିଅକୁ ପେଟ୍ରୋଲ ଢାଳି ପୋଡ଼ି ମାରିଦେଇଛନ୍ତି। ରେଢାଖୋଲ ଥାନାରେ ଏଭଳି ଅଭିଯୋଗ କରିଛନ୍ତି ଅନୁଗୋଳ ଜିଲା ମାଧପୁର ଗ୍ରାମର କୃଷ୍ଣ ବେହେରା।…

ଟିନା ମୁନିମ୍‌ ରୁ ଟିନା ଅମ୍ବାନୀ ପର୍ଯ୍ୟନ୍ତ ଯାତ୍ରା…

ମୁମ୍ବାଇ,୧୧।୨: ବଲିଉଡ ଅଭିନେତ୍ରୀ ଟିନା ଅମ୍ବାନୀଙ୍କୁ ଗୁରୁବାର ୬୪ ବର୍ଷ ପୂରଣ ହୋଇଛି। ସେ ୧୯୫୭ ଫେବୃୟାରୀ ୧୧ରେ ମୁମ୍ବାଇଠାରେ ଜନ୍ମଗ୍ରହଣ କରିଥିଲେ। ତାଙ୍କର ପ୍ରକୃତ ନାମ…

ଆଇଏସ୍‌ଏଲ୍‌: ଚେନ୍ନାଇନ୍‌କୁ ହରାଇଲା ଜାମଶେଦପୁର

ବାମ୍ବୋଲିମ,୧୧।୨: ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ୍‌)ରେ ବୁଧବାର ଖେଳାଯାଇଥିବା ମ୍ୟାଚ୍‌ରେ ଜାମଶେଦପୁର ଏଫ୍‌ସି ୧-୦ ଗୋଲରେ ଚେନ୍ନାଇନ୍‌ ଏଫ୍‌ସିକୁ ପରାସ୍ତ କରିଛି। କଡ଼ା ସଂଘର୍ଷପୂର୍ଣ୍ଣ ଏହି ମ୍ୟାଚ୍‌ରେ…