ବିଦା ହେଲେ ଆଉ ୯ ଅଧିକାରୀ

ଭୁବନେଶ୍ୱର,୩୦।୧(ବ୍ୟୁରୋ): ଦୁର୍ନୀତି ଏବଂ ଅପାରଗ ଅଧିକାରୀଙ୍କ ବିରୋଧରେ ରାଜ୍ୟ ସରକାରଙ୍କ କଡ଼ା ଆଭିମୁଖ୍ୟ ଜାରି ରହିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅପାରଗ ତଥା ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୋଧରେ…

ଚାଷୀ ସଂଗଠନ ପକ୍ଷରୁ ୮ ଘଣ୍ଟିଆ ଉପବାସ: ଗାଜିପୁରରେ ଇଣ୍ଟରନେଟ୍‌ ସେବା ବନ୍ଦ

ନୂଆଦିଲ୍ଲୀ, ୩୦।୧: ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ୭୩ତମ ପୁଣ୍ୟତିଥି ଅବସରରେ କୃଷି ଆଇନ ବିରୋଧରେ ଆନ୍ଦୋଳନ କରୁଥିବା ଚାଷୀ ସଂଗଠନ ପକ୍ଷରୁ ଶନିବାର ୮ ଘଣ୍ଟିଆ…

୩ ସୁରକ୍ଷା କର୍ମୀ ସୁପରଭାଇଜର ବହିଷ୍କୃତ

ତରବୋଡ/ନୂଆପଡା ଅଫିସ,୩୦।୧ (ଡି.ଏନ.ଏ.): ନୂଆପଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟରେ କାର୍ଯ୍ୟରତ ସୁରକ୍ଷା କର୍ମଚାରୀ ନାନକରାମ କେଉଁଟ (୨୬)ଙ୍କ କୋଭିଡ୍‌ ଟିକା ଯୋଗୁ ମୃତ୍ୟୁ ଘଟଣାରେ ମୃତକ ପରିବାରକୁ…

ଟାର୍ଗେଟ ଅଛି, ଟୋକନ ନାହିଁ

ପଦ୍ମପୁର, ୩୦।୧ (ଡି.ଏନ.ଏ): ବରଗଡ ଜିଲା ପଦ୍ମପୁର ଉପଖଣ୍ଡରେ ଖରିଫ ଧାନ ସଂଗ୍ରହ ଅଢ଼େଇ ମାସ ବିତି ଗଲାଣି । ତଥାପି ଉପଖଣ୍ଡର ପ୍ରାୟ ୭୦ଟି ମଣ୍ଡିରେ…

୨ ଆତଙ୍କବାଦୀଙ୍କ ଆତ୍ମ ସମର୍ପଣ

ଶ୍ରୀନଗର, ୩୦।୧: ଜମ୍ମୁ-କଶ୍ମୀରରେ ୨ ଆତଙ୍କବାଦୀ ମିଳିତ ସୁରକ୍ଷାକର୍ମୀଙ୍କ ନିକଟରେ ଆତ୍ମ ସମର୍ପଣ କରିଛନ୍ତି। ଜଣେ ଆହତ ଆତଙ୍କବାଦୀଙ୍କୁ ଚିକିତ୍ସା ଲାଗି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଆତଙ୍କବାଦୀମାନେ…

୫ ପଞ୍ଚାୟତକୁ ଆସୁନି ନେଟ୍‌ୱର୍କ

ଫୁଲବାଣୀ ଅଫିସ/ଚକାପାଦ,୩୦।୧: କେନ୍ଦ୍ର ଏବଂ ରାଜ୍ୟ ସରକାର ଡିଜିଟାଲାଇଜେଶନକୁ ଗୁରୁତ୍ୱ ଦେଇ ଆସୁଥିବା ବେଳେ କନ୍ଧମାଳ ଜିଲାର ପ୍ରାୟ ସମସ୍ତ ବ୍ଲକରେ ରହିଛି ନେଟୱାର୍କ ସମସ୍ୟା। ଚକାପାଦ…

ଗାଙ୍ଗୁଲୀଙ୍କୁ ହସ୍ପିଟାଲରୁ ମିଳିବ ଛୁଟି

କୋଲକାତା, ୩୦।୧: ବିସିସିଆଇ ଅଧ୍ୟକ୍ଷ କ୍ରିକେଟର କ୍ରିକେଟର ସୌରଭ ଗାଙ୍ଗୁଲୀଙ୍କୁ ଖୁବ୍‌ ଶୀଘ୍ର ଆପୋଲ ହସ୍ପିଟାଲରୁ ଛୁଟି ମିଳିବ। ଶନିବାର ଅବା ରବିବାର ଅପରାହ୍ନରେ ସେ ଘରକୁ…

ମହାତ୍ମାଙ୍କ ୭୩ତମ ପୁଣ୍ୟତିଥି: ଦେଶ ଦେଲା ଶ୍ରଦ୍ଧାଞ୍ଜଳି

ନୂଆଦିଲ୍ଲୀ, ୩୦।୧: ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ୭୩ତମ ପୁଣ୍ୟତିଥିରେ ଦେଶର ବହୁ ବିଶିଷ୍ଟ ବ୍ୟକ୍ତି ବିଶେଷ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ରାଷ୍ଟ୍ରପତି ରାମନାଥ କୋବିନ୍ଦ ମହାତ୍ମାଙ୍କୁ…

କ୍ରିକେଟ ଇତିହାସର ସବୁଠାରୁ ଛୋଟ ମୁକାବିଲା: ୬୧ ବଲରେ ଶେଷ ହୋଇଥିଲା ମ୍ୟାଚ୍‌, କାରଣ ଥିଲା…

ନୂଆଦିଲ୍ଲୀ,୨୯।୧: କ୍ରିକେଟର ଦୀର୍ଘତମ ଫର୍ମାଟରେ ଏଭଳି କିଛି ମ୍ୟାଚ୍‌ ଖେଳାଯାଇଛି ଯାହା ବହୁତ୍‌ ଛୋଟ। ସେଥିରୁ କିଛିର ଫଳାଫଳ ବାହାରିଥିବା ବେଳେ କିଛି ଡ୍ର ରହିଛି। ସେଭଳି…

ବାବୁ ମହଲ: ଆଖୁ ଟ୍ରକରେ ସନିଆ

ଆଖୁ ଖାଇବାକୁ କାହାକୁ ବା ଭଲ ନ ଲାଗେ, ହେଲେ ଖଣ୍ଡେ ଆଖୁ ପାଇଁ ସନିଆ କିପରି ଅସୁବିଧାରେ ପଡ଼ିଛି ତାହା ଏହି ଭିଡ଼ିଓ ମାଧ୍ୟମ ରେ…