ପାର୍ବଣରେ ଇ-କମର୍ସ ବିକ୍ରି ୫୮ ହଜାର କୋଟି

ନୂଆଦିଲ୍ଲୀ,୨୮।୧୧- ଚଳିତ ବର୍ଷ ପାର୍ବଣରେ ଦେଶର ଇ-କମର୍ସ କମ୍ପାନୀଗୁଡିକରେ ଜୋରଦାର କାରବାର ହୋଇଛି। କମ୍ପାନୀଗୁଡିକ ପ୍ରାୟ ୫୮ ହଜାର କୋଟି ଟଙ୍କାର ମୋଟ କାରବାର ହାସଲ କରିଛନ୍ତି। କରୋନା…

୭.୫% ଖସିଲା ଜିଡିପି

ନୂଆଦିଲ୍ଲୀ,୨୮।୧୧ - କରୋନା ମହାମାରୀ ସାରା ବିଶ୍ୱକୁ କବଳିତ କରି ରଖିଛି। ଏହା ଦ୍ୱାରା ବିଶ୍ୱର ଅର୍ଥ ବ୍ୟବସ୍ଥାଗୁଡିକ ସଙ୍କଟ ଦେଇ ଗତି କରୁଛନ୍ତି। ଭାରତୀୟ ଅର୍ଥ…

ପେଟ୍ରୋଲ ୧୯, ଡିଜେଲ ୨୭ ପଇସା ବଢ଼ିଲା

ଭୁବନେଶ୍ୱର,୨୮।୧୧: କରୋନା ମହାମାରୀ ସମୟରେ ଲଗାତର ତେଳ ଦର ବୃଦ୍ଧି ଖାଉଟିଙ୍କ ଚିନ୍ତା ବଢାଉଛି। ଗତ ସପ୍ତାହ ଶୁକ୍ରବାରଠାରୁ ତେଲ ଦର ବଢି ଚାଲିଛି। କେବଳ ବୁଧବାରକୁ…

ପିଜିଆଇ ଇଣ୍ଡିଆର ‘ମେନ୍‌ ଅଫ୍‌ ପ୍ଲାଟିନମ’ କଲେକ୍ସନ

ଭୁବନେଶ୍ୱର,୨୮।୧୧: ପ୍ଲାଟିନମ୍‌ ଗିଲ୍ଡ ଇଣ୍ଡିଆ (ପିଜିଆଇ) ପକ୍ଷରୁ ପୁରୁଷମାନଙ୍କ ପାଇଁ ଏହାର ନୂଆ କଲେକ୍ସନ‘ ମେନ ଅଫ୍‌ ପ୍ଲାଟିନମ୍‌’ ରେଞ୍ଜ ବଜାରକୁ ଆସିଛି। ଏହି ନୂତନ କଲେକ୍ସନରେ…

ଭାବ ଲଗାଇଲେନି ଭାବବିନୋଦିଆ

ଅନୁଗୋଳ ଅଫିସ, ୨୮।୧୧ ଦୀର୍ଘ ୨୫ ବର୍ଷ ପରେ ଶୁକ୍ରବାର ଅତି ଦୁର୍ଲଭ ନାଗାର୍ଜୁନ ବେଶରେ ସଜ୍ଜିତ ହୋଇଥିଲେ ଶ୍ରୀଜୀଉ। ଅନୁଗୋଳ ଶୈଳଶ୍ରୀକ୍ଷେତ୍ରରେ ଏହା ଥିଲା ତିନିଠାକୁରଙ୍କ…

ସଂରକ୍ଷିତ ଜଙ୍ଗଲରେ ଶିକାରୀ ସକ୍ରିୟ

ଢେଙ୍କାନାଳ ଅଫିସ, ୨୮।୧୧ - ସଂରକ୍ଷିତ ଜଙ୍ଗଲରେ ଗର୍ଜୁଛି ବନ୍ଧୁକ। ବିଦ୍ୟୁତ୍‌ ଫାଶରେ ପଡ଼ି ବନ୍ୟଜନ୍ତୁ ପଡୁଛନ୍ତି ମୃତ୍ୟୁମୁଖରେ। ମାଂସ, ଚମଡ଼ା, ଦାନ୍ତ ଲୋଭରେ ଶିକାରୀମାନେ ଅବାଧ ଜନ୍ତୁ…

ଦିନିକିଆ ଦଳରେ ନଟରାଜନ ସାମିଲ

ସିଡ୍‌ନୀ, ୨୮।୧୧(ପି.ଟି.)- ନବଦୀପ ସଇନୀ ସମ୍ପୂର୍ଣ୍ଣ ଫିଟ୍‌ ନ ଥିବାରୁ ଭାରତୀୟ ଦିନିକିଆ କ୍ରିକେଟ ଦଳରେ ବାମହାତୀ ପେସର ଟି. ନଟରାଜନଙ୍କୁ ସାମିଲ କରାଯାଇଛି। ସଇନୀଙ୍କ ପିଠିରେ…

ମୁଖ୍ୟ କୋଚ୍‌ ପଦରେ ରହିଲେ ରଶ୍ମି : ଦୀପକ ବୋଲିଂ ଓ ଗୋପାଳ ଫିଲ୍ଡିଂ କୋଚ୍‌

ଭୁବନେଶ୍ୱର, ୨୮।୧୧(କ୍ରୀଡ଼ା ପ୍ରତିନିଧି)- ଓଡ଼ିଶା କ୍ରିକେଟ ଆସୋସିଏଶନ (ଓସିଏ) ପକ୍ଷରୁ ରାଜ୍ୟ ସିନିୟର ଦଳପାଇଁ କୋଚିଂ ଷ୍ଟାଫ୍‌ ନିଯୁକ୍ତ କରାଯାଇଛି। ରଶ୍ମିରଞ୍ଜନ ପରିଡ଼ା ମୁଖ୍ୟ କୋଚ୍‌ ପଦରେ…

ଇଷ୍ଟବେଙ୍ଗଲକୁ ହରାଇଲା ଏଟିକେ ମୋହନବାଗାନ

ଭାସ୍କୋର, ୨୮।୧୧- ଦୁଇ ପାରମ୍ପରିକ ପ୍ରତିଦ୍ୱନ୍ଦ୍ୱୀ ଇଷ୍ଟବେଙ୍ଗଲ ଓ ଏଟିକେ ମୋହନବାଗାନ ମଧ୍ୟରେ ଇଣ୍ଡିଆନ ସୁପରଲିଗ୍‌ (ଆଇଏସ୍‌ଏଲ)ର ସବୁଠାରୁ ପ୍ରତୀକ୍ଷିତ ମ୍ୟାଚ ଶୁକ୍ରବାର ଆୟୋଜିତ ହୋଇ ଯାଇଛି।…