କିଶୋର ବିୟାନୀଙ୍କୁ ବଡ଼ ଝଟକା

ନୂଆଦିଲ୍ଲୀ, ୪ା୨:  ଆମେରିକାର ପ୍ରମୁଖ କମ୍ପାନୀ ଆମାଜନ ସହ ବିବାଦରେ ଫସିଥିବା ଫ୍ୟୁଚର ଗ୍ରୁପ୍‌ର ମୁଖ୍ୟ ନିର୍ବାହୀ କିଶୋର ବିୟାନୀଙ୍କୁ ବଡ଼ ଝଟକା ଲାଗିଛି। ଦେଶର ଶେୟାର ବଜାର…

କୋଭିଡ୍‌ ଯୋଗୁ ସ୍ବାସ୍ଥ୍ୟ ବୀମା ଗ୍ରହଣ ବଢ଼ିଛି

ଭୁବନେଶ୍ୱର, ୪ା୨: କୋଭିଡ୍‌ ମହାମାରୀ ଯୋଗୁ ଲୋକଙ୍କ ମଧ୍ୟରେ ସ୍ବାସ୍ଥ୍ୟବୀମା ଗ୍ରହଣ ବଢ଼ିଛି। କୋଭିଡ୍‌ ପୂର୍ବ ସ୍ଥିତି ତୁଳନାରେ ଏଥିରେ ଦ୍ରୁତ ଅଭିବୃଦ୍ଧି ହୋଇଥିବା ମାକ୍ସ ବୁପା…

ଗେରାଲ୍ଡ ପେଟୋନ ଓଡ଼ିଶା ଏଫ୍‌ସି ଆନ୍ତରୀଣ କୋଚ୍‌

ଭୁବନେଶ୍ୱର,୪।୨: ସହକାରୀ କୋଚ୍‌ ଗେରାଲ୍ଡ ପେଟୋନଙ୍କୁ ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ୍‌) ଦଳ ଓଡ଼ିଶା ଏଫ୍‌ସି ଆନ୍ତରୀଣ ହେଡ୍‌ କୋଚ୍‌ ଭବେ ନିଯୁକ୍ତ କରିଛି। ଆଇଏସ୍‌ଏଲ୍‌ର ଚଳିତ…

ଫୋଲର ୪ ମ୍ୟାଚ୍‌ରୁ ବାସନ୍ଦ

କୋଲକାତା,୪।୨(ପି.ଟି.): ଇଷ୍ଟ ବେଙ୍ଗଲ ଫୁଟ୍‌ବଲ କ୍ଲବର ହାଇପ୍ରୋଫାଇଲ କୋଚ୍‌ ରୋବି ଫୋଲର ଚଳିତ ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ୍‌)ରେ ଭାରତୀୟ ରେଫରିଙ୍କ ବିରୋଧରେ ଆପତ୍ତିଜନକ ମନ୍ତବ୍ୟ ଦେଇ…

ନିବେଶକଙ୍କ ସମ୍ପତ୍ତି ୧୨.୩୧ ଲକ୍ଷ କୋଟି ବୃଦ୍ଧି

ନୂଆଦିଲ୍ଲୀ, ୪ା୨: ଗତ ୩ ଦିନ ହେବ ଭାରତୀୟ ଶେୟାର ବଜାରରେ କାରବାର ଉନ୍ନତ ସ୍ତରରେ ରହିଛି। ବଜେଟ ପ୍ରଭାବ ଉନ୍ନତ ରହିବାରୁ ୩ ଦିନ ହେବ ପୁଞ୍ଜିବଜାର…

ଦକ୍ଷିଣ ଆଫ୍ରିକା ଗସ୍ତରୁ ଅଷ୍ଟ୍ରେଲିଆ ଓହରିବା ଚିନ୍ତାଜନକ: ଭନ, ପିଟରସନ

ଲଣ୍ଡନ,୪।୧(ପି.ଟି.): କୋଭିଡ୍‌-୧୯ ସ୍ଥିତି ଓ ସ୍ବାସ୍ଥ୍ୟଗତ ନିରାପତ୍ତାକୁ ଦୃଷ୍ଟିରେ ରଖି ଅଷ୍ଟ୍ରେଲିଆ ତା’ର ଆଗାମୀ ଦକ୍ଷିଣ ଆଫ୍ରିକା ଗସ୍ତରୁ ଓହରିଯାଇଛି। କ୍ରିକେଟ ଅଷ୍ଟ୍ରେଲିଆ (ସିଏ)ର ଏହି ନିଷ୍ପତ୍ତି…

ଅଜୟ ସିଂ ବିଏଫ୍‌ଆଇ ଅଧ୍ୟକ୍ଷ ଭାବେ ପୁନଃ ନିର୍ବାଚିତ

ନୂଆଦିଲ୍ଲୀ,୪।୨(ପି.ଟି.): ଅଜୟ ସିଂ ବକ୍ସିଂ ଫେଡେରେଶନ ଅଫ୍‌ ଇଣ୍ଡିଆ (ବିଏଫ୍‌ଆଇ)ର ଅଧ୍ୟକ୍ଷ ଭାବେ ପୁଣିଥରେ ନିର୍ବାଚିତ ହୋଇଛନ୍ତି। ଅନ୍ତର୍ଜାତୀୟ ବକ୍ସିଂ ଆସୋସିଏଶନ (ଏଆଇବିଏ) ପର୍ଯ୍ୟବେକ୍ଷକଙ୍କ ଉପସ୍ଥିତିରେ ଅନୁଷ୍ଠିତ…

ଅବଧି ନ ଥିଲେ ବି ମୂଲ୍ୟ ଅଧିକ

ଅନୁଗୋଳ ଅଫିସ, ୪।୨: ଅନୁଗୋଳ ଜିଲାର କେତୋଟି ମଦ କାଉଣ୍ଟରରେ ବିକ୍ରି ହେଉଛି ଏକ୍ସପାଏରୀ ମଦ। କେଇମାସ ପୂର୍ବରୁ ଅବଧି ଶେଷ ହୋଇଯାଇଥିଲେ ମଧ୍ୟ ବୋତଲରେ ନୂଆ ଷ୍ଟିକର…

ଆଇଟିଆଇ ହଷ୍ଟେଲର ୯ ମାସର ଫି’ ଛାଡ଼

ଭୁବନେଶ୍ୱର, ୪।୨(ବ୍ୟୁରୋ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟର ସମସ୍ତ ସରକାରୀ ଆଇଟିଆଇରେ ପଢୁଥିବା ଛାତ୍ରୀଛାତ୍ରଙ୍କ ୯ ମାସର ହଷ୍ଟେଲ ଫି’ ଛାଡ଼ କରାଯାଇଛି। ଏହାଦ୍ବାରା ସରକାରୀ ଆଇଟିଆଇରେ…

ଅଫିସ୍‌ରେ ଟିକା ନେବେ ସମ୍ମୁଖ ଯୋଦ୍ଧା

ଭୁବନେଶ୍ୱର, ୪।୨(ବ୍ୟୁରୋ):ଏଣିକି ଅଫିସ୍‌ରେ କରୋନା ଟିକାକରଣ ହେବ। କରୋନା ଲଢ଼େଇର ସମ୍ମୁଖ ଯୋଦ୍ଧାଙ୍କୁ ନିଜ ଅଫିସରେ ଟିକା ଦିଆଯିବ। ଏଥିପାଇଁ ଅଫିସ୍‌ରେ ସ୍ବତନ୍ତ୍ର ଟିକା ରୁମ୍‌ ଖୋଲାଯାଇ…