ମୋଦି ଜଣେ ଦୁର୍ବଳ ପ୍ରଧାନମନ୍ତ୍ରୀ, ଚାଇନାର ନାମ ନେବାକୁ ଭୟ କରୁଛନ୍ତି: ଓଓ୍ବାଇସି

ନୂଆଦିଲ୍ଲୀ, ୨୦।୧: ଅରୁଣାଚଳ ପ୍ରଦେଶରେ ଚାଇନା ୧୦୦ ଘର ବିଶିଷ୍ଟ ଏକ ଗାଁ ନିର୍ମାଣ କରିଛି। ଏନେଇ ଖବର ପ୍ରକାଶ ପାଇବା ପରେ କଂଗ୍ରେସ ସମେତ ଅନ୍ୟ…

ଭାରତର ଐତିହାସକ ବିଜୟ ପରେ ଅଜବ କଥା ଦାବି କରି ଚର୍ଚ୍ଚାରେ ବୀରେନ୍ଦ୍ର ସେହ୍ବାଗ

ବ୍ରିସବେନ୍‌,୨୦।୧: ଯୁବ ଭାରତୀୟ ଦଳ ଅଷ୍ଟ୍ରେଲିୟ ଦଳକୁ ପରାସ୍ତ କରି ଇତିହାସ ସୃଷ୍ଟି କରିଛନ୍ତି। ବ୍ରିସବେନ୍‌ର ଗାବା ଗ୍ରାଉଣ୍ଡରେ ବର୍ଡର-ଗାଭାସ୍କର ଟ୍ରଫିର ଅନ୍ତିମ ତଥା ଅନ୍ତିମ ଟେଷ୍ଟରେ…

ଆସାମରେ ଭାଜପା ସହିତ କଂଗ୍ରେସର କଡ଼ା ମୁକାବିଲା: ୫ ଦଳ ସହିତ ମିଳାଇବ ହାତ

ଗୁଆହାଟି, ୨୦।୧: ଆଗକୁ ଆସାମରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ରାଜ୍ୟରେ ନିଜର ସ୍ଥିତି ସୁଦୃଢ଼ କରିବା ସହିତ ଭାଜପା ସହ କଡ଼ା ମୁକାବିଲା କରିବା ଲାଗି…

ଗୁଳିମାଡ଼ରେ ପୂର୍ବତନ ବ୍ଲକ ଅଧ୍ୟକ୍ଷଙ୍କ ମୃତ୍ୟୁ

ବ୍ରହ୍ମପୁର ଅଫିସ, ୨୦।୧: ଗଞ୍ଜାମ ଜିଲା ବେଗୁନିଆପଡ଼ା ବ୍ଲକ ପୂର୍ବତନ ଅଧ୍ୟକ୍ଷ ଦେବେନ୍ଦ୍ର ସାହୁଙ୍କର ବୁଧବାର ସକାଳେ ଗୁଳିମାଡ଼ରେ ମୃତ୍ୟୁ ଘଟିଛି। ଖବର ପାଇ ପୋଲିସ ଘଟଣାସ୍ଥଳରେ…

ଶେଷ ଭାଷଣରେ ଟ୍ରମ୍ପ୍‌ଙ୍କର କଡ଼ା ସ୍ବର: କ୍ଷମତା ହସ୍ତାନ୍ତର ପରେ ବି ଲଢ଼େଇ ରହିବ ଜାରି

ଓ୍ବାଶିଂଟନ,୨୦।୧: ଆମେରିକାର ବିଦାୟୀ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କର ସ୍ବର ଏବେ ବି ନରମି ନାହିଁ। ହ୍ବାଇଟ୍‌ ହାଉସ୍‌ରୁ ବିଦାୟ ନେବା ପୂର୍ବରୁ ଟ୍ରମ୍ପ୍‌ କଡ଼ା ସ୍ବରରେ ସମର୍ଥକଙ୍କ…

ଐତିହାସିକ ବିଜୟ ପରେ କୋଚ୍‌ ନୁହେଁ, ରାହୁଲ ଦ୍ରାବିଡଙ୍କୁ ପ୍ରଶଂସାରେ ପୋତି ପକାଉଛନ୍ତି ଲୋକେ, ଜାଣନ୍ତୁ କାହିଁକି

ବ୍ରିସବେନ୍‌,୨୦।୧: ବର୍ଡର-ଗାଭାସ୍କର ଟ୍ରଫିର ଚତୁର୍ଥ ତଥା ଶେଷ ଟେଷ୍ଟ ମ୍ୟାଚରେ ଟିମ ଇଣ୍ଡିଆ ଆୟୋଜକ ଅଷ୍ଟ୍ରେଲିଆକୁ ୩ ଉଇକେଟରେ ପରାସ୍ତ କରିଛି। ଜିତିବା ପାଇଁ ଭାରତ ୩୨୮…

ଥଣ୍ଡା ପାଣିରେ ବୁଡ଼ ପକାଇ ପରମ୍ପରା ପାଳନ କଲେ ପୁଟିନ୍‌

ମସ୍କୋ,୨୦।୧: ରୁଷ୍‌ ରାଷ୍ଟ୍ରପତି ବ୍ଲାଡ଼ିମୀର୍‌ ପୁଟିନ୍‌ ମାଇନସ୍‌ ୨୦ ଡିଗ୍ରୀ ସେଲସିୟସ୍‌ ତାପମାତ୍ରାରେ ଥଣ୍ଡା ପାଣିରେ ବୁଡ଼ ପକାଇ ପରମ୍ପରା ପାଳନ କରିଛନ୍ତି। ୬୮ ବର୍ଷ ବୟସ୍କ…

ଦିଲ୍ଲୀର ବର୍ଜ୍ୟରୁ ପ୍ରସ୍ତୁତ ହେବ ଇନ୍ଧନ: ଧର୍ମେନ୍ଦ୍ର

ଭୁବନେଶ୍ୱର,୨୦।୧(ବ୍ୟୁରୋ): ଊର୍ଜାକୁ ଆତ୍ମନିର୍ଭର କରିବା ଓ ସ୍ବଚ୍ଛ ଭାରତ ମିଶନ ଦିଗରେ ଯୁଗାନ୍ତକାରୀ ପଦକ୍ଷେପ ସ୍ବରୂପ ବର୍ଜ୍ୟବସ୍ତରୁ ଊର୍ଜା ଉତ୍ପାଦନ ପାଇଁ ଇଣ୍ଡିଆନ ଅଏଲ କର୍ପୋରେଶନ (ଆଇଓସିଏଲ)…

ଠିକାଦାରଙ୍କୁ ସୁରକ୍ଷା ଯୋଗାଇବାକୁ ଜିଲାପାଳ, ଏସ୍‌ପିଙ୍କୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୦ା୧(ବ୍ୟୁରୋ): ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଯୋଜନା(ପିଏମ୍‌ଜିଏସ୍‌ଓ୍ବାଇ) କାର୍ଯ୍ୟକାରୀ କରିବା କ୍ଷେତ୍ରରେ ଗତ ୪ ବର୍ଷ ଧରି ଓଡ଼ିଶା ପ୍ରଥମ ସ୍ଥାନ ବଜାୟ ରଖିପାରିଛି। ମଙ୍ଗଳବାର ଲୋକସେବା ଭବନଠାରେ…

ସୀମା ବିବାଦ ନେଇ ବସିଲା ଗୃହ କମିଟି

ଭୁବନେଶ୍ୱର,୨୦।୧(ବ୍ୟୁରୋ): ରାଜ୍ୟରେ ଥିବା ସୀମା ବିବାଦ ପ୍ରସଙ୍ଗକୁ ନେଇ ମଙ୍ଗଳବାର ବିଧାନସଭା ଗୃହ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ରଙ୍କ ଅଧ୍ୟକ୍ଷତାରେ ବିଧାନସଭା ନୂତନ…