ସର୍ବସାଧାରଣଙ୍କ ପାଇଁ ବିଧାନସଭା ରାସ୍ତା ସିଲ୍‌

ଭୁବନେଶ୍ୱର,୨୯।୧୧(ବ୍ୟୁରୋ): ସର୍ବସାଧାରଣଙ୍କ ପାଇଁ ବିଧାନସଭା ରାସ୍ତାକୁ ରବିବାର ସିଲ୍‌ କରାଯାଇଛି। ଶୀତ ଅଧିବେଶନ ଆରମ୍ଭ ହେବା ଦିନରୁ ଲଗାତାର ଆତ୍ମାହୃତି ଉଦ୍ୟମ ହେଉଥିବା ଯୋଗୁ ଉକ୍ତ ରାସ୍ତାକୁ…

କୃଷି ଆଇନ ଚାଷୀଙ୍କୁ ଦେଇଛି ଅଧିକାର: ମୋଦି

ନୂଆଦିଲ୍ଲୀ,୨୯।୧୧: କୃଷି ଆଇନ ଚାଷୀଙ୍କ ହାତମୁଠାକୁ ଟାଣ କରିଛି। ଏହାଦ୍ୱାରା ଚାଷୀଙ୍କ ସମସ୍ୟା ଦୂର ହୋଇଛି। ଚାଷୀଙ୍କ ଅଧିକାର ବୃଦ୍ଧି ପାଇଛି। ୭୧ତମ ମନ୍‌ କି ବାତ୍‌…

ଥମୁନି ‘ପରୀ’ ତାତି: ବିଧାନସଭାରେ ଭାଜପା ସଦସ୍ୟଙ୍କ ହୋ-ହଲ୍ଲା, ଗୃହ ମୁଲତବୀ

ଭୁବନେଶ୍ୱର,୨୯।୧୧(ବ୍ୟୁରୋ): ବିଧାନସଭାରେ ଥମୁନି ପରୀ ତାତି। ରବିବାର ମଧ୍ୟ ଗୃହରେ ଭାଜପା ସଦସ୍ୟଙ୍କ ହୋ-ହଲ୍ଲା ଦେଖିବାକୁ ମିଳିଛି। ଏପରିକି ବାଚସ୍ପତିଙ୍କ ପୋଡିୟମ ଉପରକୁ ସଦସ୍ୟମାନେ ଚଢ଼ିବାକୁ ଉଦ୍ୟମ…

ଓ୍ବାର୍କ ଆଟ୍‌ ହୋମ୍‌ରେ ବଢୁଛି କାମ: ଅଧିକ ସମୟ ଦେଉଛନ୍ତି କର୍ମଚାରୀ

ମେଲବୋର୍ନ,୨୯।୧୧: କରୋନା ମହାମାରୀ ସଙ୍କଟ ଯୋଗୁ ବହୁ ଦେଶରେ କର୍ମଚାରୀଙ୍କୁ ଘରେ ରହି କାମ କରିବାକୁ(ଓ୍ବାର୍କ ଆଟ୍‌ ହୋମ୍‌) ପରାମର୍ଶ ଦିଆଯାଇଛି। ତେବେ ଘରେ ରହି କାମ…

ଲଘୁ ଖଣିଜ ଦ୍ରବ୍ୟ ଲୁଟ୍‌ ରୋକିବାକୁ ପୁଣି ଗାଇଡ୍‌ଲାଇନ

ଯାଜପୁର ଅଫିସ,୨୯ା୧୧: ଲଘୁ ଖଣିଜ ଦ୍ରବ୍ୟ ଚୋରାଚାଲାଣର ନିବାରଣ ଏବଂ ରାଜସ୍ବ ବୃଦ୍ଧି ଉଦ୍ଦେଶ୍ୟରେ ରାଜ୍ୟ ସରକାର ପ୍ରାୟ ଅଢ଼େଇ ବର୍ଷ ତଳେ ପ୍ରିଭେନଶନ ଅଫ୍‌ ଥେଫ୍ଟ…

୫ରୁ ପଶ୍ଚିମ ଓଡ଼ିଶାରେ ଚାଷୀଙ୍କ ରାସ୍ତାରୋକୋ

ସମ୍ବଲପୁର,୨୯ା୧୧(ବ୍ୟୁରୋ): ସମଗ୍ର ପଶ୍ଚିମ ଓଡ଼ିଶାରେ ଧାନ ସଂଗ୍ରହରେ ଅବ୍ୟବସ୍ଥା ଦେଖା ଦେଇଛି। ଟୋକନ ସମସ୍ୟା ଚାଷୀଙ୍କ ପାଇଁ କାଳ ସାଜିଛି । ଅନ୍ୟପକ୍ଷେ ଏକର ପିଛା ୧୩…

ଅନୁଗୋଳ କଳାକେନ୍ଦ୍ର ଜିମ୍‌ ତାଲା ପକାଇବା ମାମଲା: ଜିଲାପାଳ, ପୌର ନିର୍ବାହୀ ଅଧିକାରୀଙ୍କୁ ନୋଟିସ

କଟକ ଅଫିସ,୨୯ା୧୧: ଅନୁଗୋଳ ଜିଲା କଳାକେନ୍ଦ୍ରଠାରେ ଥିବା ଜିମ୍‌କୁ ମ୍ୟୁନିସିପାଲିଟି କାର୍ଯ୍ୟନିର୍ବାହୀ ଅଧିକାରୀ ତାଲାପକାଇବା ଘଟଣାରେ ହାଇକୋର୍ଟ ରିପୋର୍ଟ ତଲବ କରିଛନ୍ତି। ଜେନେରାଲ ୟୁଥ ମାସ୍‌ ଆସୋସିଏଶନ…

ଯକ୍ଷ୍ମା ନିରାକରଣ: ଓଡ଼ିଶା ଜାତୀୟସ୍ତରରେ ଦ୍ୱିତୀୟ

ଭୁବନେଶ୍ୱର, ୨୯ା୧୧(ବ୍ୟୁରୋ): ଯକ୍ଷ୍ମା ନିରାକରଣରେ ଓଡ଼ିଶା ଜାତୀୟସ୍ତରରେ ଦ୍ୱିତୀୟ ସ୍ଥାନରେ ରହିଛି। ଏନେଇ ଶନିବାର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌ କରି ସୂଚନା…

ମହାପ୍ରଭୁଙ୍କ ନାଗାର୍ଜୁନ ବେଶର ଚନ୍ଦ୍ର, ସୂର୍ଯ୍ୟ ନେଇଗଲେ

ପୁରୀ ଅଫିସ,୨୯ା୧୧: ମହାପ୍ରଭୁଙ୍କ ଦୁର୍ଲଭ ନାଗାର୍ଜୁନ ବେଶର ଲାଗିଥିବା ଚନ୍ଦ୍ର, ସୂର୍ଯ୍ୟ ନେଇଯାଇଥିବା ଅଭିଯୋଗ ହୋଇଛି। ବୀର ବେଶରେ ମହାପ୍ରଭୁଙ୍କ ଶ୍ରୀମସ୍ତକର ଉପରି ଭାଗରେ ଶୋଭାବର୍ଦ୍ଧନ କରିଥାଏ…

ସୁକମାରେ ଆଇଇଡ଼ି ବିସ୍ଫୋରଣ: ଜଣେ ଯବାନ ଶହୀଦ୍‌, ୧୦ କମାଣ୍ଡୋ ଆହତ

ସୁକମା,୨୯।୧୧: ଛତିଶଗଡ଼ ସୁକମାରେ ମାଓବାଦୀଙ୍କ ଆଇଇଡ଼ି ବିସ୍ଫୋରଣରେ ଜଣେ ସିଆର୍‌ପିଏଫ୍‌ ଯବାନ ଶହୀଦ୍‌ ହୋଇଛନ୍ତି। ଏହି ଘଟଣାରେ ୧୦ କମାଣ୍ଡୋ ଆହତ ହୋଇଛନ୍ତି। ଆହତଙ୍କୁ ଉଦ୍ଧାର କରାଯାଇ…