୬ ବିଶ୍ୱବିଦ୍ୟାଳୟରେ କୁଳପତି ନିଯୁକ୍ତ କଲେ ରାଜ୍ୟପାଳ

ଭୁବନେଶ୍ୱର,୨୩।୧୧(ବ୍ୟୁରୋ): ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ସୋମବାର ରାଜ୍ୟର ୬ ବିଶ୍ୱବିଦ୍ୟାଳୟରେ କୁଳପତି ନିଯୁକ୍ତ କରିଛନ୍ତି। ରମାଦେବୀ ବିଶ୍ୱବିଦ୍ୟାଳୟ ପାଇଁ ଅପରାଜିତା ଚୌଧୁରୀଙ୍କୁ ନିଯୁକ୍ତି ଦିଆଯାଇଥିବା ବେଳେ…

ବେବି ବମ୍ପ ସହିତ ଭାଇରାଲ୍‌ ହେଉଛି ଅନୁଷ୍କାଙ୍କ ଫଟୋ: ପ୍ରଶଂସକ ଲେଖିଲେ ଏମିତି

ବଲିଉଡ୍‌ ଅଭିନେତ୍ରୀ ଅନୁଷ୍କା ଶର୍ମା ଖୁବ୍‌ଶୀଘ୍ର ମା’ ହେବାକୁ ଯାଉଛନ୍ତି। ବର୍ତ୍ତମାନ ସେ ତାଙ୍କ ଗର୍ଭଧାରଣ ସମୟକୁ ଉପଭୋଗ କରୁଛନ୍ତି। ବେବି ବମ୍ପ ସହିତ ତାଙ୍କର ଫଟୋ…

ପରଲୋକରେ ଆସାମର ପୂର୍ବତନ ମୁଖ୍ୟମନ୍ତ୍ରୀ ତରୁଣ ଗୋଗୋଇ

ଗୌହାଟୀ,୨୩।୧୧-ଆସାମର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା କଂଗ୍ରେସର ବରିଷ୍ଠ ନେତା ତରୁଣ ଗୋଗୋଇଙ୍କ ସୋମବାର ପରଲୋକ ହୋଇଯାଇଛି। ଗୌହାଟୀସ୍ଥିତ ଏକ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଶ୍ୱାସ…

ଏହି ରାଜ୍ୟରେ ଡିସେମ୍ବର ୩୧ ଯାଏଁ ସ୍କୁଲ, କଲେଜ ବନ୍ଦ: ୪ଟି ଜିଲାରେ ରାତ୍ରକାଳୀନ କର୍ଫ୍ୟୁ ଘୋଷଣା

ଶିମଲା,୨୩।୧୧: ହିମାଚଳ ପ୍ରଦେଶରେ କରୋନାର ବର୍ଦ୍ଧିତ ମାମଲାକୁ ଦେଖି ଡିସେମ୍ବର ୩୧ ଯାଏଁ ରାଜ୍ୟର ସମସ୍ତ ସ୍କୁଲ ଓ କଲେଜ ବନ୍ଦ ରଖିବାକୁ ନିଷ୍ପତ୍ତି ନିଆଯାଇଛି। ଏହାସହ…

ଏହି ପ୍ରସିଦ୍ଧ ଅଭିନେତାଙ୍କ ସହ ନୂଆ ଫିଲ୍ମ ଶୁଟିଂ କରୁଛନ୍ତି ଦୀପିକା: ବକ୍ସ ଅଫିସ୍‌ରେ ସୁପର ହିଟ୍‌ ଯୋଡି ଭାବେ ଜଣାଶୁଣା

ଲୋକପ୍ରିୟ ଅଭିନେତ୍ରୀ ଦୀପିକା ପାଦୁକୋନ୍‌ କିଛି ଦିନ ପୂର୍ବରୁ ଶକୁନ ବତ୍ରାଙ୍କ ନିର୍ଦ୍ଦେଶିତ ରୋମାଣ୍ଟିକ ଡ୍ରାମା ଫିଲ୍ମର ଶୁଟିଂରେ ବ୍ୟସ୍ତ ଥିଲେ। ବର୍ତ୍ତମାନ ସେ ଅଭିନେତା ଶାହରୁଖ…

ଏଣିକି ଧର୍ମଘଟକୁ ଉସୁକାଇଲେ ଜେଲ ଦଣ୍ଡ

ଭୁବନେଶ୍ୱର,୨୩।୧୧(ବ୍ୟୁରୋ)-ସରକାରୀ କର୍ମଚାରୀ ମନ ଇଚ୍ଛା ଧର୍ମଘଟ କରି ପାରିବେ ନାହିଁ କିମ୍ବା ଏଥିପାଇଁ ପ୍ରୋତ୍ସାହିତ କରି ପାରି ପାରିବେ ନାହିଁ। ବେଆଇନ୍‌ ଧର୍ମଘଟ କଲେ କଡା କାର୍ଯ୍ୟାନୁଷ୍ଠାନ…

ପାର୍କିଂ ସମୟରେ କାର ଉପରେ ଚଢିଗଲା ୮୦ ଲକ୍ଷ ଟଙ୍କାର ଆଉ ଏକ କାର

ପ୍ରତିଦିନ ସୋସିଆଲ ମିଡିଆରେ ଅନେକ ଭିଡିଓ ଭାଇରାଲ ହେଉଛି। ଜଣେ ଯୁବକ ଏକ ବିଳାସପୂର୍ଣ୍ଣ କାର ପାର୍କିଂ କରୁଥିବାବେଳେ ହଠାତ୍‌ କାରଟି ଅନ୍ୟ ଏକ କାର ଉପରେ…

ମଙ୍ଗଳବାର ୮ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିବେ ମୋଦି: ଭ୍ୟାକ୍ସିନ ଉପରେ ହୋଇପାରେ ଚର୍ଚ୍ଚା

ନୂଆଦିଲ୍ଲୀ,୨୩।୧୧: ଭାରତରେ ଦିନକୁ ଦିନ କରୋନା ସଂକ୍ରମଣ ବେକାବୁୁ ହେବାରେ ଲାଗିଛି। କିଛି ଦିନରୁ ଭାରତରେ କରୋନା ସଂକ୍ରମଣ ମାମଲା ୫୦ହଜାରୁ ତଳକୁ ଥିବା ବେଳେ ଆଉ…

ଭୁବନେଶ୍ୱରରୁ ଆଜି ପୁଣି ୩୭ ପଜିିଟିଭ୍‌ ଚିହ୍ନଟ: ସଂଖ୍ୟା କମିଲେ ବି କମୁନି ଲୋକାଲ କେସ୍‌

ଭୁବନେଶ୍ୱର,୨୩।୧୧(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ସୋମବାର ଆଉ ୩୭ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୧୬ ଜଣ ରହିଥିବା ବେଳେ ଲୋକାଲ କେସ୍‌ ୨୧…

ଏକ ମିନିଟ୍‌ରେ ୬୮ ବୋତଲର ଠିପି ଖୋଲି ଗିନିଜ୍‌ ଓ୍ବାର୍ଲ୍‌ଡ ରେକର୍ଡରେ ନାଁ ଲେଖାଇଲେ ବ୍ୟକ୍ତି

ହାଇଦ୍ରାବାଦ,୨୩।୧୧: ପ୍ରାୟ ସମୟରେ ଦେଖାଯାଏ, କୋଲ୍ଡ ଡ୍ରିଙ୍କ୍ସ ଖୋଲିବାକୁ ଓପ୍‌ନର ନ ମିଳିଲେ, ଲୋକେ ନିଜ ଦାନ୍ତରେ ଖୋଲିଥାନ୍ତି। ହେଲେ କେବେ କାହାକୁ ମୁଣ୍ଡରେ ବୋତଲର ଠିପି…