ଘରୁ ଚୋରି କରି ସ୍ତ୍ରୀଙ୍କୁ ହତ୍ୟା କରିଥିଲେ ସ୍ବାମୀ

ରାୟଗଡ଼ା ଅଫିସ,୩୦ା୧: ରାୟଗଡ଼ା ଜିଲା କୁମ୍ବିକଟା ପଞ୍ଚାୟତ ହୁଲୁକାତୁଣ୍ଡା ଗ୍ରାମରେ ଗତ ୨୨ ତାରିଖରେ ମହିଳାଙ୍କୁ ଗଳାକାଟି ହତ୍ୟା ଏବଂ ଚୋରି ଘଟଣାର ପର୍ଦ୍ଦାଫାଶ ହୋଇଛି। ସ୍ବାମୀ…

ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର

ଧର୍ମଗଡ଼,୩୦।୧: କଳାହାଣ୍ଡି ଜିଲା ଧର୍ମଗଡ଼ ଥାନା ଅଞ୍ଚଳରେ ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଜଣେ ଯୁବକ ଅପହରଣ କରି ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ପୋଲିସ ଅଭିଯୋଗକୁ…

ଥାନାରେ ହେଲା ପ୍ରେମୀ ଯୁଗଳଙ୍କ ବିବାହ

କୋକସରା,୩୦।୧: ପରିବାରର ବିରୋଧ ସତ୍ତ୍ୱେ ଶେଷରେ ପ୍ରେମୀଯୁଗଳଙ୍କ ପ୍ରେମର ହୋଇଛି ବିଜୟ । କୋର୍ଟ ନିର୍ଦ୍ଦେଶ କ୍ରମେ କଳାହାଣ୍ଡି ଜିଲା କୋକସରା ଥାନାରେ ଶୁକ୍ରବାର ଉଭୟଙ୍କ ବିବାହ…

ଓଡ଼ିଶା: ଆଜିର ଫଟୋ ( ଜାନୁଆରୀ ୩୦, ୨୦୨୧)

ଭୁବନେଶ୍ୱର ଜନତା ମଇଦାନରେ ତୋଷାଳି ମେଳା

ସଞ୍ଜ ନଇଁଲେ ଅଞ୍ଚଳବାସୀଙ୍କୁ ଦନ୍ତା ଭୟ: ଘର ଭିତରେ ଶୁଣ୍ଢ ପୂରାଇବା ଭିଡିଓ ଭାଇରାଲ

ସମ୍ବଲପୁର,୩୦ା୧(ବ୍ୟୁରୋ): ସମ୍ବଲପୁର ସଦର ରେଞ୍ଜ ଅଧୀନ ବିଭିନ୍ନ ଗ୍ରାମରେ ହାତୀ ଉପଦ୍ରବ ଦେଖାଦେଇଛି। ସଞ୍ଜ ନଇଁଲେ ଲୋକଙ୍କୁ ଦନ୍ତା ଭୟ ଘାରିଛି। ତେଣୁ ଯିଏ ଯୁଆଡେ ଯାଉଛନ୍ତି…

ଏସିସି ଅଧ୍ୟକ୍ଷ ଭାବେ ଜୟ ଶାହା ନିର୍ବାଚିତ

ନୂଆଦିଲ୍ଲୀ,୩୦।୧: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ସମ୍ପାଦକ ଜୟ ଶାହ ଆଉ ଏକ ନୂଆ ଗୁରୁଦାୟିତ୍ୱ ମଳିଛି। ସେ ଏସିଆନ୍‌ କ୍ରିକେଟ କାଉନସିଲ (ଏସିସି)ର ଅଧ୍ୟକ୍ଷ…

ଆଜିର ଦିନରେ ଭାରତରେ ଚିହ୍ନଟ ହୋଇଥିଲା ପ୍ରଥମ କରୋନା, ଜାଣନ୍ତୁ ଏ ସମ୍ପର୍କରେ ଆଉକିଛି…

ନୂଆଦିଲ୍ଲୀ,୩୦।୧: ଆଜିର ଦିନରେ ଅର୍ଥାତ୍‌ ବର୍ଷକ ତଳେ ୨୦୨୦ ଜାନୁୟାରୀ ୩୦ରେ ଚାଇନାର ଉହାନ ବିଶ୍ୱବିଦ୍ୟାଳୟରେ ଜଣେ ଭାରତୀୟ ଛାତ୍ର ପ୍ରଥମ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିଲେ।…

ପୋଲିସ ଇନ୍‌ଫର୍ମର ସନ୍ଦେହରେ ୨ ଯୁବକଙ୍କୁ ନିର୍ମମ ହତ୍ୟା

ବାଲିଗୁଡ଼ା,୩୦।୧(ଡି.ଏନ୍‌.ଏ): ପୁଣି ରକ୍ତମୁଖା ହୋଇଛନ୍ତି ମାଓବାଦୀ। କିଛି ଦିନର ନୀରବତା ପରେ ନିଜର ସ୍ଥିତି ଜାହିର କରିଛି ମାଓବାଦୀ ସଂଗଠନ। କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ଅନ୍ତର୍ଗତ…

ଆସିବ ଆଉ ଏକ କୋଭିଡ ଟିକା

ନୂଆଦିଲ୍ଲୀ,୩୦।୧: ଭାରତ ପୂର୍ବରୁ ୨ଟି କରୋନା ଟିକା କୋଭାକ୍ସିନ ଓ କୋଭିସିଲ୍ଡ ବାହାର କରି ଡିସେମ୍ବର ୧୬ ତାରିଖରେ ଟିକାକରଣ ଅଭିଯାନ ଆରମ୍ଭ କରିଛି। ସିରମ୍‌ ଇନ୍‌ଷ୍ଟିଚ୍ୟୁଟ…

ନକଲି ବାବା ବେଶରେ ପ୍ରେମିକାଙ୍କୁ ଭେଟିବାକୁ ଆସିଥିଲେ ଯୁବକ, ଆଉ ତା’ ପରେ…

ଯାଜପୁର ଅଫିସ,୩୦।୧: ଯାଜପୁରରୋଡ୍‌ ରମ୍ପାସ ଅଞ୍ଚଳକୁ ଜଣେ ଯୁବକ ତାଙ୍କ ପ୍ରେମିକାଙ୍କ ଘରକୁ ବାବା ବେଶରେ ଆସି ଧରାପଡ଼ି ନିର୍ଧୂମ ଛେଚା ଖାଇବା ଘଟଣା ଅଞ୍ଚଳରେ ଚର୍ଚ୍ଚାର…