ଜଣଙ୍କ ସହ ୪ ବର୍ଷ ଲିଭ୍‌-ଇନ୍‌ ରିଲେସନ୍‌ଶିପରେ ରହି ଅନ୍ୟ ଜଣେ ଯୁବତୀଙ୍କୁ ବିବାହ କରିଥିଲେ ଏହି କ୍ରିକେଟର

ଭାରତୀୟ ଦଳର ପୂର୍ବତନ ଅଲରାଉଣ୍ଡର ଯୁବରାଜ ସିଂ କ୍ରିକେଟରେ ଅନେକ ଉପଲବ୍ଧି ହାସଲ କରିଛନ୍ତି। ଯଦିଓ ସେ କ୍ରିକେଟକୁ ଅଲବିଦା କହିସାରିଛନ୍ତି କିନ୍ତୁ ତାଙ୍କ ବ୍ୟାଟିଂ କ୍ରେଜ୍‌…

ନର୍ଦ୍ଦର୍ନ ଓ୍ବାରିୟର୍ସକୁ ଦ୍ୱିତୀୟ ଆବୁଧାବି ଟାଇଟଲ

ଆବୁଧାବି, ୮ା୨ (ପି.ଟି.)-ନର୍ଦ୍ଦର୍ନ ଓ୍ବାରିୟର୍ସ ଦ୍ୱିତୀୟ ଥର ପାଇଁ ଆବୁଧାବି ଟି୧୦ ଟାଇଟଲ ହାସଲ କରିଛି। ଫାଇନାଲରେ ପ୍ରଭାବୀ ବୋଲିଂ ଦଳ ଦିଲ୍ଲୀ ବୁଲ୍ସକୁ ୮ ଉଇକେଟରେ…

ଜାମସେଦପୁରକୁ ହରାଇଲା ଇଷ୍ଟବେଙ୍ଗଲ

ମାର୍ଗାଓ, ୮ା୩ (ପି.ଟି.)-ଚଳିତ ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ୍‌)ରେ ରବିବାର ଖେଳାଯାଇଥିବା ପ୍ରଥମ ମ୍ୟାଚରେ ଏସ୍‌ସି ଇଷ୍ଟବେଙ୍ଗଲ ୨-୧ ଗୋଲ୍‌ରେ ଜାମସେଦପୁର ଏଫ୍‌ସିକୁ ହରାଇ ଦେଇଛି। ପାଖାପାଖି…

ସୁସ୍ଥ ହେଲେ ୧୦୬ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୭।୨: ଓଡ଼ିଶାରେ ରବିବାର ୧୦୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସମ୍ବଲପୁରରୁ ସର୍ବାଧିକ ୧୮, ସୁନ୍ଦରଗଡ଼ରୁ ୯, ଅନୁଗୁଳ ଓ ପୁରୀରୁ ୮, ଯାଜପୁର ଓ…

ରାଜ୍ୟ ବୟନଶିଳ୍ପ ମନ୍ତ୍ରୀଙ୍କ ଗାଡ଼ି ଦୁର୍ଘଟଣାଗସ୍ତ, ବାଇକ୍‌ ଚାଳକ ଗୁରୁତର

କୋରାପୁଟ, ୭ା୨: କୋରାପୁଟ-ବୋରିଗୁମ୍ମା ଭାୟା ରାଣୀଗଡ଼ ୩୨୬ ନମ୍ବର ରାଜପଥ ଛର୍ତଲା ନିକଟରେ ରବିବାର ରାଜ୍ୟ ବୟନ ଶିଳ୍ପ ମନ୍ତ୍ରୀ ପଦ୍ମିନୀ ଦିଆନଙ୍କ କାର ଓ ଏକ…

ଆଲୋଚନା ଆରମ୍ଭ କରିବା ପାଇଁ ସରକାର ପ୍ରସ୍ତୁତ : ଗୋୟଲ

ନୂଆଦିଲ୍ଲୀ, ୭ା୨- ନୂଆ କୃଷି ଆଇନକୁ ବିରୋଧ କରୁଥିବା ଆନ୍ଦୋଳନରତ କୃଷକ ନେତାଙ୍କ ସହ ପୁଣି ଥରେ ସରକାର ଆଲୋଚନା ଆରମ୍ଭ କରିବା ପାଇଁ ପ୍ରସ୍ତୁତ ଥିବା…

ଦୁର୍ଘଟଣା ଉଜାଡିଦେଲା ପରିବାର

ପାରଳାଖେମୁଣ୍ଡି,୭ା୨: ପାରଳାଖେମୁଣ୍ଡି ନିକଟସ୍ଥ ରାଣୀପେଣ୍ଠ ଗ୍ରାମ ବିନୋଦିନୀ ମହାବିଦ୍ୟାଳୟ ନିକଟରେ ରବିବାର ଏକ ବାଇକ୍‌ ସହ ବୋଲେରୋ ମୁହାଁମୁହିଁ ଧକ୍କା ହେବାରୁ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିବା…

ନିର୍ମାଣଧୀନ କୋଠାରେ ଲାଗିଲା ନିଆଁ

ମୁମ୍ବାଇ,୭।୨: ମୁମ୍ବାଇର ଲୋୟର ପାରେଲ ଅଞ୍ଚଳରେ ଏକ ନିର୍ମାଣାଧୀନ କୋଠାରେ ଅଗ୍ନିକାଣ୍ଡ ଘଟିଛି। ବିଲଡିଂରେ ନିଆଁ ଲାଗିବା ମାତ୍ରେ ଘଟଣାସ୍ଥଳରେ ୫ଟି ଅଗ୍ନିଶମ ଗାଡି ପହଞ୍ଚି ନିଆଁ…

କେନ୍ଦ୍ର ଯୋଗୁ ସଚିନ, ଲତାଙ୍କୁ ଟ୍ରୋଲ କରାଯାଉଛି

ମୁମ୍ବାଇ, ୭ା୨- ଭାରତରତ୍ନ ପ୍ରାପ୍ତ ଲତା ମଙ୍ଗେଶକର ଓ ସଚିନ ତେନ୍ଦୁଲକରଙ୍କ ଭଳି ଦେଶର ମହାନ ବ୍ୟକ୍ତିବିଶେଷଙ୍କ ସମ୍ମାନକୁ ବାଜିରେ ଲଗାଇବା ଉଚିତ ନୁହେଁ। କେନ୍ଦ୍ର ସରକାରଙ୍କ…

‘ମାଓବାଦୀଙ୍କ ଗତିବିଧି ଦୁର୍ବଳ ହୋଇଛି’

କୋରାପୁଟ,୭ା୨: ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ ଅଭୟ ରବିବାର କୋରାପୁଟ ଗସ୍ତ କରି ନବନିର୍ମିତ ସଶସ୍ତ୍ର ପୋଲିସ ଆର୍‌ଆଇ କାର୍ଯ୍ୟାଳୟ ଉଦ୍‌ଘାଟନ କରିଛନ୍ତି। ଅଞ୍ଚଳର ଆଇନଶୃଙ୍ଖଳା, ମାଓବାଦୀ ଦମନ…