ପ୍ରାଣୀଉଦ୍ୟାନରେ ନାହିଁ ଜାଗା: ଦିନକୁ ୨୫ କିଲୋ ମିଟର ଚାଲିବା ପାଇଁ ଗଧିଆ କରିଛି ଏପରି

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହୋଇଥାଏ। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା…

୧୨୦୦ କୋଟି ଟଙ୍କାରୁ ଅଧିକ ସମ୍ପତ୍ତିର ମାଲିକ ଏହି ଲୋକପ୍ରିୟ ସେଲିବ୍ରିଟି ଯୋଡ଼ି; ଜଣକା ଆୟ…

ନୂଆଦିଲ୍ଲୀ,୨।୧୨: ଭାରତୀୟ କ୍ରିକେଟ ଟିମ୍‌ର ଅଧିନାୟକ ବିରାଟ କୋହଲିଙ୍କ ଘରକୁ ଖୁବଶୀଘ୍ର ଆସିବ ନୂଆ ଅତିଥି। ସ୍ତ୍ରୀ ଅନୁଷ୍କା ଏବେ ଗର୍ଭବତୀ। ଏବେ ଅନୁଷ୍କା କାମରୁ ବିରତି…

ଅମାନିଆଙ୍କ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ: ମାସ୍କ୍‌ ନ ପିନ୍ଧିଲେ କରୋନା କେନ୍ଦ୍ରରେ ୧୫ ଦିନ ମାରିବାକୁ ପଡ଼ିବ ଝାଡୁ

ସୁରଟ,୨।୧୨: କରୋନା ମହାମାରୀ ସଂକ୍ରମଣରୁ ଦୂରେଇ ରହିବା ପାଇଁ ସରକାରଙ୍କ ପକ୍ଷରୁ ମାସ୍କ୍‌ ପିନ୍ଧିବା ଲାଗି ମାର୍ଗଦର୍ଶିକା ଜାରି କରାଯାଇଛି। ମାତ୍ର ଏହାକୁ ଅମାନିଆମାନେ ଉଲ୍ଲଂଘନ କରୁଛନ୍ତି।…

ଅଷ୍ଟ୍ରେଲିଆ ଯୁବତୀଙ୍କୁ ପ୍ରେମ ନିବେଦନ କଲେ ଭାରତୀୟ ଯୁବକ, ଫେସ୍‌ବୁକରେ କହିଲେ…

ଦୀପେନ ମାଣ୍ଡାଲିଆ ମ୍ୟାଚ୍‌ ସମୟରେ ତାଙ୍କ ଗର୍ଲଫ୍ରେଣ୍ଡ ରୋଜ ଓ୍ବିମ୍ବୁଶଙ୍କୁ ପ୍ରେମ ନିବେଦନ କରିଥିଲେ। ତାଙ୍କ ପ୍ରେମ କାହାଣୀକୁ ଇନ୍‌ଷ୍ଟାଗ୍ରାମରେ ଶେୟାର କରିଛନ୍ତି। ପ୍ରତିଦିନ ତାଙ୍କୁ କିପରି…

ରାଜ୍ୟ ସଭା ପାଇଁ ନାମାଙ୍କନପତ୍ର ଦାଖଲ କଲେ ମୋଦି: ସମର୍ଥନ ଜଣାଇଲେ ନୀତିଶ

ପାଟନା, ୨।୧୨: ବିହାରର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ତଥା ଭାଜପାର ବରିଷ୍ଠ ନେତା ସୁଶୀଲ ମୋଦି ବୁଧବାର ପାଟନାରେ ରାଜ୍ୟ ସଭା ପାଇଁ ନାମାଙ୍କନ ପତ୍ର ଦାଖଲ କରିଛନ୍ତି।…

୧୨ ବର୍ଷ ପରେ କୋହଲିଙ୍କ ନାଁରେ ଏହି ଲଜ୍ଜାଜନକ ରେକର୍ଡ

କାନବେରା,୨।୧୨: ଭାରତୀୟ କ୍ରିକେଟ ଦଳର ଅଧବନାୟକ ବିରାଟ କୋହଲି ଅଷ୍ଟ୍ରେଲିଆ ବିପକ୍ଷ ତୃତୀୟ ଏକଦିବସୀୟ ମ୍ୟାଚ୍‌ରେ ୬୩ରନ୍‌ କରି ଜୋଶ ହେଜେଲଉଡଙ୍କ ଶିକାର ହୋଇଥିଲେ। ଲଗାତାର ୩ଟି…

ଅନ୍ନଦାତାଙ୍କ ଆନ୍ଦୋଳନକୁ ସମର୍ଥନ: ୩୦ ଖେଳାଳି ଫେରାଇବେ ପଦକ

ନୂଆଦିଲ୍ଲୀ,୨।୧୨: କେନ୍ଦ୍ର ସରକାରଙ୍କ କୃଷି ଆଇନକୁ ବିରୋଧ କରି ଦେଶବ୍ୟାପୀ ଅନ୍ନଦାତାଙ୍କ ଆନ୍ଦୋଳନ ଜାରି ରହିଛି। ଏହି ଆନ୍ଦୋଳନକୁ ଏବେ ପଦ୍ମଶ୍ରୀ ଏବଂ ଅର୍ଜୁନ ସମ୍ମାନରେ ସମ୍ମାନୀତ…

ଆସନ୍ତା ସପ୍ତାହରୁ ଦିଆଯିବ କରୋନା ଟିକା: ଫାଇଜର-ବାୟୋଏନ୍‌ଟେକ୍‌ ଟିକାକୁ ବ୍ରିଟେନରେ ମଞ୍ଜୁରୀ

ଲଣ୍ଡନ,୨।୧୨: ବ୍ରିଟେନରେ ଆସନ୍ତା ସପ୍ତାହରୁ ଲୋକଙ୍କୁ କରୋନା ପ୍ରତିଷେଧକ ଟିକା ଦିଆଯିବ। ଏନେଇ ସରକାରଙ୍କ ପକ୍ଷରୁ ଫାଇଜର ଏବଂ ବାୟୋଏନ୍‌ଟେକ୍‌ ଦ୍ୱାରା ପ୍ରସ୍ତୁତ ହୋଇଥିବା ଟିକାକୁ ମଞ୍ଜୁରୀ…

ଗର୍ଭବତୀ କାଉନସିଲରଙ୍କୁ ଭାଜପା ବିଧାୟକ ଦେଲେ ଧକ୍କା: ଗର୍ଭପାତ ଅଭିଯୋଗ ଆଣିଲେ ସ୍ବାମୀ

ବେଙ୍ଗାଲୁରୁ,୨।୧୨: କର୍ନାଟକରେ ଜଣେ ଗର୍ଭବତୀ କାଉନସିଲରଙ୍କୁ ଭାଜପା ବିଧାୟକ ଏବଂ ତାଙ୍କ ସମର୍ଥକ ଧକ୍କା ମାରିବା ଅଭିଯୋଗ ହୋଇଛି। ଏହା ଯୋଗୁ ଗର୍ଭବତୀ କାଉନସିଲରଙ୍କ ଗର୍ଭପାତ ହୋଇଥିବା…

ଆଇସିୟୁରୁ ବାହାରକୁ ଆସିଲେ ରାହୁଲ

ମୁମ୍ବାଇ,୨।୧୨: ଆଶିକି ଫେମ୍‌ ଅଭିନେତା ରାହୁଲ ରୟଙ୍କ ସ୍ବାସ୍ଥ୍ୟାବସ୍ଥାରେ ଏବେ ସୁଧାର ଆସୁଛି। ମଙ୍ଗଳବାର ତୁଳନାରେ ବୁଧବାର ତାଙ୍କ ସ୍ବାସ୍ଥ୍ୟାବସ୍ଥାରେ ଅଳ୍ପବହୁତେ ସୁଧାର ଆସିଥିବା ଜଣାପଡ଼ିଛି। ବୁଧବାର…