ପରିତ୍ୟକ୍ତ ଅବସ୍ଥାରେ ସରକାରୀ ଆୟୁର୍ବେଦିକ ଚିକିତ୍ସାଳୟ, ଅର୍ଥ ମଞ୍ଜୁର ହୋଇଥିଲେ ବି…

କର୍ଲାମୁଣ୍ଡା,୨୫।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଜୋରାଡ଼ବରାଠାରେ ପରିତ୍ୟକ୍ତ ଅବସ୍ଥାରେ ରହିଛି ସରକାରୀ ଆୟୁର୍ବେଦିକ ଚିକିତ୍ସାଳୟ। ସରକାର ୧୯୮୮ ମସିହାରେ ଏହି ଚିକିତ୍ସାଳୟ ପ୍ରତିଷ୍ଠା…

ଅସହାୟଙ୍କୁ ସହାୟତାର ହାତ ବଢାଇଲା ନ୍ୟୁ ଲାଇଫ ମିଶନ

କେସିଙ୍ଗା,୨୫ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କୁର୍ଲୁପଡ଼ା ଗ୍ରାମର ନ୍ୟୁ ଲାଇଫ ମିଶନ ପରିସରରେ ଅନୁଷ୍ଠାନର ପ୍ରତିଷ୍ଠାତା ତଥା ଡାଇରେକ୍ଟର ସିଆନି ହରପାଲ ଓ…

ବଡ଼ ଧୂମଧାମରେ ପାଳିତ ହେଲା ବଡ଼ଦିନ: ପୁଣି ବର୍ଷେ ଅପେକ୍ଷା

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ): ଆସିଛି ଖୁସିର ମୁହୂର୍ତ୍ତ। ଯୀଶୁଖ୍ରୀଷ୍ଟଙ୍କ ଆଗମନକୁ ନେଇ ସବୁଠି ଖୁସି ଓ ଆନନ୍ଦର ମୁହୂର୍ତ୍ତ ଘରେ ଘରେ ଜମିଛି ମିଠା ଓ…

ବାଂଲାଦେଶରେ ଆଉ ଜଣେ ହିନ୍ଦୁ ଯୁବକଙ୍କୁ ପିଟିପିଟି ହତ୍ୟା: ପୋଲିସର ଚାଞ୍ଚଲ୍ୟକର ଖୁଲାସା

ଢାକା,୨୫।୧୨: ବାଂଲାଦେଶରେ ଆଉ ଜଣେ ହିନ୍ଦୁ ବ୍ୟକ୍ତିଙ୍କୁ ପିଟିପିଟି ହତ୍ୟା କରାଯାଇଛି। ମୃତକଙ୍କ ନାମ ଅମୃତ ମଣ୍ଡଳ ଓରଫ ସମ୍ରାଟ। ପୋଲିସ ଦାବି କରିଛି, ରାଜବାଡ଼ିର ପାଙ୍ଗସା…

ଭଉଣୀଙ୍କୁ ଅସଦାଚରଣ କରିଥିଲେ ଭାଇ, ଅଭିଯୋଗ ହେବାପରେ ଘଟିଲା…

ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମକୋଇ ପଞ୍ଚାୟତ ସିନ୍ଧୁଖାଳି ଗ୍ରାମରେ ଭଉଣୀଙ୍କୁ ଅସଦାଚରଣ ସହ ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗରେ କେ.…

ତୁଳସୀରେ ଅଛି ଅନେକ ଔଷଧୀୟ ଗୁଣ: ସକାରାତ୍ମକ ପରିବେଶ…

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ରେ ତୁଳସୀ ପୂଜନ ଉତ୍ସବ ପାଈଁ ଅଞ୍ଚଳ ଉତ୍ସବ ମୁଖର ହୋଇଛି। ଏହି ଅବସରରେ…

ସୋସିଆଲ ମିଡିଆ ନୀତିରେ ବଡ଼ ପରିବର୍ତ୍ତନ କଲା ଭାରତୀୟ ସେନା, ଏଣିକି ଦେଖିପାରିବେ ହେଲେ…

ନୂଆଦିଲ୍ଲୀ,୨୫।୧୨: ଭାରତୀୟ ସେନା ଏହାର ସୈନିକ ଏବଂ ଅଧିକାରୀମାନଙ୍କ ପାଇଁ ସୋସିଆଲ ମିଡିଆ ଆପ୍ ବ୍ୟବହାର ସମ୍ପର୍କରେ ନୂତନ ନିର୍ଦ୍ଦେଶାବଳୀ ଜାରି କରିଛି । ପ୍ରତିରକ୍ଷା ଅଧିକାରୀଙ୍କ ଅନୁଯାୟୀ,…

ସରକାରୀ ପ୍ରତିଶ୍ରୁତି ପାଣିର ଗାର: ୬ ମାସ ହେଲା ବସୁଧା ପ୍ରକଳ୍ପ ଅଚଳ!

ଥୁଆମୂଳ ରାମପୁର,୨୫।୧୨(ଦୁର୍ଗା କୀର୍ତ୍ତି): ସରକାରଙ୍କ ‘ବସୁଧା’ ଯୋଜନାରେ ଘରକୁ ଘର ପାନୀୟ ଜଳ ଯୋଗାଇ ଦେବା ପ୍ରତିଶ୍ରୁତି ଏବେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ପ୍ରହସନ…

ଦୁଇ ବାଇକ ମୁହାଁମୁହିଁ ଧକ୍କା: ଆଉ ତା’ପରେ ଘଟିଗଲା…

ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି- ଘୋଡାହାଡ ଡ଼୍ୟାମ ରାସ୍ତାର ଦ୍ବାର ଗାଁ ମୁଖ୍ୟରାସ୍ତା କ୍ରସର ନିକଟରେ ଗୁରୁବାର ମଧ୍ୟାହ୍ନରେ ଦୁଇ ବାଇକ ମଧ୍ୟରେ…

ଗାଁରେ ପହଞ୍ଚିଲା ଦାଦନ ଶ୍ରମିକଙ୍କ ମୃତଦେହ: ସହାୟତା ଦାବି

ଦିଗପହଣ୍ଡି,୨୫।୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ନୂଆଗାଁର ଦାଦନ ଶ୍ରମିକ ଅରକ୍ଷିତ ନାୟକ(୧୯) ତାମିଲନାଡୁର ତ୍ରିପୁର କାଙ୍ଗିଆମ ଠାରେ ଗତ ସୋମବାର…