ଖୋଲିବାକୁ ମନା ସତ୍ତ୍ୱେ ଚାଲିଥିଲା ସ୍କୁଲ, ରାଜଧାନୀର ଏହି ସରସ୍ବତୀ ବିଦ୍ୟା ମନ୍ଦିରକୁ ସିଲ୍‌ କଲା ବିଏମ୍‌ସି

ଭୁବନେଶ୍ୱର,୧।୧୨(ବ୍ୟୁରୋ): ରାଜଧାନୀର ଚିନ୍ତାମଣୀସ୍ବର ଲେନ୍‌-୬ ଅଞ୍ଚଳରେ ଥିବା ଏକ ସ୍କୁଲ କୋଭିଡ ଗାଇଡଲାଇନ୍‌ ଉଲ୍ଲଂଘନ କରିଆସୁଥିଲା। ଏହାକୁ ନେଇ ସାଇ ସରସ୍ବତୀ ବିଦ୍ୟା ମନ୍ଦିରକୁ ମଙ୍ଗଳବାର ବିଏମ୍‌ସି…

ପୂର୍ବ ଶତ୍ରୁତାକୁ ନେଇ ଘର ଉପରକୁ କରିଥିଲେ ଗୁଳିମାଡ଼: ୫ ଅଭିଯୁକ୍ତଙ୍କୁ ବାନ୍ଧିଲା ପୁରୁଷୋତ୍ତମପୁର ପୋଲିସ

ପୁରୁଷୋତ୍ତମପୁର, ୧।୧୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଚିଙ୍ଗୁଡିଘାଇ ଗ୍ରାମରେ ପୂର୍ବ ଶତ୍ରୁତାକୁ ନେଇ ଗୁଳିକାଣ୍ଡ ଘଟଣା ଘଟିଛି। ଏଥିରେ କେହି ଆହାତ ହୋଇ ନ…

ନୟାଗଡ଼ରେ ଅରୁଣ ବୋଥ୍ରା

ନୟାଗଡ଼ ଅଫିସ,୧।୧୨: ପରୀ ମୃତ୍ୟୁ ଘଟଣାର ତଦନ୍ତ ପାଇଁ ଏସ୍‌ଆଇଟି ମୁଖ୍ୟ ଅରୁଣ ବୋଥ୍ରା ମଙ୍ଗଳବାର ନୟାଗଡ଼ରେ ପହଞ୍ଚିଛନ୍ତି। ନୟାଗଡ଼ ସର୍କିଟ ହାଉସ୍‌ରେ ପୂର୍ବରୁ ୪ଜଣିଆ ଟିମ୍‌…

ନିଜପରି ବନ୍ଧୁଙ୍କୁ ଅବିବାହିତ ରଖିବାକୁ ଚାହୁଁଥିଲେ ସଲମାନ୍‌: ବନ୍ଧୁଙ୍କ ବିବାହ ସମୟରେ କାନରେ କହିଥିଲେ ଏହା…

ବଲିଉଡ୍‌ର ଦବଙ୍ଗ ଖାନ୍‌ଙ୍କ ସଲମାନ୍‌ଙ୍କ ବିବାହକୁ ପ୍ରଶଂସକମାନେ ଚାହିଁ ବସିଛନ୍ତି। ଇତିମଧ୍ୟରେ ସେ ୫୪ ବର୍ଷର ହୋଇଯାଇଥିଲେ ମଧ୍ୟ ତାଙ୍କ ବିବାହକୁ ନେଇ ସବୁବେଳେ ଚର୍ଚ୍ଚା ଚାଲିଥାଏ।…

୨୧ ବର୍ଷ ପୂର୍ବେ ଏହି ଅଭିନେତ୍ରୀଙ୍କୁ ବିବାହ କରିବାକୁ ଯାଉଥିଲେ ସଲମାନ୍‌: ଛପା ସରିଥିଲା କାର୍ଡ, ହେଲେ….

ସଲମାନ୍‌ ଖାନ୍‌ ଇତିମଧ୍ୟରେ ୫୪ ବର୍ଷର ହୋଇଯାଇଥିଲେ ମଧ୍ୟ ନିଜ ବିବାହକୁ ନେଇ ସେ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ସମଗ୍ର ବିଶ୍ୱରେ ତାଙ୍କର ଅନେକ ପ୍ରଶଂସକ ରହିଛନ୍ତି।…

ରାଶିଫଳ: ବୁଧବାର, ଡିସେମ୍ବର ୨ ତାରିଖ – Daily Horoscope

ମେଷ ବ୍ୟୟସ୍ଥ ମଙ୍ଗଳ ହେତୁ ଆପଣଙ୍କ ଦୈହିକ ଦୁର୍ବଳତା ସଙ୍ଗକୁ ଧୈର୍ଯ୍ୟହରା ଓ ନୈରାଶ୍ୟ ଆପଣଙ୍କୁ ବ୍ୟସ୍ତ ଓ ବିବ୍ରତ କରାଇବ। କର୍ମକ୍ଷେତ୍ରରେ କୌଶଳପୂର୍ଣ୍ଣ ବ୍ୟବହାରରେ ଅନ୍ୟକୁ…

ନୀଳନୟନା ଐଶ୍ଚର୍ଯ୍ୟା ରାୟଙ୍କ ପରି ଦେଖିବାକୁ ଏହି କ୍ରିକେଟର୍‌ଙ୍କ ସ୍ତ୍ରୀ

ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କ ଅଧୀନରେ ୨୦୦୯ରେ ଅନ୍ତର୍ଜାତୀୟ କ୍ରିକେଟ୍‌ ଆରମ୍ଭ କରିଥିବା ସୁଦୀପ ତ୍ୟାଗୀଙ୍କ ସ୍ତ୍ରୀ ପିୟା ତ୍ୟାଗୀ ଏବେ…

ସମ୍ମାନ ବଞ୍ଚାଇବା ପାଇଁ ପଡିଆକୁ ଓହ୍ଲାଇବ ଭାରତ: ଜାଣନ୍ତୁ କେବେ, କେଉଁଠି ଦେଖିପାରିବେ ତୃତୀୟ ଦିନିକିଆ ମ୍ୟାଚ୍‌

କାନବେରା,୧।୧୨: ଆୟୋଜକ ଅଷ୍ଟ୍ରେଲିଆ ବିପକ୍ଷ ୩ ଟିକିଆ ଏକଦିବସୀୟ ସିରିଜ ହାରିଛି ଟିମ ଇଣ୍ଡିଆ। ଏବେ ଶେଷ ମ୍ୟାଚରେ ସମ୍ମାନ ବଞ୍ଚାଇବା ଦଳ ପାଇଁ ସୁଯୋଗ ରହିଛି।…

ଆଉ ଏକ କ୍ରିକେଟ୍‌ ଟିମ୍‌ର ମାଲିକ ହେଲେ କିଙ୍ଗ୍‌ ଖାନ୍‌ ଶାହାରୁଖ୍‌

ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ଏବଂ କାରାବିଆନ୍‌ ପ୍ରିମିୟର ଲିଗ୍‌ (ସିପିଏଲ୍‌) ପରେ କିଙ୍ଗ୍‌ ଖାନ୍‌ ଶାହାରୁଖ୍‌ ଆମେରିକାର ଟି-୨୦ ଲିଗ୍‌ରେ ପ୍ରବେଶ କରିବାକୁ ପ୍ରସ୍ତୁତ ହେଉଛନ୍ତି।…

ଲାଠିଚାର୍ଜ କରିଥିବା ପୋଲିସଙ୍କୁ ପ୍ରସାଦ ଦେଲେ ଅନ୍ନଦାତା

ନୂଆଦିଲ୍ଲୀ,୧।୧୨: କେନ୍ଦ୍ର ସରକାରଙ୍କ କୃଷି ଆଇନ ନେଇ ଅନ୍ନଦାତା ଆନ୍ଦୋଳନ କରିଛନ୍ତି। ଅନ୍ନଦାତାଙ୍କ ବିରୋଧରେ ପୋଲିସମାନେ ଲୁହବୁହା ଗ୍ୟାସ୍‌ ପ୍ରୟୋଗ କରିବା ସହିତ ପ୍ରବଳ ଥଣ୍ଡାରେ ପାଣି…