କୁଡ଼ିଆରେ ଜଳିଗଲେ ମହିଳା

ଢେଙ୍କାନାଳ ଅଫିସ/ କାମାକ୍ଷାନଗର(ଡି.ଏନ.ଏ.), ୬।୨: ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ ଥାନା କଣ୍ଟାପାଳ ପଞ୍ଚାୟତ ଅନ୍ତର୍ଗତ ଚୁନରଗଡ଼ି ଗ୍ରାମର ଜଣେ ମହିଳାଙ୍କ ଅର୍ଦ୍ଧଦଗ୍ଧ ମୃତଦେହ କୁଡ଼ିଆରୁ ଶୁକ୍ରବାର ଜବତ…

ସାମ୍ବିଧାନିକ ବ୍ୟବସ୍ଥାକୁ ସୁଦୃଢ଼ କରିଥାଏ ନ୍ୟାୟପାଳିକା: ମୋଦି

ନୂଆଦିଲ୍ଲୀ, ୬।୨: ସାମ୍ବିଧାନିକ ବ୍ୟବସ୍ଥାକୁ ସୁରକ୍ଷା ଯୋଗାଇ ଦେବା ଏବଂ ସୁଦୃଢ଼ କରିବା କ୍ଷେତ୍ରରେ ନ୍ୟାୟପାଳିକା ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥାଏ। ଏହା ଦ୍ୱାରା ନାଗରିକ ଅଧିକାର…

ରତନ ଟାଟାଙ୍କୁ ଭାରତରତ୍ନ ଦେବାକୁ ଦାବି: ରତନ କହିଲେ ଆପଣଙ୍କ ଭାବନକୁ ସ୍ୱାଗତ କରୁଛି 

ନୂଆଦିଲ୍ଲୀ, ୬ ।୨: ସୋସିଆଲ ମିଡିଆରେ ଜଣାଶୁଣା ଉଦ୍ୟୋଗପତି ରତନ ଟାଟାଙ୍କୁ ଭାରତରତ୍ନ ଦେବାକୁ ବାଦି ଉଠିଛି । ଏହାକୁ ନେଇ ଟାଟା ତାଙ୍କର ପ୍ରତିକ୍ରିୟା ଦେଇଛନ୍ତି…

ଓସ୍କାର ବିଜେତା ଅଭିନେତାଙ୍କ ପରଲୋକ

ଓସ୍କାର ବିଜେତା ଅଭିନେତା ଖ୍ରୀଷ୍ଟୋଫର ପ୍ଲମରଙ୍କର ଶୁକ୍ରାବର ପରଲୋକ ଘଟିଛି। ମୃତ୍ୟୁବେଳକୁ ତାଙ୍କୁ ୯୧ ବର୍ଷ ହୋଇଥିଲା। ଏ ନେଇ ଖ୍ରୀଷ୍ଟୋଫରଙ୍କ ମ୍ୟାନେଜର ସୂଚନା ଦେଇଛନ୍ତି। ସେ…

୧ ବନାମ ୧୭ ଗାଁ

ନୟାଗଡ଼ ଅଫିସ,୬।୨: ଜଙ୍ଗଲ ମଧ୍ୟରେ ରାସ୍ତା ନିର୍ମାଣକୁ ନେଇ ସାଢ଼େ ୩ ବର୍ଷରୁ ଲାଗିରହିଥିବା ବିବାଦ ଗୁରୁବାର ବିଳମ୍ବିତ ରାତିରୁ ଉଗ୍ରରୂପ ନେଇଛି। ନୟାଗଡ ସଦରଥାନା ଅନ୍ତର୍ଗତ…

ମେ’ ୩ରୁ ମାଟ୍ରିକ ପରୀକ୍ଷା, ଖୁବ୍‌ଶୀଘ୍ର କାର୍ଯ୍ୟସୂଚୀ

ଭୁବନେଶ୍ୱର, ୬।୨(ବ୍ୟୁରୋ): ମେ’ ୩ରୁ ମାଟ୍ରିକ ପରୀକ୍ଷା ଆରମ୍ଭ ହୋଇ ୧୫ ତାରିଖରେ ସରିବ। ଖୁବ୍‌ଶୀଘ୍ର ପରୀକ୍ଷା କାର୍ଯ୍ୟସୂଚୀ ପ୍ରକାଶ ପାଇବ। ତେବେ ମେ’ ୩ ରୁ…

ସରକାରୀ ଯୋଜନା ଏଠି ସାତସପନ

କଣ୍ଟାବାଞ୍ଜି, ୬।୨(ଡି.ଏନ.ଏ.): ବଲାଙ୍ଗୀର ଜିଲା ତୁରେକେଲା ବ୍ଲକ ବଡଡକଲା ପଞ୍ଚାୟତର ମାଓବାଦୀ ପ୍ରବଣ ଡଙ୍ଗାମରା ଗାଁ। ଗାଁରେ ଅଧିକାଂଶ ଲୋକ ଆଦିବାସୀ ସମ୍ପ୍ରଦାୟର। ଜଙ୍ଗଲଜାତ ଦ୍ରବ୍ୟ ସଂଗ୍ରହ…

ରାଲି ପାଇଁ ତୃଣମୂଳକୁ ଅନୁମତି ଭାଜପାକୁ ମନା

କୋଲକାତା, ୬।୨: ଆଗକୁ ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନ। ରାଜ୍ୟରେ କ୍ଷମତା ଦଖଲ ପାଇଁ ଶାସକ ତୃଣମୂଳ ମୂଳ କଂଗ୍ରେସ ଏବଂ ଭାଜପା ମଧ୍ୟରେ ମୁହାଁମୁହିଁ ସ୍ଥିତି ସୃଷ୍ଟି…

ମୁଖ୍ୟ ଶାସନ ସଚିବଙ୍କୁ ଲୋକାୟୁକ୍ତଙ୍କ ରିପୋର୍ଟ ତଲବ

ଭୁବନେଶ୍ୱର,୬।୨(ବ୍ୟୁରୋ): ୨୦୧୫ରୁ ୨୦୨୦ ମସିହା ମଧ୍ୟରେ ୬୯ଜଣ ଅଧିକାରୀଙ୍କ ବିରୋଧରେ ଦୁର୍ନୀତି ଅଭିଯୋଗ ଆସିଛି। ଏ ସଂକ୍ରାନ୍ତ ମାମଲାର ତଦନ୍ତ ପ୍ରକ୍ରିୟାକୁ ଓଡ଼ିଶା ସରକାର ଚାପି ରଖିବା…

୨୦ ଓଏଫ୍‌ଏସ୍‌ ଅଫିସରଙ୍କୁ ଆଇଏଫ୍‌ଏସ୍‌ ପାହ୍ୟା

ଭୁବନେଶ୍ୱର, ୬।୨(ବ୍ୟୁରୋ): ରାଜ୍ୟର ମୋଟ ୨୦ଜଣ ଓଏଫ୍‌ଏସ୍‌ (ଓଡ଼ିଶା ବନ ସେବା) ଅଫିସରଙ୍କୁ ଆଇଏଫ୍‌ଏସ୍‌ (ଭାରତୀୟ ବନ ସେବା) ପାହ୍ୟାକୁ ପଦୋନ୍ନତି ମିଳିଛି। ପରିବେଶ, ଜଙ୍ଗଲ ଓ…