ଜଙ୍ଗଲରୁ ଶିଶୁପୁତ୍ର ଉଦ୍ଧାର

ଖମାର,୨୦ା୧- ଅନୁଗୋଳ ଜିଲା ପାଲଲହଡ଼ା ବ୍ଲକ ଖମାର ପଞ୍ଚାୟତ କୋଚିଆବେଡା ସଂରକ୍ଷିତ ଜଙ୍ଗଲରୁ ବୁଧବାର ଏକ ନବଜାତ ଶିଶୁପୁତ୍ରକୁ ଉଦ୍ଧାର କରାଯାଇଛି। ସ୍ଥାନୀୟ ମହିଳାମାନେ ଜାଳେଣି ସଂଗ୍ରହ…

ସଞ୍ଜୁ ସାମସନଙ୍କୁ ମିଳିଲା ଗୁରୁଦାୟିତ୍ୱ

ନୂଆଦିଲ୍ଲୀ,୨୦।୧: ଆଇପିଏଲ ଫ୍ରାଞ୍ଚାଇଜ ରାଜସ୍ଥାନ ରୟାଲ୍ସ ତା’ର ଅଧିନାୟକ ଷ୍ଟିଭ ସ୍ମିଥଙ୍କୁ ଦଳରୁ ବିଦା କରିଛି। ଦଳର ଉଇକେଟକିପର ବ୍ୟାଟ୍ସମ୍ୟାନ ସଞ୍ଜୁ ସାମସନଙ୍କୁ ଆଗାମୀ ଆଇପିଏଲ ପାଇଁ…

ବଢିଲା ବସ୍‌ ଭଡ଼ା

ଭୁବନେଶ୍ୱର,୨୦।୧(ବ୍ୟୁରୋ):  ବୁଧବାର ବସ୍‌ ଭଡ଼ା ବଢ଼ାଇଛନ୍ତି ରାଜ୍ୟ ସରକାର।  ଅଡିନାରି ବସ୍‌ ଭଡ଼ା କିଲୋମିଟର ପିଛା ୭୩ରୁ ୭୪ ପଇସାକୁ ବୃଦ୍ଧି କରାଯାଇଥିବା ବେଳେ ଏକ୍ସପ୍ରେସ ବସ୍‌…

ଟେଷ୍ଟରେ ପନ୍ତ ବିଶ୍ୱର ଶ୍ରେଷ୍ଠ ମାନ୍ୟତା ପ୍ରାପ୍ତ ଉଇକେଟକିପର

ଦୁବାଇ,୨୦।୧: ବ୍ରିସବେନଠାରେ ଅଷ୍ଟ୍ରେଲିଆ ବିପକ୍ଷରେ ଭାରତୀୟ ଯୁବ ଉଇକେଟକିପର ଋଷଭ ପନ୍ତ ୮୯ ରନ୍‌ର ସିରିଜ୍‌ ବିଜୟୀ ପାଳି ଖେଳିଥିଲେ। ଏଥି ଯୋଗୁ ଆଇସିସି ଟେଷ୍ଟ ବ୍ୟାଟ୍ସମ୍ୟାନଙ୍କ…

କରୋନା ଟିକା ନେଇ ପୁଣି ଜଣେ ସ୍ବାସ୍ଥ୍ୟ କର୍ମୀଙ୍କ ମୃତ୍ୟୁ

ହାଇଦ୍ରାବାଦ,୨୦।୧: କରୋନା ଟିକା ନେଇ ପୁଣି ଜଣେ ସ୍ବାସ୍ଥ୍ୟ କର୍ମୀଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି। ସେ ତେଲଙ୍ଗାନାର ର୍ନିମଲ ଜିଲାର ଜଣେ ୪୨ ବର୍ଷିୟ ସ୍ବାସ୍ଥ୍ୟ କର୍ମୀ…

୫ ବିଦେଶୀଙ୍କ ସମେତ ୧୦ ଖେଳାଳିଙ୍କୁ ବିଦା କଲା ଆରସିବି

ନୂଆଦିଲ୍ଲୀ,୨୦।୧: ଆଗାମୀ ଆଇପିଏଲ ଲାଗି ଫେବୃୟାରୀରେ ହେବାକୁ ଥିବା ଖେଳାଳିଙ୍କ ନିଲାମ ପ୍ରକ୍ରିୟା ପୂର୍ବରୁ ସର୍ବାଧିକ ୧୦ ଜଣ ଖେଳାଳିଙ୍କୁ ଦଳରୁ ରିଲିଜ କରିଛି ରୟାଲ ଚ୍ୟାଲେଞ୍ଜର୍ସ…

ଏପ୍ରିଲରେ ହେବ ଆସାମ ବିଧାନସଭା ନିର୍ବାଚନ

ଗୁଆହାଟି,୨୦।୧: ଏପ୍ରିଲରେ ଆସାମ ବିଧାନସଭା ନିର୍ବାଚନ ହେବ ବୋଲି ମୁଖ୍ୟ ନିର୍ବାଚନ କମିଶନର ସୁନୀଲ ଆରୋରା ବୁଧବାର ସୂଚନା ଦେଇଛନ୍ତି। ରଙ୍ଗୋଲି ବିହୁ ପର୍ବ ଏବଂ ଦଶମ…

ମମତାଙ୍କ ପାଇଁ କାହିଁକି ନନ୍ଦିଗ୍ରାମ ଗୁରୁତ୍ୱପୂର୍ଣ୍ଣ ?

ବିଧାନସଭା ନିର୍ବାଚନ ପୂର୍ବରୁ ପଶ୍ଚିମବଙ୍ଗରେ ରାଜନୀତି ପୂରା ସରଗରମ ହୋଇଉଠିଛି। ଆଗାମୀ ନିର୍ବାଚନରେ ନନ୍ଦିଗ୍ରାମ ସିଟ୍‌ରେ ହିଁ ଛିଡ଼ା ହେବେ ବୋଲି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମମତା…

କିଭଳି ଅଷ୍ଟ୍ରେଲିଆକୁ ହରାଇଲେ ଅଜିଙ୍କ୍ୟ ରାହାଣେ | Sports Roundup

ଆଜିର ଏପିସୋଡରେ ଦେଖିବା : ବିରାଟଙ୍କ ଅନୁପସ୍ଥିତିରେ କିଭଳି ଅଷ୍ଟ୍ରେଲିଆକୁ ହରାଇଲେ ରାହାଣେ, ସାଇଲେଣ୍ଟ ହୋଇଗଲା ରିକି ପଣ୍ଟିଂଙ୍କ ଟୁଇଟର, ଖେଳାଳୀଙ୍କୁ ୫କୋଟି ଟଙ୍କାର ବୋନସ ଘୋଷଣା,…

୫ ଲକ୍ଷ କୃଷକଙ୍କ ଚାନ୍ଦାରେ ନିର୍ମାଣ ହୋଇଥିଲା ଏହି ଲୋକପ୍ରିୟ ଫିଲ୍ମ: କାରଣ ଜାଣିଲେ..

ବମ୍ବେ: ସତୁରୀରୁ ଅଶୀ ଦଶକରେ ନିର୍ମିତ ନିର୍ଦ୍ଦେଶକ ଶ୍ୟାମ ବେନେଗଲଙ୍କ ଫିଲ୍ମଗୁଡ଼ିକୁ ଆଜି ବି ପ୍ରଶଂସା କରାଯାଏ। ସେ ‘ଅଙ୍କୁର’ ହେଉ ଅବା ‘ନିଶାନ୍ତ’, ‘ମଣ୍ଡି’, ସବୁଥିରେ…