ନାଗାର୍ଜୁନଙ୍କ ଫେରିବା ବାଟକୁ ଚାହିଁ ବସିଛନ୍ତି ପରିବାର: ଉତ୍ତରାଖଣ୍ଡ ହିମସ୍ଖଳନ

ଭଦ୍ରକ ଅଫିସ, ୧୦ା୨- ଉତ୍ତରାଖଣ୍ଡରେ ହିମସ୍ଖଳନ ଯୋଗୁ ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ବାଂଶଡ଼ା ଥାନା ଅନ୍ତର୍ଗତ ଯଶିପୁର ପଞ୍ଚାୟତ କୁଦକାନ୍ଥି ଗ୍ରାମର ରବୀନ୍ଦ୍ର ଦାସଙ୍କ ପୁଅ…

ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଫାଇନାଲ: ଚତୁର୍ଥ ସ୍ଥାନକୁ ଖସିଲା ଭାରତ: ଇଂଲଣ୍ଡ ଆଶା ଉଜ୍ଜୀବିତ

ଦୁବାଇ, ୧୦ା୨ (ପି.ଟି.)-ଚେନ୍ନାଇରେ ଅନୁଷ୍ଠିତ ଇଂଲଣ୍ଡ ବିପକ୍ଷ ପ୍ରଥମ କ୍ରିକେଟ ଟେଷ୍ଟରେ ୨୨୭ ରନରେ ପରାଜୟ ଦ୍ୱାରା ଭାରତ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ର଼୍ୟାଙ୍କିଙ୍ଗ ତାଲିକାରେ ଚତୁର୍ଥ…

ରମେଶ ପାଓ୍ବାର ମୁମ୍ବାଇ କୋଚ୍‌ ନିଯୁକ୍ତ

ମୁମ୍ବାଇ, ୧୦ା୨ (ପି.ଟି.)-ଫେବୃୟାରୀ ୨୦ରୁ ଆରମ୍ଭ ହେବାକୁ ଥିବା ବିଜୟ ହଜାରେ ଟ୍ରଫି ପାଇଁ ଭାରତର ପୂର୍ବତନ ଅଫ୍‌ ସ୍ପିନର ରମେଶ ପାଓ୍ବାରଙ୍କୁ ମୁମ୍ବାଇ କ୍ରିକେଟ ଦଳର…

ଏଟିକେ ମୋହନବାଗାନ ବିଜୟୀ

ମାର୍ଗାଓ, ୧୦ା୨: ସ୍ଥାନୀୟ ଫାତୋର୍ଡା ଷ୍ଟାଡିୟମରେ ମଙ୍ଗଳବାର ଖେଳାଯାଇଥିବା ଇଣ୍ଡିଆ ସୁପର ଲିଗ୍‌ (ଆଇଏସ୍‌ଏଲ) ଫୁଟ୍‌ବଲ ଟୁର୍ନାମେଣ୍ଟର ଏକ ମ୍ୟାଚରେ ଏଟିକେ ମୋହନବାଗାନ ୨-୦ ଗୋଲରେ ବେଙ୍ଗାଲୁରୁ…

ଜାତୀୟ ନଗେଶ ଟ୍ରଫି ଦୃଷ୍ଟିହୀନ କ୍ରିକେଟ: ଓଡ଼ିଶାର କ୍ରମାଗତ ଦ୍ୱିତୀୟ ବିଜୟ

ଭୁବନେଶ୍ୱର, ୧୦।୨(କ୍ରୀଡ଼ା ପ୍ରତିନିଧି)-ବେଙ୍ଗାଲୁରୁଠାରେ ଚାଲିଥିବା ୩ୟ ନଗେଶ ଟ୍ରଫି ଜାତୀୟ ଦୃଷ୍ଟିହୀନ କ୍ରିକେଟ ଟୁର୍ନାମେଣ୍ଟରେ ଓଡ଼ିଶା କ୍ରମାଗତ ଦ୍ୱିତୀୟ ବିଜୟ ହାସଲ କରିଛି। ମଙ୍ଗଳବାର ଅନୁଷ୍ଠିତ ମ୍ୟାଚରେ…

‘ଦ୍ୱିତୀୟ ଟେଷ୍ଟରେ ପରାସ୍ତ ହେଲେ ବଡ଼ ନିଷ୍ପତ୍ତି ନେଇପାରନ୍ତି କୋହଲି’

ଚେନ୍ନାଇ, ୧୦ା୨- ଇଂଲଣ୍ଡ ବିପକ୍ଷ ପ୍ରଥମ ଟେଷ୍ଟରେ ବୃହତ୍‌ ପରାଜୟ ବରଣ କରିଛି ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଭାରତୀୟ ଦଳ। ଅଷ୍ଟ୍ରେଲିଆ ବିପକ୍ଷ ପ୍ରଥମ ଟେଷ୍ଟରେ ଟିମ୍‌…

ବୟସର ତାରତମ୍ୟ ପ୍ରେମରେ ସାଜିନି ବାଧକ…

ଏବେ ଭାଲେଣ୍ଟାଇନ୍‌ ସପ୍ତାହ ଜାରି ରହିଛି। ଏହା ପ୍ରେମୀଯୁଗଳଙ୍କୁ ପ୍ରେମର ପରିଭାଷା ସମ୍ପର୍କରେ ଅବଗତ କରାଇଥାଏ। ପ୍ରେମ ଆଗରେ ଜାତି-ଧର୍ମ-ବର୍ଣ୍ଣ ବାଧା ସୃଷ୍ଟି କରି ନ ଥାଏ।…

ଶରୀର ପାଇଁ ଉପକାରୀ ଗୋଲମରିଚ

ଭୋଜନରେ ଗୋଲମରିଚର ବ୍ୟବହାର ଯେ କେବଳ ସ୍ବାଦ ବଢ଼ାଇବା ପାଇଁ ହୁଏ ଭାବିବା ସମ୍ପୂର୍ଣ୍ଣ ଭୁଲ୍‌। ଅନେକ କ୍ଷେତ୍ରରେ ଏହାର ବ୍ୟବହାର ସ୍ବାସ୍ଥ୍ୟ ପାଇଁ ଲାଭଦାୟକ ହୋଇଥାଏ।…

ଏହି ହସ୍ପିଟାଲରେ ଝିଅ ଜନ୍ମ ହେଲେ ଖର୍ଚ୍ଚ କରିବାକୁ ପଡ଼ିବନି ଟଙ୍କାଟିଏ

ଛତିଶଗଡ଼ର ରାଜଧାନୀ ରାୟପୁରରେ ଏମିତି ଏକ ଡାକ୍ତରଖାନା ରହିଛି ଯେଉଁଠାରେ ଝିଅ ଜନ୍ମ ହେଲେ ଟଙ୍କାଟିଏ ମଧ୍ୟ ଖର୍ଚ୍ଚ କରିବାକୁ ପଡ଼ିବ ନାହିଁ। ‘ଶ୍ରୀ ବାଲାଜୀ ସୁପର…

ସୁସ୍ଥ ହେଲେ ୧୦୮ କରୋନା ଆକ୍ରାନ୍ତ

ଭୁବନେଶ୍ୱର, ୯ା୨- ଓଡ଼ିଶାରେ ମଙ୍ଗଳବାର ୧୦୮ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ କୋଭିଡ୍‌-୧୯ରୁ ମୁକ୍ତ ହୋଇଥିବା ସଂକ୍ରମିତଙ୍କ ସଂଖ୍ୟା ୩,୩୩,୧୩୯ରେ ପହଞ୍ଚିଛି। ସୁନ୍ଦରଗଡ଼ରୁ…