ଅଗରନାଶି ଦ୍ୱୀପର ପରିସୀମା କମୁଛି

କେନ୍ଦ୍ରାପଡ଼ା ଅଫିସ, ୩୧।୧: ବିରଳ ଅଲିଭରିଡ୍‌ଲେ କଇଁଛଙ୍କ ଅନ୍ତୁଡିଶାଳ ଭାବେ ପରିଚିତ ବିଶ୍ୱପ୍ରସିଦ୍ଧ ଗହୀରମଥା (ସାମୁଦ୍ରିକ) ବନ୍ୟଜନ୍ତୁ ଅଭୟାରଣ୍ୟ ଅଗରନାଶିର ପରିସୀମା ଦିନକୁ ଦିନ ହ୍ରାସ ପାଇବାରେ…

ଯୁବକଙ୍କ ଉନ୍ମତ୍ତକାଣ୍ଡ: ଘରେ ପଶି ଶିକ୍ଷୟିତ୍ରୀଙ୍କୁ ଛୁରାମାଡ଼ କରି ନିଜ ଗଳା କାଟିଲେ

ନୟାଗଡ଼ ଅଫିସ,୩୧ା୧: ନୟାଗଡ ଜିଲା ଶରଣକୁଳ ଥାନା ଗୋଡିପଡା ହାଇସ୍କୁଲ ସାହିରେ ଜଣେ ଯୁବକ ଶନିବାର ଉନ୍ମତ୍ତକାଣ୍ଡ ଘଟାଇଛନ୍ତି। ଘରେ ପଶି ସେ ଜଣେ ଶିକ୍ଷୟିତ୍ରୀଙ୍କୁ ଛୁରାମାଡ଼…

ତ୍ରିରଙ୍ଗାର ଅପମାନ ନେଇ ଦେଶ ହୋଇଛି ଦୁଃଖୀ: ମୋଦି

ନୂଆଦିଲ୍ଲୀ, ୩୧।୧: ଜାନୁୟାରୀ ୨୬ରେ ଭାରତର ଜାତୀୟ ପତାକା ତ୍ରିରଙ୍ଗାର ଅପମାନ ନେଇ ଦେଶ ଦୁଃଖୀ ହୋଇଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର କହିଛନ୍ତିି। ଅଲ୍‌ ଇଣ୍ଡିଆ…

ବିବାହ ପରେ ନତାଶାଙ୍କ ସହ ଏହି ନୂଆ ଘରକୁ ଯିବେ ବରୁଣ, ଦେଖନ୍ତୁ ଭିଡିଓ

ମୁମ୍ବାଇ: ବଲିଉଡ୍‌ ଅଭିନେତା ବରୁଣ ଧାଓ୍ବନ ଏବଂ ନତାଶା ଦଲାଲଙ୍କ ବିବାହ ଖବର ବେଶ୍‌ କିଛିଦିନ ଧରି ଚର୍ଚ୍ଚାରେ ରହିଆସିଛି। ଏବେ ହନିମୁନକୁ ନେଇ ମଧ୍ୟ ଚର୍ଚ୍ଚା…

ଶାହାଙ୍କ ସ୍ଥାନରେ ହାୱଡାରେ ରାଲି କରିବେ ସ୍ମୃତି

କୋଲକାତା,୩୧ ।୧: ରାଜଧାନୀ ଦିଲ୍ଲୀରେ ଶୁକ୍ରବାର ଇସ୍ରାଏଲ ଦୂତାବାସ ବାହାରେ ହୋଇଥିବା ବିସ୍ଫୋରଣ ପରେ ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ତାଙ୍କର ପଶ୍ଚିମବଙ୍ଗ ଗସ୍ତକୁ ବାତିଲ କରି…

ଶିଶୁକନ୍ୟାକୁ ପୋଷ୍ୟ ସନ୍ତାନ ଭାବେ ଗ୍ରହଣ କଲେ ଇଟାଲୀ ଦମ୍ପତି

ବ୍ରହ୍ମପୁର ଅଫିସ,୩୧।୧: ଗଞ୍ଜାମ ଜିଲା ଉତ୍କଳ ବାଳାଶ୍ରମରେ ପାଳିତ ହେଉଥିବା ଶିଶୁ କନ୍ୟାକୁ ପୋଷ୍ୟ ସନ୍ତାନ ଭାବେ ଗ୍ରହଣ କରିବାକୁ ବିଦେଶୀମାନେ ପସନ୍ଦ କରୁଛନ୍ତି। ଗତ ଡିସେମ୍ବର…

୧୦ ରାଜ୍ୟରେ ବାର୍ଡ ଫ୍ଲୁ ଜାରି: ୧୩ ରାଜ୍ୟରେ ଭୂତାଣୁ ଚିହ୍ନଟ

ନୂଆଦିଲ୍ଲୀ, ୩୧।୧: ଦେଶର ୧୦ ରାଜ୍ୟରେ ବାର୍ଡ ଫ୍ଲୁ ଜାରି ରହିଥିବା ନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇଛି। ସେହିପରି ୧୩ ରାଜ୍ୟରେ କାଉ, ପ୍ରବାସୀ…

କେନ୍ଦୁଝରର ଯୁବ ବୈଜ୍ଞାନିକ ଇସ୍ରୋରେ ପୁରସ୍କୃତ

କେନ୍ଦୁଝର, ୩୧।୧(ସ୍ବ.ପ୍ର./ଡି.ଏନ୍‌.ଏ.): ଅନ୍ତରୀକ୍ଷ ଗବେଷଣା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ କେନ୍ଦୁଝର ଜିଲାର ଯୁବ ବୈଜ୍ଞାନିକ ଅଟଳ କୃଷ୍ଣ ଖଟୁଆ ଇସ୍ରୋ ପକ୍ଷରୁ ବିକ୍ରମ ସରାଭାଇ କ୍ୱାଲିଟି…

୬ରେ ବର୍ଷା ସମ୍ଭାବନା

ଭୁବନେଶ୍ୱର,୩୧।୧(ବ୍ୟୁରୋ): ଗତ ଦୁଇ ମାସ ମଧ୍ୟରେ ରାଜ୍ୟରେ ପ୍ରଥମ ଥର ଲାଗି ଶନିବାର କେତେକ ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇଛି। ପାଣିପାଗ ବିଭାଗ ସୂତ୍ରରୁ…

ହୁ ହୁ ବଢ଼ି ଚାଲିଛି ତୈଳ ଦର, ନ କମିଲେ ୧୫ରେ ଓଡ଼ିଶା ବନ୍ଦ

ବ୍ରହ୍ମପୁର ଅଫିସ,୩୧।୧: ଗଞ୍ଜାମ ଜିଲା କଂଗ୍ରେସ ପକ୍ଷରୁ ଶନିବାର ବ୍ରହ୍ମପୁରରେ ବିଶାଳ ସମାବେଶ ହୋଇଥିଲା। ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଓଡ଼ିଶା ଗସ୍ତର ୧୦୦ ବର୍ଷ ପୂର୍ତ୍ତି…