ବ୍ରହ୍ମପୁତ୍ରରେ ଚାଇନାର ବନ୍ଧ ନିର୍ମାଣ ଉଦ୍ୟମ

ନୂଆଦିଲ୍ଲୀ, ୨୧।୧(ପି.ଟି.): ତିବ୍ବତର ମେଡୋଙ୍ଗଠାରେ ବ୍ରହ୍ମପୁତ୍ର ନଦୀରେ ଚାଇନା ନଦୀବନ୍ଧ ନିର୍ମାଣ ସହ ସୁପର ହାଇଡ୍ରୋ ପାଓ୍ବାର ପ୍ଲାଣ୍ଟ ସ୍ଥାପନ ଉଦ୍ୟମ କରୁଛି। ବେଜିଂର ଏଭଳି ଉଦ୍ୟମକୁ…

ବେତନ ପାଇବା ମୌଳିକ ଅଧିକାର: ହାଇକୋର୍ଟ

ନୂଆଦିଲ୍ଲୀ, ୨୧।୧(ଆଇଏଏନ୍‌ଏସ୍‌): ବେତନ ଗ୍ରହଣ କରିବା ଏକ ମୌଳିକ ଅଧିକାର। ଭାରତୀୟ ସମ୍ବିଧାନରେ ଏହା ପ୍ରତିଷ୍ଠାପିତ ହୋଇଥିବା ଦିଲ୍ଲୀ ହାଇକୋର୍ଟ ବୁଧବାର କହିଛନ୍ତି। ଦିଲ୍ଲୀ ପୌର ନିଗମ…

ନିଷ୍ପତ୍ତି କ୍ଷମତା କମିଟିର ନାହିଁ

ନୂଆଦିଲ୍ଲୀ, ୨୧।୧: ନୂଆ କୃଷି ଆଇନକୁ ନେଇ ଲାଗିରହିଥିବା ଅଚଳାବସ୍ଥା ଦୂର ପାଇଁ ସୁପ୍ରିମକୋର୍ଟ ବିଶେଷଜ୍ଞମାନଙ୍କର ଏକ କମିଟି ଗଠନ କରିଥିଲେ। କୃଷକ ସଂଗଠନଗୁଡ଼ିକ ଉକ୍ତ କମିଟିର…

ସଙ୍କଟ ଏବେ ସୁଯୋଗ

ଓ୍ବାଶିଂଟନ,୨୧ା୧:ଘାତକ କରୋନା ମହାମାରୀ ୪ ଲକ୍ଷ ୧୧ ହଜାର ୫୨୦ ଆମେରିକୀୟଙ୍କ ଜୀବନ ନେଇସାରିଛି। ଏହି ଅଦୃଶ୍ୟ ଭୂତାଣୁ ଲକ୍ଷ ଲକ୍ଷ ଲୋକଙ୍କ ଜୀବିକା ଉଜାଡ଼ି ସୃଷ୍ଟି…

ଭର୍ଚୁଆଲ ମିଟ୍‌ରେ ଦେଖାଦେଲେ ଜ୍ୟାକ୍‌ ମା

ନୂଆଦିଲ୍ଲୀ: ପ୍ରାୟ ୩ ମାସ ଆତ୍ମଗୋପନ ରହିବା ପରେ ଆଲିବାବାର ପ୍ରତିଷ୍ଠାତା ଜ୍ୟାକ୍‌ ମା ପୁଣି ଥରେ ଏକ ଭର୍ଚୁଆଲ କାର୍ଯ୍ୟକ୍ରମକୁ ସମ୍ବୋଧିତ କରିଥିବା ଜଣାପଡ଼ିଛି। ଚାଇନାର…

ସରକାରଙ୍କ ପଛଘୁଞ୍ଚା

ନୂଆଦିଲ୍ଲୀ, ୨୧।୧(ପି.ଟି.):ନୂଆ କୃଷି ଆଇନକୁ ସମ୍ପୂର୍ଣ୍ଣ ପ୍ରତ୍ୟାହାର ଦାବିରେ କୃଷକଙ୍କ ଆନ୍ଦୋଳନ ୫୮ ଦିନରେ ପହଞ୍ଚିଥିବାବେଳେ ଏଥିରେ ବ୍ୟତିବ୍ୟସ୍ତ ହୋଇ ସରକାର ପଛଘୁଞ୍ଚା ଦେଇଛନ୍ତି। ଶେଷରେ ନୂଆ…

ବାଇଡେନ୍‌, ହାରିସ୍‌

ଓ୍ବାଶିଂଟନ,୨୧ା୧: ଆମେରିକାର ୪୬ତମ ରାଷ୍ଟ୍ରପତି ରୂପେ ଜୋ ବାଇଡେନ୍‌ ଓ ୪୯ତମ ଉପରାଷ୍ଟ୍ରପତି ଭାବେ କମଲା ହାରିସ୍‌ ବୁଧବାର ଶପଥ ଗ୍ରହଣ କରିଛନ୍ତି। ଭାରତୀୟ ସମୟ ରାତି…

ହିନ୍ଦୀରେ ଟୁଇଟ୍‌ କରି ଭାରତକୁ ସତର୍କ କରାଇଲେ ପିଟରସନ

ନୂଆଦିଲ୍ଲୀ,୨୧।୧(ପି.ଟି.): ଅଷ୍ଟ୍ରେଲିଆ ବିପକ୍ଷ ଐତିହାସିକ ଟେଷ୍ଟ ସିରିଜ ବିଜୟ ପାଇଁ ଉତ୍ସବ ମନାଇବାକୁ ଭାରତୀୟ କ୍ରିକେଟ ଦଳକୁ ପରାମର୍ଶ ଦେଇଛନ୍ତି ଇଂଲଣ୍ଡ ପୂର୍ବତନ ଷ୍ଟାର କ୍ରିକେଟର ତଥା…

ପାର୍କିଂ ବ୍ୟବସ୍ଥା ଭୁଲିଛି ପୌରପାଳିକା

ଅନୁଗୋଳ ଅଫିସ, ୨୧।୧: ବଢ଼ୁଛି ଅନୁଗୋଳ ସହର, ବଜାର। ଲୋକ ସଂଖ୍ୟାରେ ମଧ୍ୟ ଦ୍ରୁତ ଅଭିବୃଦ୍ଧି ପରିଲକ୍ଷିତ ହେଉଛି। ତଦନୁଯାୟୀ ସହରରେ ବାଇକ୍‌ ଓ ଚାରି ଚକିଆ…

ୟୁଏସ୍‌ ଶେୟାର ବଜାରରେ ବାଇଡେନ୍‌ ଲହରି

ନୂଆଦିଲ୍ଲୀ: ଜୋ ବାଇଡେନ୍‌ ଆମେରିକା ରାଷ୍ଟ୍ରପତି ନିର୍ବାଚନରେ ବିଜୟୀ ହେବା ପରଠାରୁ ଶପଥ ଗ୍ରହଣ କରିବା ପୂର୍ବ ସମୟ ଯାଏ ଆମେରିକା ଶେୟାର ବଜାର ରେକର୍ଡ ସ୍ତରରେ…