ଷ୍ଟୋଇନିସ୍‌ଙ୍କୁ ପଣ୍ଟିଂଙ୍କ ପ୍ରଶଂସା

ମେଲବୋର୍ନ, ୨୪ା୧୧:ଅଷ୍ଟ୍ରେଲିଆର ବ୍ୟାଟିଂ କିମ୍ବଦନ୍ତୀ ରିକି ପଣ୍ଟିଂ ତାଙ୍କ ଦେଶର ଅଲରାଉଣ୍ଡର ମାର୍କସ ଷ୍ଟୋଇନିସ୍‌ଙ୍କ ଉଚ୍ଚ ପ୍ରଶଂସା କରିଛନ୍ତି। ଷ୍ଟୋଇନିସ ବର୍ଷକ ପୂର୍ବେ ଯେପରି ଖେଳୁଥିଲେ ଏବେ…

ଏଟିପି ଫାଇନାଲ୍ସ: ମେଡ୍‌ଭେଡେଭ ଚାମ୍ପିୟନ

ଲଣ୍ଡନ, ୨୪।୧୧: ରୁଷିଆର ଡାନିଲ ମେଡ୍‌ଭେଡେଭ୍‌ ନିଜ କ୍ୟାରିୟରର ସବୁଠାରୁ ବଡ଼ ଟାଇଟଲ ହାସଲ କରିଛନ୍ତି। ଏଠାରେ ଅନୁଷ୍ଠିତ ବର୍ଷଶେଷ ଏଟିପି ଫାଇନାଲ୍ସ ଟେନିସ ଟୁର୍ନାମେଣ୍ଟରେ ସେ…

ଅଲିମ୍ପିକ୍ସ ଆର୍ଚେରି ଚୟନ ଶିବିରକୁ ରଞ୍ଜିତ ମନୋନୀତ

ଭୁବନେଶ୍ୱର,୨୪।୧୧: ଅନ୍ତର୍ଜାତୀୟ ତୀରନ୍ଦାଜ ରଞ୍ଜିତ ନାଏକ ୨୦୨୦ ଟୋକିଓ ଅଲିମ୍ପିକ୍ସ ଚୟନ ଶିବିରକୁ ମନୋନୀତ ହୋଇଛନ୍ତି। ଫଳରେ ଝାଡ଼ଖଣ୍ଡର ଜାମସେଦପୁରସ୍ଥିତ ଜେଆରଡି ଟାଟା ସ୍ପୋଟର୍‌ସ କମ୍ପ୍ଲେକ୍ସରେ ସୋମବାରଠାରୁ…

ଆଇଏସ୍‌ଏଲ୍‌ ୨୦୨୦: ପ୍ରଥମ ମ୍ୟାଚରେ ଓଡ଼ିଶା ଏଫସି ପରାସ୍ତ

ଭୁବନେଶ୍ୱର, ୨୪।୧୧: ଇଣ୍ଡିଆନ ସୁପରଲିଗ୍‌ (ଆଇଏସଏଲ)ର ଗତ ସଂସ୍କରଣରେ ପ୍ରଭାବୀ ପ୍ରଦର୍ଶନ କରିଥିବା ଓଡ଼ିଶା ଏଫସି ଏଥର ପ୍ରଥମ ମ୍ୟାଚରେ ପରାଜିତ ହୋଇଛି। ବାମ୍ବୋଲିମ୍‌ସ୍ଥିତ ଜିଏମ୍‌ସି ଷ୍ଟାଡିୟମରେ…

ଟେମରା, କାଉଡୋଳାରେ ଧାନ ମଣ୍ଡି ଖୋଲିଲା

କୋକସରା, ୨୪।୧୧ (ଡି.ଏନ.ଏ.) କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ପ୍ୟାକ୍ସ ଅଧୀନ କାଉଡୋଳା ଓ ଟେମରାରେ ସୋମବାରଠୁୁ ଧାନ ମଣ୍ଡି ଆରମ୍ଭ ହୋଇଛି। କୋକସରା ବ୍ଲକର…

ସ୍କୁଲ ବନ୍ଦ ପରେ ବସ୍ତାନି ବଦଳରେ ଗୋରୁଗାଈ ଚରାଉଛନ୍ତି ପିଲା

କୋକସରା, ୨୪।୧୧ (ଡି.ଏନ.ଏ.) ଆଜକୁ ପ୍ରାୟ ୭ ମାସରୁ ଊର୍ଦ୍ଧ୍ୱ ହେବ କରୋନା ଯୋଗୁ ସ୍କୁଲରେ ପଡିଛି ତାଲା। ସ୍କୁଲ ବନ୍ଦ ପରେ ବଦଳି ଯାଇଛି ଉପାନ୍ତ…

୪ ଦିନ ହେଲା ବଢୁଛି ତେଲ ଦର

ଭୁବନେଶ୍ୱର: ଲଗାତର ୪ ଦିନ ହେବ ପେଟ୍ରୋଲ ଏବଂ ଡିଜେଲ ଦର ବୃଦ୍ଧି ଘଟୁଛି। ସୋମବାର ଭୁବନେଶ୍ୱରରେ ପେଟ୍ରୋଲ ୭ ପଇସା ବଢ଼ି ଲିଟର ପିଛା ଦର…

ନୂଆ ବ୍ୟାଙ୍କିଙ୍ଗ୍‌ ପ୍ରସ୍ତାବକୁ ସମାଲୋଚନା

ନୂଆଦିଲ୍ଲୀ: ଦେଶର ବ୍ୟାଙ୍କିଙ୍ଗ୍‌ କ୍ଷେତ୍ରରେ ବଡ଼ କର୍ପୋରେଟ ହାଉସଗୁଡ଼ିକୁ ସୁଯୋଗ ଦେବା ଲାଗି ରିଜର୍ଭ ବ୍ୟାଙ୍କ ଅଫ୍‌ ଇଣ୍ଡିଆ(ଆର୍‌ବିଆଇ)ର ଆଭ୍ୟନ୍ତରୀଣ କାର୍ଯ୍ୟକାରୀ ଗ୍ରୁପ୍‌(ଆଇଜିଆଇ) ନିକଟରେ ପ୍ରସ୍ତାବ ଦେଇଛି।…

ପ୍ରେରଣା ସାଜିଛନ୍ତି ନନ୍ଦିନୀ

କେନ୍ଦୁଝର,୨୪ା୧୧(ଡି.ଏନ.ଏ.)-ବର୍ତ୍ତମାନ ଯୁଗରେ ପୁରୁଷମାନଙ୍କ ସହିତ ମହିଳାମାନେ ସବୁକ୍ଷେତ୍ରରେ ସମକକ୍ଷ ହେଲେଣି। ସାଧାରଣତଃ ମେଶିନ ଅପରେଟିଂ କିମ୍ବା କୌଣସି କଷ୍ଟସାଧ୍ୟ ଶ୍ରମଦାନ କ୍ଷେତ୍ରରେ ମହିଳାମାନେ ସାମାନ୍ୟ ପଛଘୁଞ୍ଚା ଦେଇଥାନ୍ତି।…

ଚାନ୍ଦିପୁର ବେଳାଭୂମି ମୁହଁ ଫେରାଉଛନ୍ତି ପର୍ଯ୍ୟଟକ

ବାଲେଶ୍ୱର ଅଫିସ-ବାଲେଶ୍ୱର ଜିଲା ସଦର ମହକୁମାଠାରୁ ମାତ୍ର ୧୫ କି.ମି. ଦୂରରେ ରହିଛି ଚାନ୍ଦିପୁର ବେଳାଭୂମି। ଦୂରଦୂରାନ୍ତରୁ ପର୍ଯ୍ୟଟକମାନେ ଶୀତଋତୁରେ ଏହି ବେଳାଭୂମିକୁ ଆସିଥାନ୍ତି। ପିକ୍‌ନିକ୍‌, ମେଳା,…