ରାଜ୍ୟରେ ସୁସ୍ଥ ହେଲେ ଆଉ ୬୦୫ କରୋନା ଆକ୍ରାନ୍ତ: କଟକରୁ ସର୍ବାଧିକ ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର,୫।୧୨(ବ୍ୟୁରୋ)-ରାଜ୍ୟରେ ଶନିବାର ଆଉ ୬୦୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। କଟକରୁ ସର୍ବାଧିକ ୬୭ ଜଣ ସୁସ୍ଥ ହୋଇଛନ୍ତି। ସେହିପରି ଖୋର୍ଦ୍ଧାରୁ ୬୭, ସୁନ୍ଦରଗଡରୁ ୬୭, ଅନୁଗୋଳରୁ…

ରାଜ୍ୟରେ କରୋନା ଦ୍ୱିତୀୟ ଲହରି ଆଶଙ୍କା ନାହିଁ

ଭୁବନେଶ୍ୱର, ୫।୧୨(ବ୍ୟୁରୋ)-କରୋନାର ଦ୍ୱିତୀୟ ଲହରି ଆଶଙ୍କା ଓଡ଼ିଶାରେ ନାହିଁ। ଡିସେମ୍ବର ମାସରେ କରୋନାର ଦ୍ୱିତୀୟ ଲହରି ଆସିବ ବୋଲି ଆଶଙ୍କା କରାଯାଉଥିଲା। ତାହା ଆଉ ଆସି ନ…

ଓଡ଼ିଶା: ଆଜିର ଫଟୋ (ଡିସେମ୍ବର ୫, ୨୦୨୦)

ଭୁବନେଶ୍ୱର କୋର୍ଟ ସମ୍ମୁଖରେ ଶିଶୁକୁ ଧରି ଯାଉଛନ୍ତି ଜଣେ ମହିଳା ଭୁବନେଶ୍ୱରରେ ଦୁଇ ବାଳିକା ବିକ୍ରି ଉଦ୍ଦେଶ୍ୟରେ ଛାଞ୍ଚୁଣୀ ଧରି ରାସ୍ତାରେ ଯାଉଛନ୍ତି ପ୍ରଥମାଷ୍ଟମୀ ଉପଲକ୍ଷେ କଟକ…

ହଲିଉଡ୍‌ ଅଭିନେତା ଓ୍ବାରେନ୍‌ ବର୍ଲିଙ୍ଗରଙ୍କ ପରଲୋକ

ଓ୍ବାଶିଂଟନ, ୫।୧୨-ହଲିଉଡ୍‌ ଅଭିନେତା ଓ୍ବାରେନ୍‌ ବର୍ଲିଙ୍ଗର ପରଲୋକ ହୋଇଯାଇଛି। ୮୩ ବର୍ଷ ବୟସରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ‘ହାପି ଡେଜ୍‌’ ଏବଂ ‘ଦି କାନନବଲ୍‌…

ପୁଣି ଫେଲ୍‌ ମାରିଲା ଚାଷୀ-ସରକାରଙ୍କ ଆଲୋଚନା

ନୂଆଦିଲ୍ଲୀ,୫ା୧୨: ଶନିବାର କୃଷି ଆଇନକୁ ବିରୋଧ କରି କୃଷକ ଏବଂ ସରକାରଙ୍କ ମଧ୍ୟରେ ଚାଲିଥିବା ବୈଠକ ପୁଣି ଥରେ ବିଫଳ ହୋଇଛି। ପ୍ରାୟ ୩ ଘଣ୍ଟା ଧରି…

୨ ଦିନରେ ଦିଲଜୀତଙ୍କ ଫଲୋୟର୍ସ ସଂଖ୍ୟା ୪ ଲକ୍ଷ ବଢ଼ିଲା

ନୂଆଦିଲ୍ଲୀ, ୫।୧୨- ପଞ୍ଜାବୀ ଆକ୍ଟର ତଥା ସିଙ୍ଗର ଦିଲଜୀତ ଦୋସାଞ୍ଜ ଓ ବଲିଉଡ ଅଭିନେତ୍ରୀ କଙ୍ଗନା ରାନାଓ୍ବତଙ୍କ ମଧ୍ୟରେ ଚାଲିଥିବା ଟୁଇଟର ଯୁଦ୍ଧ ଶେଷ ହୋଇନାହିଁ। ହେଲେ…

ଭୁଶୁଡ଼ିଲା ପାନୀୟ ଜଳ ପ୍ରକଳ୍ପ

ପରଜଙ୍ଗ,୫।୧୨(ଡି.ଏନ.ଏ.)-ଜନସାଧାରଣଙ୍କୁ ବିଶୁଦ୍ଧ ପାନୀୟ ଜଳ ଯୋଗାଇ ଦେବାକୁ ବସୁଧା ଯୋଜନାରେ ନିର୍ମାଣ ହୋଇଥିଲା ପାନୀୟ ଜଳ ପ୍ରକଳ୍ପ। ମାସେ ତଳେ ସରିଥିବା ଏହି ପ୍ରକଳ୍ପ ଶତାଧିକ ପରିବାରର…

ଗଞ୍ଜାମ ଜିଲାପାଳଙ୍କ ତଦାରଖ: ୮ରେ ଉଦ୍‌ଘାଟନ ହେବ କୋର୍ଟ କୋଠା

ହିଞ୍ଜିଳିକାଟୁ,୫ା୧୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହିଞ୍ଜିଳିକାଟୁର ନୂତନ ଜେଏମ୍‌ଏଫ୍‌ସି କୋର୍ଟ କୋଠା ଆସନ୍ତା ମଙ୍ଗଳବାର (୮ ଡିସେମ୍ବର) ସନ୍ଧ୍ୟା ୫ରେ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ଉଦ୍‌ଘାଟନ ହେବ। ଏଥିନେଇ…

ରାଜରାସ୍ତାରେ ହାତୀ, ଲୋକେ ଆତଙ୍କିତ

ନିରାକାରପୁର,୫ା୧୨(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ଟାଙ୍ଗୀ ବନାଞ୍ଚଳରେ ହାତୀ ଉପଦ୍ରବ ଦିନକୁ ଦିନ ବଢ଼ିବାରେ ଲାଗିଛି। ମାତ୍ର ଏହାକୁ ରୋକିବାରେ ବନ ବିଭାଗ ସମ୍ପୂର୍ଣ୍ଣ ବିଫଳ ହୋଇଛି। ଏହି…

ବିନା ହେଲମେଟରେ ବାଇକ ପଛରେ ବସିଲେ ଗଣିବେ ଜରିମାନା

ଭୁବନେଶ୍ୱର,୫।୧୨- ଦୁଇ ଚକିଆ ଯାନ ଚଳାଉଥିବା ଏବଂ ପଛରେ ବସିଥିବା ବ୍ୟକ୍ତି ହେଲ୍‌ମେଟ ପିନ୍ଧିବେ। ଉଭୟଙ୍କ ପାଇଁ ହେଲ୍‌ମେଟ ବାଧ୍ୟତାମୂଳକ କରାଯାଇଛି । ଯଦି ପଛରେ ବସିଥିବା…